ଜମି ଦେବାକୁ କହି ମନ୍ତ୍ରୀଙ୍କଠାରୁ ଠକିନେଲେ ୨୫ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ
ଢେଙ୍କାନାଳ,୨୯ା୭(ରତନ ନାୟାର):ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ କରାଯିବା ଘଟଣା ଢେଙ୍କାନାଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଗତ...
ଭୁଜାଲି ଦେଖାଇ PEOଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କାମାକ୍ଷାନଗର,୨୩।୭(ସୁଧୀର କୁମାର ପରିଡ଼ା):ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ ହଜାର ଟଙ୍କା ଲୁଟ୍ କରିଛନ୍ତି ୨ଦୁର୍ବୃତ୍ତ। ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ...
ଢେଙ୍କାନାଳରେ ମଦ ନେଲା ୨ ଜୀବନ
ଢେଙ୍କାନାଳ,୧୨ା୭(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଥାନା ବମ୍ପା ଗ୍ରାମରେ ମଦ ପିଇ ଗତ ୨୪ଘଣ୍ଟା ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ମନ୍ମଥ ସାମଲ ଓ...
ପାଣି ପମ୍ପ ଲଗାଉଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ମୃତ
ପରଜଙ୍ଗ,୨୪।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୁ ପଞ୍ଚାୟତ ପରମହଂସ ପୁର ଗ୍ରାମରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ ଗ୍ରାମର ପିକୁନୁ ସାହୁ(୩୩) ମଙ୍ଗଳବାର ସକାଳ ୮ ଟା ବେଳେ ନିଜ ବାଡ଼ିରେ...
ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…
ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା...
ବିବାହ ଭୋଜି ଖାଇ ଫେରୁଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଅଜଣାଗାଡ଼ି
ପରଜଙ୍ଗ,୨୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବରିହାପୁରସ୍ଥିତ ନିୟୁ ବିଶାଳ ଢାବା ସମ୍ମୁଖ ସର୍ଭିସ ରୋଡ୍ରେ ରବିବାର ରାତି ୯ଟାରେ ଏକ ଅଜଣା ଗାଡ଼ିଧକ୍କାରେ ବାରିହାପୁର ଗ୍ରାମର ଗୁରୁଚରଣ ବିଶ୍ୱାଳ (୭୫)ଙ୍କର ମୃତ୍ୟୁ...
ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା
ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ...
୭ ମାସର ଶିଶୁକନ୍ୟାକୁ କଚାଡି ମାରିଦେଲେ ପିଶାଚ ବାପା: ଅଭିଯୁକ୍ତଙ୍କୁ ଛେଚିଲେ ଗ୍ରାମବାସୀ
ପରଜଙ୍ଗ,୩।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ୪ନଂ କଲୋନୀ ଅନ୍ତର୍ଗତ ନୋଟାରୀପଶିରେ ବିଭତ୍ସ ହତ୍ୟା। ୭ ମାସର ଶିଶୁ କନ୍ୟାକୁ କଚାଡି ମାରିଲା ପିଶାଚ ବାପା। ପାରିବାରିକ କଳହରୁ ଶିଶୁ କନ୍ୟାକୁ ହତ୍ୟା କରିଛି ଅଭିଯୁକ୍ତ ବାପା...
ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI
ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ...
ଅଭାବନୀୟ ଘଟଣା: ଶିକାରୀଙ୍କ ଗୁଳିରେ ଟଳିପଡ଼ିଲେ ଫରେଷ୍ଟର
ହିନ୍ଦୋଳ,୨୪।୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ନିଜଗଡ଼ ଫରେଷ୍ଟର ମାନସ ଓରଫ ପ୍ରହ୍ଲାଦ ପ୍ରଧାନ ଶିକାରୀଙ୍କ ଗୁଳିମାଡ଼ରେ ମୃତ୍ୟୁବରଣ କରିଛନ୍ତି। ଶନିବାର ଭୋର ସମୟରେ ଏହି ଘଟଣା ଘଟିଛି। ବିଳମ୍ବିତ ରାତିରେ ତଣ୍ଟିଚିରା ଠାରେ ବନ୍ୟଜନ୍ତୁ ଶିକାରୀ କରି ଶିକାରୀମାନେ...
ଆମ୍ବ ତୋଟାରେ ବୃଦ୍ଧାଙ୍କୁ ଦଳିଦେଲା ହାତୀ
ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା କପିଳାସ ରେଞ୍ଜ ଆମ୍ବନାଳି ଗାଁ ନିକଟରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଆମ୍ବ ତୋଟାରେ ଜଣେ ବୃଦ୍ଧାଙ୍କୁ ଏକ ଦନ୍ତାହାତୀ ଦଳି ଦେଇଛି। ଫଳରେ ବୃଦ୍ଧାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ ବନ ବିଭାଗ...
ଟ୍ରକ ପଛରୁ ଧକ୍କା ଦେଲା ଆଇଚର୍: ଚାଳକ ମୃତ
ପରଜଙ୍ଗ,୩।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ସରାଙ୍ଗ ଛକ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଆଗରେ ଗୋଟିଏ ୧୬ ଚକିଆ ଟ୍ରକ ଯାଉଥିବା ବେଳେ ପଛରୁ ଏକ...
Archives


