ତାଣ୍ଡବ ରଚିଲା କାଳବୈଶାଖୀ
ଢେଙ୍କାନାଳ ଅଫିସ,୨୬।୫: ଢେଙ୍କାନାଳ ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରାୟ ଘଣ୍ଟାଏ ଧରି ହୋଇଥିବା ମୂଷଳଧାରାରେ ବର୍ଷା, କୁଆପଥର ମାଡ଼ ସାଙ୍ଗକୁ ଝଡ଼ତୋଫାନରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ, ବିଦ୍ୟୁତ୍ ଖୁଣ୍ଟ ଧରାଶାୟୀ ହୋଇଯାଇଛି। ସହରାଞ୍ଚଳରେ ବିଦ୍ୟୁତ୍…
ଖୁବ୍ଶୀଘ୍ର ବଦଳିବ ଯୋରନ୍ଦା କଳେବର
ଢେଙ୍କାନାଳ ଅଫିସ, ୨୬।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ଏହାର ସମୀକ୍ଷା କରିବା ପାଇଁ ୫-ଟି ସଚିବ ଭି.…
ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା
ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ ୬ଟାରୁ…
ଅଦୃଶ୍ୟ ଠକ ଆତଙ୍କ
ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଠକମାନେ ଅତି ଚତୁରତାର ସହ ଆକାଉଣ୍ଟ ଖାଲି କରିଦେଉଥିବାବେଳେ…
ଶିଶୁକନ୍ୟାଙ୍କୁ ବଳାତ୍କାର
ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ଗୌତମ ଦାସ…
ଚୋର ସନ୍ଦେହରେ ପିଟି ହତ୍ୟା
ଢେଙ୍କାନାଳ ଅଫିସ,୨୧ା୫: ଚୋରି କରିଛନ୍ତି ବୋଲି ମାନିନେବାକୁ ଗ୍ରାମସଭାରେ ବାଧ୍ୟ କଲେ। ଏଥିରେ ଅମଙ୍ଗ ହେବାରୁ ଯୁବକଙ୍କୁ ଘରୁ ଉଠାଇ ନେଇ ପିଟି ପିଟି ମାରିଦେଲେ। ମାନବିକତାକୁ ଲଜ୍ଜିତ କରିବା ଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଢେଙ୍କାନାଳ ସଦର ଥାନା…
ଉପୁଡ଼ିଲା ଗଛ, ଉଡ଼ିଲା ଛପର
ଢେଙ୍କାନାଳ ଅଫିସ/ କାମାକ୍ଷାନଗର (ଡି.ଏନ୍.ଏ.), ୨୦ା୫: ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବାବେଳେ ଛପର ଉଡ଼ିଯାଇଛି। ଦିନତମାମ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ…
ବିଭ୍ରାଟ ବଢ଼ାଇଲାଣି ବିଦ୍ରୋହ
ଢେଙ୍କାନାଳ ଅଫିସ, ୧୯।୫: ଦେୟ ଆଦାୟରେ ସାମାନ୍ୟତମ ହେଳା କରୁନାହାନ୍ତି। ମାସ ପୂରିଲା ବେଳକୁ ଦାଣ୍ଡଦୁଆରେ ହାଜର ହୋଇଯାଉଛନ୍ତି। ହିସାବ କରି ସଂଗ୍ରହ କରିନେଉଛନ୍ତି ଟଙ୍କା। ହେଲେ ସେବା କଥା ଉଠିଲେ କର୍ମଚାରୀଙ୍କ ଦେଖାମିଳୁନାହିଁ କି ପଦସ୍ଥ ଅଧିକାରୀ ଉତ୍ତରଦାୟିତ୍ୱ ତୁଲାଉନାହାନ୍ତି।…
ମଞ୍ଚରେ ଭାଜପା-ବିଜେଡି ନେତା ମୁହାଁମୁହିଁ
କାମାକ୍ଷାନଗର,୧୯।୫(ଡି.ଏନ୍.ଏ.): ବହୁ ପ୍ରତୀକ୍ଷିତ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ଉଦ୍ଘାଟନୀ ସମାରୋହରେ ରାଜନୀତି ପଶିଛି। ଆମନ୍ତ୍ରିତ ହୋଇ ଆସିଥିବା ଭାଜପା ଓ ବିଜେଡି ନେତା ମଞ୍ଚ ଉପରେ ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିବା ରାଜନୈତିକ ମାହୋଲକୁ ସରଗରମ କରିଛି। କେବଳ ଏତିକି ନୁହେଁ, କହିବାକୁ…
ଜଙ୍ଗଲରେ ବେଆଇନ ରାସ୍ତା ନିର୍ମାଣ
କାମାକ୍ଷାନଗର, ୧୬ା୫(ଡି.ଏନ୍.ଏ.): ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମାଣ ଚାଲିଛି ରାସ୍ତା। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳସେଚନ ଲାଗି ଉଦ୍ଦିଷ୍ଟ କାଡା କେନାଲକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଫଳରେ ୨ ପଞ୍ଚାୟତର ଚାଷୀ ଜଳସେଚନରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା…
ଜିଲାରେ କମିଛି ଡେଙ୍ଗୁ ପ୍ରକୋପ
ଢେଙ୍କାନାଳ ଅଫିସ, ୧୬।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ମଙ୍ଗଳବାର ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ଡା. ଅଶୋକ କୁମାର ଦାଶ ଏଥିରେ ଅଧ୍ୟକ୍ଷତା କରି କହିଲେ, ଜିଲାରେ ଡେଙ୍ଗୁ ପ୍ରକୋପ…
ରାଜନୀତିରୁ ବଢୁଛି ରକ୍ତପାତ
ଢେଙ୍କାନାଳ ଅଫିସ, ୧୭।୫: ରାଜନୈତିକ ଗୋଷ୍ଠୀ କନ୍ଦଳରୁ ବଢୁଛି ରକ୍ତପାତ। ଗଡୁଛି ମୁଣ୍ଡ। ହତ୍ୟାକାଣ୍ଡର ଅଭିଯୁକ୍ତମାନେ ଧରାପଡୁଛନ୍ତି ସତ, ହେଲେ ପରଦା ପଛର ଖଳନାୟକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ ପୋଲିସ। ଆକ୍ଷେପ-ପ୍ରତିଆକ୍ଷେପ ରାଜନୀତି, ଠିକାଦାରି କାରବାର, ଦଳୀୟ ବିବାଦ ଏଭଳି ହତ୍ୟାକାଣ୍ଡର…
Archives


