ଢେଙ୍କାନାଳ

ଭୁବନ ଏନ୍‌ଏସିରେ ହାତୀ ଆତଙ୍କ, ଜନସାଧାରଣ ଭୟଭୀତ

ଭୁବନ,୧୯ା୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅରାସାହିରେ ଗୋଟିକିଆ ହାତୀ ଆତଙ୍କ ସୃଷ୍ଟି କରିଛି। ହାତୀଟି ଭୁବନ ଏନ୍‌ଏସି ଚିନ୍ତା ପୋଖରୀ ରାସ୍ତା ଦେଇ ଗ୍ରାମର ବିଭିନ୍ନ ସାହିରେ ବୁଲି ରାତି ୩ଟା ସମୟରେ ୬ ନମ୍ବର...

ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ...

ନୂଆ ରୂପରେ ସଜେଇ ହେଉଛି ଲକ୍ଷ୍ମୀ ବସ୍‌: ଏବେ ସବୁଜ ବଦଳରେ…

ଢେଙ୍କାନାଳ,୨ା୭(ରତନ ନାୟାର):ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଲକ୍ଷ୍ମୀ ବସ୍‌ଗୁଡିକର ରଙ୍ଗ ବଦଳାଯାଉଛି। ପୂର୍ବ ବିଜେଡି ସରକାରଙ୍କ ସମୟରେ ଗତ ଜାନୁଆରୀ ୩୧ ତାରିଖରେ ଢେଙ୍କାନାଳ ଜିଲାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଭାସି ମାଧ୍ୟମରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ ହୋଇଥିଲା।...

ସପ୍ତଶଯ୍ୟାରେ ନିଖୋଜ ୫ ଛାତ୍ରଙ୍କୁ ଠାବକଲା ବନ ବିଭାଗ

ଢେଙ୍କାନାଳ,୧ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସବୁଜିମା ଜଙ୍ଗଲ ସପ୍ତଶଯ୍ୟା ବୁଲିବାକୁ ଆସିଥିବାବେଳେ ୫ଜଣ ଛାତ୍ର ରବିବାର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସହିତ ଆସିଥିବା ଅନ୍ୟ ଦୁଇଜଣ ଛାତ୍ରଙ୍କଠାରୁ ଖବରପାଇ ସଦର ଥାନା ପୋଲିସ ଓ ବନବିଭାଗ ପକ୍ଷରୁ...

ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍‌ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ

ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍‌ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି...

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ଭୁବନ ଥାନା ଉଷକଣ ଗ୍ରାମ ମାଟିଆ ସାହିର ପ୍ରହଲ୍ଲାଦ...

୨୩ ବର୍ଷ ପରେ ମିଳିଲା ମନ୍ତ୍ରୀପଦ

ଢେଙ୍କାନାଳ,୧୩ା୬(ରତନ ନାୟାର)ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀକୁ ୨୩ବର୍ଷ ପରେ ମିଳିଛି ମନ୍ତ୍ରୀପଦ। ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଭାଜପା ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌ ପାହ୍ୟା ମିଳିଛି। ଏହି ଖବର ମିଳିବା ପରେ ଢେଙ୍କାନାଳ ଭାଜପା ଶିବିରରେ ଖୁସିର...

୨ ଶ୍ରମିକ ଜଳିଗଲେ

କାମାକ୍ଷାନଗର,୧୦ା୬(ସୁଧୀର ପରିଡ଼ା): ଘର କାମ କରୁଥିବା ବେଳେ ଘଟିଛି ଅଘଟଣ। ଲୁହା ରଡ୍‌ ଭିଡୁଥିବା ସମୟରେ ୩୩ କେଭି ଲାଇନ୍‌ ତାରରେ ଲାଗି ୨ଶ୍ରମିକ ଗୁରୁତର ହୋଇଛନ୍ତି। ଏମାନେ ହେଲେ ଜଗା ମଲ୍ଲିକ (୩୭) ଓ ବାବୁଲି ମଲ୍ଲିକ (୩୦)।...

ବଜ୍ରପାତରେ ଚାଲିଗଲା ଫାଇନାନ୍ସ କର୍ମଚାରୀଙ୍କ ଜୀବନ, ୨ ଗୁରୁତର

କାମାକ୍ଷାନଗର,୬।୭: ଢେଙ୍କାନାଲ ଜିଲା କାମାକ୍ଷାନଗର ରଙ୍ଗାଲି ବାମପାଶର୍‌ବ କୋନାଲ ନିକଟସ୍ଥ ବାଘୁଆ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ...

ଢେଙ୍କାନାଳ ଜିଲାରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନ

ଢେଙ୍କାନାଳ,୬ା୬(ରତନ ନାୟାର)ଏକଦା କଂଗ୍ରେସର ଦୁର୍ଗ ଥିଲା ଢେଙ୍କାନାଳ ଜିଲା। ୧୯୭୪, ୧୯୭୭, ୧୯୮୦, ୧୯୮୫ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଢେଙ୍କାନାଳ ବିଧାନସଭାରୁ ବିଜୟୀ ହେବା ସହିତ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରି...

ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ବସ୍‌ଟି ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ...

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri