ଢେଙ୍କାନାଳ

ବାଇକ୍‌ ଲୋନ୍‌ କିସ୍ତି ଶୁଝିବାକୁ ଆସୁଥିଲେ ଦାଦା-ପୁତୁରା, ଦୁର୍ଘଟଣାରେ ଚାଲିଗଲା ଦୁହିଁଙ୍କ ଜୀବନ

କାମାକ୍ଷାନଗର,୫।୫: ଢେଙ୍କାନାଳ ଜିଲା କଙ୍କଡ଼ାହାଡ ଥାନା ବନ୍ଦାଣିଆ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଓଡି ୦୬ ଏଲ ୬୧୧୩ ନମ୍ବର ବିଶିଷ୍ଟ ବାଇକ୍‌ ରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଛି। ଫଳରେ ଦୁଇ ବାଇକ୍‌ ଆରୋହି କାଳିଆପାଣି ଥାନା…

୭ ବର୍ଷରେ ୨,୨୯୩ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୪।୫: ଢେଙ୍କାନାଳ ଜିଲାରେ ଗତ ୭ ବର୍ଷରେ ୨,୨୯୩ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନା ଅଧିକାର ଆଇନ ବଳରେ ହସ୍ତଗତ ହୋଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଶିଶୁ ଓ ମାତୃ…

ତାପଜ ବିଦ୍ୟୁତ୍‌ ପ୍ରକଳ୍ପ ତାତି ଶିଥିଳ

କାମାକ୍ଷାନଗର, ୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ୭ଟି ଗ୍ରାମକୁ ନେଇ ଓଡ଼ିଶା ଥର୍ମାଲ ପାଓ୍ବାର କର୍ପୋରେଶନ ଲିମିଟେଡ୍‌ (ଓଟିପିସିଏଲ୍‌) ପକ୍ଷରୁ ପ୍ରସ୍ତାବିତ ତାପଜ ବିଦ୍ୟୁତ୍‌ ପ୍ରକଳ୍ପରେ ଶିଥିଳତା ଦେଖାଦେଇଛି। ୨୦୧୧ରୁ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପ ଲାଗି ପ୍ରକ୍ରିୟା ଆରମ୍ଭ…

ରେଳ ଧାରଣାକୁ ଖସିପଡ଼ିଲା ହାଇଓ୍ବା

ଭୁବନ, ୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ଯମୁନାକୋଟ ଗ୍ରାମ ନିକଟ ରେଳଧାରଣାରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା (ନଂ. ଓଡ଼ି ୦୪ ଏନ୍‌ ୧୦୯୬) ଭାରସାମ୍ୟ ହରାଇ ଓଭରବ୍ରିଜ୍‌ ଉପରୁ ରେଳଧାରଣାକୁ…

ଭଡ଼ାଘରେ ସେକ୍ସ ରାକେଟ୍‌

ଢେଙ୍କାନାଳ ଅଫିସ, ୩।୫: ଢେଙ୍କାନାଳ ସହର ଆନନ୍ଦନଗର କାଠଗଡ଼ା ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ରାକେଟ୍‌ର ରହସ୍ୟ ଉନ୍ମୋଚନ କରିଛି ଟାଉନ ଥାନା ପୋଲିସ। ଏହି ଘଟଣାରେ ରାଣୀ ମହୁମାଛିଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି। ଉଦ୍ଧାର ବଙ୍ଗୀୟ…

ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା

ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା ଡାକ୍ତରଙ୍କ ଚରମ ଅବହେଳା ବୋଲି ପରିବାର ଲୋକେ କହୁଥିବା ବେଳେ ଅଭିଯୋଗକୁ ଖଣ୍ଡନ…

