ବିଦ୍ୟୁତ ଆଘାତରେ ମାଈହାତୀ ମୃତ
ଢେଙ୍କାନାଳ ଅଫିସ,୧।୬: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ସଦର ରେଞ୍ଜ ବୋରାପଦା ଖମାର ନିକଟସ୍ଥ ଏକ ଇଟାଭାଟି ନିକଟରେ ଥିବା କାଜୁ ବଗିଚା ପରିସରରେ ଗୁରୁବାର ଏକ ମାଈହାତୀର ମୃତଦେହ ପଡିଥିବା ଦେଖାଯାଇଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ…
ଆଜିଠାରୁ ସମୂହ ଛୁଟିରେ ଅମଲା
ଢେଙ୍କାନାଳ ଅଫିସ,୧ା୬: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ଆହ୍ବାନରେ ଜିଲାର ସମସ୍ତ କାର୍ଯ୍ୟାଳୟର ଅମଲାମାନେ ଆଜିଠାରୁ ସାମୁହିକ ଛୁଟିରେ ଯାଇଛନ୍ତି। ଅମଲାମାନଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତ୍ତକ ଥିବା ବେଳେ ବହୁବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ରାଜ୍ୟ ସରକାର ଅମଲାମାନଙ୍କୁ…
୨ ଘଣ୍ଟାରେ ଛିନ୍ଛତ୍ର
ରାସୋଳ, ୩୧।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ରାସୋଳ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ୨ଘଣ୍ଟା ଧରି ହୋଇଥିବା ଝଡ଼ବତାସରେ ଅଞ୍ଚଳର ଚିତ୍ର ବଦଳିଯାଇଥିବାବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅଞ୍ଚଳରେ ସକାଳୁ ଅପରାହ୍ନ ଯାଏ ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପ୍ରବଳ…
‘ମହିମାପୀଠର ସବୁ ଆବଶ୍ୟକତା ପୂରଣ କରାଯିବ’
ଢେଙ୍କାନାଳ ଅଫିସ,୩୦।୫: ମହିମା ଧର୍ମ ଓଡ଼ିଶାରୁ ସୃଷ୍ଟି ହୋଇଛି। ସରଳ ଜୀବନଯାପନ, ସମାନତା, ବିଶ୍ୱ କଲ୍ୟାଣ, ନିଷ୍ଠାର ସହ ସେବା କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶା ବ୍ୟତୀତ ଆସାମ, ଝାଡ଼ଖଣ୍ଡ, ଛତିଶଗଡ଼ରେ ମଧ୍ୟ ଏହି ଧର୍ମ ଲୋକପ୍ରିୟ। ରାଜ୍ୟ ଓ…
ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ
ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ ମନ୍ଦିରକୁ…
ନାଲି ରସିଦ କାଟିବାକୁ ନାଲିଆଖି
ଭୁବନ,୨୯।୫(ଡି.ଏନ୍.ଏ.): ଡିଲର ପଏଣ୍ଟରେ ଜବରଦସ୍ତ ଆଦାୟ ହେଉଛି ପରିମଳ ଟିକସ। ଯେଉଁମାନେ ଏଥିରେ ଅସମର୍ଥ ପ୍ରକାଶ କରୁଛନ୍ତି, ସେମାନଙ୍କୁ ଚାଉଳ ଦିଆଯାଉନାହିଁ। ଢେଙ୍କାନାଳ ଜିଲା ଭୁବନ ଏନ୍ଏସିରେ ଏଭଳି ବିଚିତ୍ର ସ୍ଥିତି ଦେଖିବାକୁ ମିଳିଛି। ପରିମଳ ଟିକସ ଆଦାୟରେ ବିଫଳ ଏନ୍ଏସି…
ଯୋଗାଡ଼ କରିବା ଜଟିଳ
କେଇ ଦଶନ୍ଧି ପରେ ଢେଙ୍କାନାଳର ଐତିହ୍ୟସମ୍ପନ୍ନ ରଥଯାତ୍ରା ଇତିହାସ ପାଲଟିଯିବନି ତ? ଏବେ ସାରା ସହରରେ ଏଭଳି ଏକ ପ୍ରଶ୍ନ ବୁଦ୍ଧିଜୀବୀ ମହଲରେ ଗୁଞ୍ଜରଣ ସୃଷ୍ଟି କରିଛି। ଏହାପଛର କାରଣ ରଥ ପାଇଁ କାଠ ଅଭାବ। ଫି’ବର୍ଷ ରଥ ନିର୍ମାଣ ଲାଗି…
ତାଣ୍ଡବ ରଚିଲା କାଳବୈଶାଖୀ
ଢେଙ୍କାନାଳ ଅଫିସ,୨୬।୫: ଢେଙ୍କାନାଳ ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରାୟ ଘଣ୍ଟାଏ ଧରି ହୋଇଥିବା ମୂଷଳଧାରାରେ ବର୍ଷା, କୁଆପଥର ମାଡ଼ ସାଙ୍ଗକୁ ଝଡ଼ତୋଫାନରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ, ବିଦ୍ୟୁତ୍ ଖୁଣ୍ଟ ଧରାଶାୟୀ ହୋଇଯାଇଛି। ସହରାଞ୍ଚଳରେ ବିଦ୍ୟୁତ୍…
ଖୁବ୍ଶୀଘ୍ର ବଦଳିବ ଯୋରନ୍ଦା କଳେବର
ଢେଙ୍କାନାଳ ଅଫିସ, ୨୬।୫: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ଏହାର ସମୀକ୍ଷା କରିବା ପାଇଁ ୫-ଟି ସଚିବ ଭି.…
ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା
ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ ୬ଟାରୁ…
ଅଦୃଶ୍ୟ ଠକ ଆତଙ୍କ
ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଠକମାନେ ଅତି ଚତୁରତାର ସହ ଆକାଉଣ୍ଟ ଖାଲି କରିଦେଉଥିବାବେଳେ…
ଶିଶୁକନ୍ୟାଙ୍କୁ ବଳାତ୍କାର
ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ଗୌତମ ଦାସ…
Archives


