ଢେଙ୍କାନାଳ

ପରିଚାଳନା ଅଭାବରୁ ପରିତ୍ୟକ୍ତ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ସଦର ବ୍ଲକ କାଇମାଟି ପ୍ରାଣୀଧନ ଚିକିତ୍ସାଳୟ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ଏଠାକୁ ନିୟମିତ ଡାକ୍ତର, ଏଲ୍‌ଆଇ ଆସୁନାହାନ୍ତି। ଫଳରେ ଚାଷୀମାନେ ସେମାନଙ୍କ ରୋଗଗ୍ରସ୍ତ ଗୃହପାଳିତ ପ୍ରାଣୀଙ୍କୁ ଢେଙ୍କାନାଳ ଆଣିବାକୁ ବାଧ୍ୟ ହେଉଛନ୍ତି। ବିଭାଗୀୟ ଉଦାସୀନତାରୁ ଏଭଳି ଅବ୍ୟବସ୍ଥା…

ଅପରେଶନ ‘କ୍ଲିନ୍‌’ ଆରମ୍ଭ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ଜିଲାକୁ ଅପରାଧ ମୁକ୍ତ କରିବା ଲାଗି ଆରମ୍ଭ ହୋଇଛି ‘ଅପରେଶନ କ୍ଲିନ୍‌’। ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଫେରିବା ଲାଗି ଶେଷ ସୁଯୋଗ ଦିଆଯାଇଛି। ସାମାଜିକ ସ୍ରୋତରେ ସାମିଲ ହେଲେ ଆବଶ୍ୟକତା ଅନୁଯାୟୀ ସେମାନଙ୍କ ଥଇଥାନ…

ନୃସିଂହଙ୍କ ଉପରେ ରାଜ୍ୟ ନେତୃତ୍ୱଙ୍କ ଆସ୍ଥା

ଢେଙ୍କାନାଳ/ପରଜଙ୍ଗ, ୮।୭(ରତନ ନାୟାର/ନିଗମାନନ୍ଦ ଦଳବେହେରା): ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ ଜିଲା ବିଜେଡି ସଭାପତି ଭାବେ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କୁ ଶୁକ୍ରବାର ଚୟନ କରିଛନ୍ତି। ଜିଲା…

ଆଖିଧରା କମାଉଛି ଉପସ୍ଥାନ

ଭୁବନ,୭।୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଖିଧରା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସାମୂହିକ ଶିକ୍ଷାଦାନ ବେଳେ ଜାଣତ ଅଜାଣତରେ ବହୁସଂଖ୍ୟକ ଛାତ୍ରୀଛାତ୍ର ଏହାର ଶିକାର ହୋଇଛନ୍ତି। ସଂକ୍ରମଣ ଆଶଙ୍କାରେ ସୁସ୍ଥ ପିଲାମାନେ ବିଦ୍ୟାଳୟକୁ ଆସିବାକୁ ଭୟ କରୁଛନ୍ତି।…

ସଂଖ୍ୟା କମିଲେ ସମସ୍ୟା

ଢେଙ୍କାନାଳ,୭।୭(ରତନ ନାୟାର): ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନ ହାସଲ କରିଛି ଢେଙ୍କାନାଳ। ଥଣ୍ଡା ଜଳବାୟୁ, ସଂରକ୍ଷିତ ଜଙ୍ଗଲରେ ଅବାଧ ବିଚରଣ ଏହି ଐତିହ୍ୟପ୍ରାଣୀଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଛି। ହେଲେ ସମାନ୍ତରାଳ ଭାବେ ହାତୀ-ମଣିଷ ସଂଘର୍ଷକୁ ନେଇ କିଛି କମ୍‌…

୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି କରାଯିବ।…

ବର୍ଷାରେ ବେହାଲ ଏନ୍‌ଏଚ୍‌ ୫୫

ଢେଙ୍କାନାଳ, ୫।୭(ରତନ ନାୟାର): ଧାର୍ଯ୍ୟ ସମୟ ବିତିଲା। ହେଲେ ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହେଲାନାହିଁ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାବେଳେ ବର୍ଷାରେ ବେହାଲ ହୋଇପଡ଼ିଛି ୪ ଜିଲାବାସୀଙ୍କ ଜୀବନରେଖା। କଟକ,…