ହାତୀ ନେଲା ଚାଷୀଙ୍କ ଜୀବନ

ଢେଙ୍କାନାଳ ଅଫିସ,୩୦।୪: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧ ପଞ୍ଚାୟତ କୁରମଟାଙ୍ଗର ଗ୍ରାମରେ ରବିବାର ହାତୀ ଆତଙ୍କ ଦେଖାଦେଇଛି। ଦନ୍ତା ଆକ୍ରମଣରେ ଚାଷୀ ଶ୍ରୀକାନ୍ତ ପରିଡ଼ାଙ୍କ ଭୋର ସମୟରେ ମୃତ୍ୟୁ ଘଟିଛି । ଶ୍ରୀକାନ୍ତ ଧାନ ଚାଷ…

‘ସମନ୍ବୟ ରଖ, ଫଳପ୍ରଦ କର’

ଢେଙ୍କାନାଳ ଅଫିସ, ୨୯ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ଏଥିରେ ଯୋଗଦେଇ କହିଲେ, ଏଭଳି ଅଭିନବ କାର୍ଯ୍ୟକ୍ରମ ତୃଣମୂଳସ୍ତରରେ…

ସହରରେ ଲାଗିବ ୭୫୦ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୪: ଢେଙ୍କାନାଳରେ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ସାରା ସହରରେ ୭୫୦ଟି ସିସିଟିଭି କ୍ୟାମେରା ଲଗାଯିବ।  ନିର୍ବାଚନ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ସମ୍ପର୍କରେ ପୂର୍ଣ୍ଣାଙ୍ଗ ତଥ୍ୟ ସଂଗ୍ରହ କରାଯିବ। ୬-୭ ବର୍ଷ ତଳର ପ୍ରାୟ ୭ଟି…

ହାତୀ ନ ଥାଇ ବାଜୁଛି ସାଇରନ୍‌

ଢେଙ୍କାନାଳ ଅଫିସ,୨୮।୪: ହାତୀଙ୍କ ଉପସ୍ଥିତି ନାହିଁ। ତଥାପି ମନକୁ ମନ ବାଜୁଛି ସାଇରନ୍‌। ହାତୀ ଥିବା ଭୟରେ ଯାନବାହନ, ଯାତ୍ରୀ ଅଯଥାରେ ଅଟକି ରହୁଛନ୍ତି, ଯାହାକୁ ନେଇ ଢେଙ୍କାନାଳ ଜିଲା ୫୫ନଂ. ଜାତୀୟ ରାଜପଥରେ ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ,…

ବିକ୍ରି ମାହାସୁଲରେ ଟେଣ୍ଡର ଫିକ୍ସିଂ

ଢେଙ୍କାନାଳ ଅଫିସ,୨୮।୪: ଢେଙ୍କାନାଳ ପୌରସଂସ୍ଥାରେ ବିକ୍ରି ମାହାସୁଲ ଆଦାୟରେ ଟେଣ୍ଡର ଫିକ୍ସିଂ ହୋଇଥିବା ପୂର୍ବତନ ନଗରପାଳ ସୁରେନ୍ଦ୍ର ମିଶ୍ର ଅଭିଯୋଗ କରିଛନ୍ତି। ଏହି ଦୁର୍ନୀତିର ଭିଜିଲାନ୍ସ ତଦନ୍ତ କରିବାକୁ ସେ ଦାବି କରିଛନ୍ତି। ଅଭିଯୋଗରୁ ଜଣାପଡ଼ିଛି, ୨୦୧୭ରେ ପୌରାଞ୍ଚଳର ରାସ୍ତାକଡ଼ରେ ବସୁଥିବା…

୨୮ ବର୍ଷରେ ଅଧୁରା

ଢେଙ୍କାନାଳ ଅଫିସ, ୨୮ା୪(ରତନ ନାୟାର): ଅନୁଗୋଳ ଜିଲା ବ୍ରାହ୍ମଣୀ ନଦୀରେ ୧୯୯୫ରେ ସମଲ ବ୍ୟାରେଜ ନିର୍ମାଣ ପରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲାର ଚାଷୀଙ୍କ ଜମିକୁ ଜଳ ଯୋଗାଇଦେବା ଲାଗି କରାଯାଇଥିଲା ଯୋଜନା। ତଦନୁଯାୟୀ ବ୍ରାହ୍ମଣୀର ବାମ ପାର୍ଶ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri