ଢେଙ୍କାନାଳ

ଏମ୍‌ପି-ଜିଲାପାଳ କଥା କଟାକଟି

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ବିନିଯୋଗ ସମୀକ୍ଷା ବୈଠକରେ ଏମ୍‌ପି ମହେଶ ସାହୁ ଏବଂ ଜିଲାପାଳ ସରୋଜ କୁମାର ସେଠୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ ତୁମ୍ବିତୋଫାନ…

୧୮ ବର୍ଷ ହେଲା ଅପେକ୍ଷା

ଢେଙ୍କାନାଳ ଅଫିସ, ୨୭।୪: ଜିଲା ସଦର ସହ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାତ୍ରୀବାହୀ ବସ୍‌ ଚଳାଚଳ ସୁଗମ କରାଇବା ସ୍ବପ୍ନ ଦେଖାଇଛନ୍ତି ସରକାର। ଓଡ଼ିଶାର ୨୨ ଜିଲାରେ ୫୫ଟି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ, ଯେଉଁଠାରେ ବସ୍‌ ରହଣି ସମେତ ଯାତ୍ରୀଙ୍କ…

୧୨୫ ଏସି, ୨ ଲିଫ୍ଟ ଅଚଳ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ସୀମା ଟପିଛି। ଜିଲା ସ୍ବାସ୍ଥ୍ୟସେବାର ପ୍ରମୁଖ ପ୍ରତିଷ୍ଠାନ ବୋଲାଉଥିବା ଏହି ମେଡିକାଲରେ ୧୨୫ ଏସି ଏବଂ ୨ ଲିଫ୍ଟ ଅଚଳ ହୋଇପଡ଼ିଛି। ୮୦ ଷ୍ଟାବିଲାଇଜର ମଧ୍ୟ ଖରାପ ହୋଇଯାଇଛି। ଅସହ୍ୟ…

ପ୍ରେମ ପାଇଁ ଜୀବନ ଗଲା

ପରଜଙ୍ଗ, ୨୭।୪(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗ୍ରାମ ନିକଟବର୍ତ୍ତୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ବୁଧବାର ଜବତ କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ବିଶ୍ୱାଳ। ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଗୋଟିଏ ପରିବାରର…

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ଢେଙ୍କାନାଳ ପୋଲିସର ତନାଘନା

ଢେଙ୍କାନାଳ ଅଫିସ,୨୬।୪: ଜେରକ୍ସ ଦୋକାନରେ କମ୍ପ୍ୟୁଟର ସହାୟତାରେ ପ୍ରସ୍ତୁତ କରାଯାଉଥିଲା ନକଲି ସାର୍ଟିଫିକେଟ। ଟଙ୍କା ଦେଲେ ମିଳିଯାଉଥିଲା ପ୍ରମାଣପତ୍ର। ନା ପରୀକ୍ଷା ଦେବାକୁ ପଡୁଥିଲା ନା କମ୍‌ ମାର୍କ ଆସିବାର ଭୟ ରହୁଥିଲା। ଆଶାୟୀଙ୍କ ମନ ମୁତାବକ ସାର୍ଟିଫିକେଟରେ ମାର୍କ ଚଢ଼ାଇ…

ଜଳ ପାଲଟିଛି ଜହର

ରାସୋଳ,୨୬।୪(ଡି.ଏନ୍‌.ଏ.): ନଳକୂପ ପାଣି ଦେହକୁ ହିତ ବୋଲି କହୁଛନ୍ତି। ହେଲେ ଆମ ଗାଁର ନଳକୂପରୁ ବାହାରୁ ଥିବା ପାଣି ବିଷ ପାଲଟିଛି। ଏହାକୁ ପିଇ ଲୋକେ ପୋକମାଛି ଭଳି ମରୁଛନ୍ତି। ଗଲା ୫ ବର୍ଷରେ କିଡ୍‌ନୀ ରୋଗରେ ୮ଜଣଙ୍କ ଜୀବନ ଗଲାଣି।…