ଜୁନ୍‌ରେ ସ୍ବାଭାବିକଠାରୁ ଅଧିକ ବର୍ଷା

ଢେଙ୍କାନାଳ,୩ା୭(ରତନ ନାୟାର): ମୌସୁମୀ ବାୟୁ ପ୍ରବାହରେ ଢେଙ୍କାନାଳ ଜିଲାରେ ଜୁନ୍‌ରେ ଭଲ ବର୍ଷା ହୋଇଛି। ଚାଷ ପାଇଁ ପାଗ ଅନୁକୂଳ ଥିବାରୁ ଧାନ ବୁଣା ଜୋର୍‌ ଧରିଛି। ହାତୀ ଉପଦ୍ରବ ରୋକାଯାଇପାରିଲେ ଭଲ ଧାନ ଉତ୍ପାଦନ ହେବ ବୋଲି ଚାଷୀମାନେ ଆଶାବ୍ୟକ୍ତ…

ଦନ୍ତା ଦେଉଛନ୍ତି ଦୁଃଖ

ଢେଙ୍କାନାଳ,୨।୭(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ରୋକିବା ବନ ବିଭାଗ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ବିଶେଷ କରି ଗୋଠଛଡ଼ା ଦନ୍ତାଙ୍କ ହିଂସ୍ର ଆଚରଣ ହାତୀ ଉପଦ୍ରୁତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି। ପଲରୁ ଅଲଗା ହୋଇ ବୁଲୁଥିବା ଅଣ୍ଡିରା ହାତୀଙ୍କୁ…

ବାଜିବ ସାଇରନ୍‌, ଜଳିବ ଲାଇଟ୍‌

ଢେଙ୍କାନାଳ, ୧।୭(ରତନ ନାୟାର): ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ରୋକିବାରେ ବାରମ୍ବାର ବିଫଳ ହେଉଥିବା ବନ ବିଭାଗ ପୁଣି ଥରେ ବୈଷୟିକ ଜ୍ଞାନକୌଶଳ ଉପରେ ନିର୍ଭର କରିଛି। ଗଁା ସୀମାନ୍ତରେ ହାତୀ ଉପସ୍ଥିତି ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଲାଗି ପ୍ରାରମ୍ଭିକ…

ଓଡ଼ିଶାରେ ଦୁର୍ନୀତି ନୀତି ହୋଇଛି: ଧର୍ମେନ୍ଦ୍ର

ଢେଙ୍କାନାଳ, ୨୮।୬(ରତନ ନାୟାର): ରାଜ୍ୟ ଆଜି ଓଡ଼ିଆଙ୍କ ଅସ୍ମିତା ଓ ଭାବାବେଗକୁ ବୁଝୁ ନ ଥିବା ଦୁର୍ନୀତିଖୋରଙ୍କ ହାବୁଡ଼ରେ ପଡ଼ିଛି। ଏଠି ବାବୁମାନେ ପ୍ରତିନିଧି। ବାବୁଙ୍କ ଚୌକି ପକାଇବା ପାଇଁ ଜନପ୍ରତିନିଧିଙ୍କ ମଧ୍ୟରେ ପ୍ରତିଯୋଗିତା ଚାଲିଛି। ଏଠାରେ ଦୁର୍ନୀତି ନୀତି ହୋଇଛି…

ଅସରାଏ ବର୍ଷାରେ ପଦାରେ ପଡ଼ିଲା ଅନିୟମିତତା

କାମାକ୍ଷାନଗର,୨୬।୬(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ବିଭିନ୍ନ କାଇଦା କରି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇ ଦେଉଥିବା ନଜିର ରହିଛି। ତେବେ ରବିବାର ହୋଇଥିବା ମୌସୁମୀ ବର୍ଷାରେ ପଦାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri