ଢେଙ୍କାନାଳ

ଢେଙ୍କାନାଳରେ ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ

ଢେଙ୍କାନାଳ, ୨୪ା୮(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତର ସଦେଇବେରେଣୀ-ନବଜୀବନପୁର କଳାକୃତି ଗ୍ରାମରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ। ଡୋକ୍ରା କଳାକୃତି ପାଇଁ ପ୍ରସିଦ୍ଧ ଏହି ସ୍ଥାନରେ ଏଭଳି ଲୁପ୍ତପ୍ରାୟ ହସ୍ତଶିଳ୍ପର ବିକାଶ ଲାଗି ରିସର୍ଚ୍ଚ ସେଣ୍ଟର…

ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ନେଇ ଢେଙ୍କାନାଳର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସୁକତା

ଢେଙ୍କାନାଳ,୨୩ା୮(ରତନ ନାୟାର): ଚନ୍ଦ୍ରୟାନ-୩ ର ସଫଳ ସଫ୍ଟ ଲ୍ୟାଣ୍ଡିଂ ପାଇଁ ଇସ୍ରୋର ବୈଜ୍ଞାନିକମାନେ ଉତ୍ସାହିତ ହୋଇରହିଛନ୍ତି। ଏହା ଭାରତ ପାଇଁ ଏକ ଐତିହାସିକ ଦିନ। ସେହିପରି ଢେଙ୍କାନାଳ ଜିଲା ବିଜ୍ଞାନ କେନ୍ଦ୍ର ପରିସରରେ ବୁଧବାର ଚନ୍ଦ୍ରଯାନ-୩ ସଫ୍ଟ ଲ୍ୟାଣ୍ଡିଂକୁ ନେଇ ବିଦ୍ୟାଳୟ…

ଅମୃତ ସରୋବର ପ୍ରକଳ୍ପରେ ଅନିୟମିତତା

କାମାକ୍ଷାନଗର, ୨୩।୮(ସୁଧୀର ପରିଡ଼ା): ମାତ୍ର ୮ମାସ ତଳେ ଜଳ ନିଷ୍କାସନ ପାଇଁ ତିଆରି କରାଯାଇଥିବା କଂକ୍ରିଟ୍‌ ପ୍ଲାଟ୍‌ଫର୍ମ ଫାଟି ଅଁା କରିଛି। ଅଧିକ ପାଣି ମହଜୁଦ୍‌ ହେଲେ କାଳେ ଭୁଶୁଡ଼ି ପଡ଼ିବ, ସେହି ଭୟରେ ଜଳାଶୟ ଭିତରକୁ ଯାଉଥିବା ପାହାଡ଼ ପାଣି…

ଗଭୀରକୁ ଲମ୍ବିଛି ଦୁର୍ନୀତି ଚେର

ଢେଙ୍କାନାଳ, ୨୩।୮(ରତନ ନାୟାର): ଢେଙ୍କାନାଳ ପୌରସଂସ୍ଥାରେ ଦୁର୍ନୀତି ଚେର ଗଭୀରକୁ ଲମ୍ବିଛି। ଯେତିକି ଖୋଳତାଡ଼ ହେଉଛି, ସେତେ ବଡ଼ ବଡ଼ ଆର୍ଥିକ ଅନିୟମିତତା ଧରାପଡୁଛି। ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ଏବଂ ବିଭିନ୍ନ ପ୍ରକଳ୍ପରେ ଠିକାଦାରଙ୍କ ପକ୍ଷରୁ ଡିପୋଜିଟ୍‌ ହୋଇଥିବା ଆର୍‌ନେଷ୍ଟ ମନି…

ବିଶ୍ୱସ୍ତରୀୟ ହେବ କପିଳାସ ପୀଠ

ଢେଙ୍କାନାଳ, ୨୧ା୮(ରତନ ନାୟାର):କପିଳାସ କ୍ଷେତ୍ରାଧିପତି ମହାଦେବ ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ ସ୍ଥଳୀରେ ପରିଣତ କରାଯିବ। ଏଥିଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରଦ୍ଧାଳୁଙ୍କ ଆବଶ୍ୟକତାକୁ ଅଗ୍ରାଧିକାର ଦେଇ ଆବଶ୍ୟକ ଉନ୍ନତିମୂଳକ କାର୍ଯ୍ୟ କରାଯିବ। ରାଜ୍ୟ ସରକାର, ଜିଲା ପ୍ରଶାସନ ପକ୍ଷରୁ…

ସେପ୍ଟେମ୍ବରରୁ ଅନନ୍ତଶୟନ ବିକାଶ କାର୍ଯ୍ୟ

ପରଜଙ୍ଗ, ୨୧ା୮(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସରାଙ୍ଗ ବ୍ରାହ୍ମଣୀ ନଦୀ ତଟବର୍ତ୍ତୀ ନବମ ଶତାବ୍ଦୀର ଐତିହାସିକ କୀର୍ତ୍ତିରାଜି ଅନନ୍ତଶୟନ ପୀଠ ଏବଂ କୁଆଳୋସ୍ଥିତ ଅଷ୍ଟଶମ୍ଭୁ ମନ୍ଦିର ଉନ୍ନତୀକରଣ ନିମନ୍ତେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଭାରତୀୟ ତୈଳ ନିଗମ ପକ୍ଷରୁ ଏଥିଲାଗି…

ଦୁର୍ବଳ ଭିତ୍ତିଭୂମି ଯୋଗୁ ଦୟନୀୟ

ଆଠମଲ୍ଲିକ,୨୦ା୮(ଉଦୀପ୍ତ ପୁରୋହିତ)ଆଠମଲ୍ଲିକ କଲେଜ ପ୍ରତିଷ୍ଠାତା ସଭ୍ୟ ତଥା କଲେଜର ପ୍ରଥମ ଅଧ୍ୟକ୍ଷ ରାମକୃଷ୍ଣ ମିଶ୍ରଙ୍କ କହିବା ଅନୁଯାୟୀ, ରାଜା ପ୍ରଦୀପ ଚନ୍ଦ୍ର ଦେଓ, ଡ. ବ୍ରଜମୋହନ ପାଣିଗ୍ରାହୀ, ତତ୍କାଳୀନ ବିଧାୟକ ବାଳକୃଷ୍ଣ ପଟ୍ଟନାୟକଙ୍କ ସମେତ ଅଞ୍ଚଳର କେତେଜଣ ସୁଯୋଗ୍ୟ ସନ୍ତାନ ଏକତ୍ର…

୮୦ ଲକ୍ଷର ହିସାବ ମିଳୁନାହିଁ

ଢେଙ୍କାନାଳ,୨୦ା୮(ରତନ ନାୟାର)ଚଳୁ କରିଦେଲେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ପାଇଁ ଆସିଥିବା ଅର୍ଥ। ଏର୍ନେଷ୍ଟ ମନି ଡିପୋଜିଟ୍‌ (ଇଏମ୍‌ଡି) ବାବଦ ଠିକାଦାରଙ୍କ ଟଙ୍କା ବି ଖାଇଗଲେ। ଏଭଳି ବିଭିନ୍ନ ପର୍ଯ୍ୟାୟରେ ୮୦ ଲକ୍ଷ ଟଙ୍କା କେଉଁବାଟରେ ଖର୍ଚ୍ଚ ହେଲା, ତାହାର ହିସାବ ମିଳୁନାହିଁ।…

ପୋଖରୀ ହୁଡ଼ା ଭାଙ୍ଗି ଜମି ଜଳମଗ୍ନ

କାମାକ୍ଷାନଗର, ୧୯।୮(ସୁଧୀର ପରିଡ଼ା): ଦୁଇଦିନ ଧରି ଜାରି ରହିଥିବା ଲଗାଣବର୍ଷାରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତ ଶ୍ରୀମୂଳା ଗ୍ରାମ ଅରଖବାହାଳି ପୋଖରୀ ବନ୍ଧ ଶୁକ୍ରବାର ଭାଙ୍ଗିଯାଇଛି। ଫଳରେ ୮ ମିଟର ଘାଇ ସୃଷ୍ଟି ହେବା ସହ ଜଳାଶୟ ନିକଟବର୍ତ୍ତୀ…

୨୫ରେ ସ୍ବାଭିମାନ ସୁରକ୍ଷା ମଞ୍ଚ ପକ୍ଷରୁ ଗଣଧାରଣା

ଢେଙ୍କାନାଳ, ୧୯ା୮(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ କପିଳାସରେ ଅବ୍ୟବସ୍ଥା ସୀମା ଟପିଲାଣି। ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କୁ ଆର୍ଥିକ ଶୋଷଣ କରାଯାଉଛି। ମାନସିକ ନିର୍ଯାତନା ଦିଆଯାଉଛି। ଏହାର ପ୍ରତିବାଦରେ ଆସନ୍ତା ୨୫ ତାରିଖ ପୂର୍ବାହ୍ନ ୯ଟାରୁ କପିଳାସ…

ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ: ପରେଡରେ ଅଂଶ ଗ୍ରହଣ କଲେ ୪୭ ଦଳ

କାମାକ୍ଷାନଗର, ୧୫ । ୮ , (ସୁଧିର କୁମାର ପରିଡା) : ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ ଠାରେ ମଙ୍ଗଳବାର ୭୭ ତମ ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମରେ ୭୭ତମ ଜିଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ

ଢେଙ୍କାନାଳ ଅଫିସ୍‌, ୧୫ । ୮ , (ରତନ ନାୟାର): ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ ଠାରେ ମଙ୍ଗଳବାର ୭୭ ତମ ଜିଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?