ଖୋଲୁଛି ପୁରୁଣା ପେଡ଼ି

ଢେଙ୍କାନାଳ,୨୫।୪: ବର୍ଷ ବର୍ଷ ଧରି ଥାନାରେ ଗଡୁଛି ମାମଲା। ଅଧିକାରୀ ବଦଳିଲେ ଥଣ୍ଡା ପଡ଼ିଯାଉଛି ତଦନ୍ତ। ନା ଅଭିଯୁକ୍ତ ଧରାପଡୁଛନ୍ତି ନା ପ୍ରସ୍ତୁତ ହୋଇପାରୁଛି ଫାଇନାଲ ରିପୋର୍ଟ। ଅପରାଧୀମାନେ ଖୋଲାଖୋଲି ବୁଲୁଛନ୍ତି। କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ଯୋଗୁ ସେମାନେ ନୂଆ ଅପରାଧ ଘଟାଉଛନ୍ତି।…

ଜାଲ ସାର୍ଟିଫିକେଟ୍‌ ତନାଘନା

ଢେଙ୍କାନାଳ ଅଫିସ,୨୫।୪: ଓଡ଼ିଶାର ଜାଲ୍‌ ସାର୍ଟିଫିକେଟ ଚେର ଢେଙ୍କାନାଳକୁ ଲମ୍ବିଛି। ଏହା ସ୍ପଷ୍ଟ ହେବାପରେ ଡାକ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ବିଧିବଦ୍ଧ ଯାଞ୍ଚ ପାଇଁ ଟାଉନ ଥାନାରେ ଅଭିଯୋଗ କରାଯାଇଥିବାବେଳେ ବୋର୍ଡ ଉତ୍ତରକୁ ଅପେକ୍ଷା କରାଯାଇଥିବା…

କୂଅରେ ଖସିପଡ଼ି ନାବାଳକଙ୍କ ମୃତ୍ୟୁ

କାମାକ୍ଷାନଗର,୨୫।୪(ଡି.ଏନ୍‌.ଏ.): ଯାତ୍ରା ଦେଖିବାକୁ ମାମୁ ଘରକୁ ଆସିଥିବାବେଳେ ଏକ ଖୋଲାକୂଅରେ ଖସିପଡ଼ି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସରଦେଈପୁର ଗ୍ରାମରେ ସୋମବାର ଘଟିଛି ଏଭଳି ଏକ ଅଘଟଣ। ମୃତକ ହେଲେ ତୁମୁସିଙ୍ଗା ଥାନା ବୋଲୁଅ ଗ୍ରାମର…

ପଚାପାଣିରେ ସାଲୁବାଲୁ ପୋକ

ଢେଙ୍କାନାଳ ଅଫିସ,୨୪।୪: ଆବର୍ଜନାରେ ଭର୍ତ୍ତିହୋଇଛି ଡ୍ରେନ୍‌। ଜଳ ନିଷ୍କାସନ ପଥକୁ ଜାମ୍‌ କରି ରଖିଛି ପଲିଥିନ, ଥର୍ମୋକୁଲ ଭଳି ବିପଜ୍ଜନକ ବର୍ଜ୍ୟ। ଜମି ରହିଥିବା ପାଣି ପଚିଗଲାଣି। ଲାଙ୍ଗୁଡ଼ିଆ ପୋକ ସାଲୁବାଲୁ ହେଉଛନ୍ତି। ବର୍ଷା ହେଲେ ପାଣି ଉଛୁଳିଲେ ପୋକସବୁ ରାସ୍ତାଘାଟ,…

ସୋଲଗଁାରେ ଖୋଲିବ ଏକଲବ୍ୟ ସ୍କୁଲ

ପରଜଙ୍ଗ, ୨୩।୪: (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ ସୋଲଗଁାରେ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ଖୋଲିବ। କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଇଂ. ବିଶ୍ବେଶ୍ୱର ଟୁଡୁ ଶନିବାର ଏହାର ଭୂମିପୂଜନ କରିଛନ୍ତି। ଏ…

ଢ଼େଙ୍କାନାଳରେ ଇଦ ପାଳିତ

ଢେଙ୍କାନାଳ,୨୨।୪: ଢ଼େଙ୍କାନାଳ ସହରରେ ଶନିବାର ଇଦ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ମିନାବଜାର ଠାରେ ଥିବା ମସଜିଦ ଓ କାଞ୍ଚନ ବଜାର ସ୍ଥିତ ମସଜିଦରେ ମୁସଲମାନମାନେ ସମୁହ ନମାଜ ପାଠ କରିଥିଲେ । ପରେ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri