ଢେଙ୍କାନାଳ

ପ୍ରକଳ୍ପ ଥାଇ ଚୁଆ ଭରସା

ଢେଙ୍କାନାଳ ଅଫିସ,୯।୪: ପ୍ରକଳ୍ପ ଅଛି। ହେଲେ ପାଣି ଆସୁନାହିଁ। ଫଳରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସମୟରେ ଚୁଆକୁ ଭରସା କରି ଦିନ କାଟୁଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥେକା ପଞ୍ଚାୟତ ନୂଆପଡ଼ା ଗ୍ରାମବାସୀ। ଅଚଳ ମୋଟର ସଜଡ଼ାଯାଉ ନ ଥିବାରୁ…

ଦୁର୍ଦ୍ଦିନରେ ଦଣ୍ଡାଧର ବିସ୍ଥାପିତ

ଢେଙ୍କାନାଳ ଅଫିସ,୯।୪: ଜଳସେଚନ ପ୍ରକଳ୍ପରେ ଯାଇଛି ବାସ। ଉଜୁଡ଼ିଛି ମୂଲ୍ୟବାନ୍‌ ଚାଷଜମି। ଭିଟାମାଟିରୁ ପର ହେବାର ଇତିମଧ୍ୟରେ ବିତିଗଲାଣି ଦୀର୍ଘ ୪ ଦଶନ୍ଧି। ତଥାପି ମିଳୁନାହିଁ ନ୍ୟାୟ। ଫଳରେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦଣ୍ଡାଧାର ବିସ୍ଥାପିତ। ଜମିକୁ ଜଳସେଚନ ଯୋଗାଇଦେବା ଲକ୍ଷ୍ୟରେ…

୧ ଏକରରେ ହେବ ନୂତନ ଉପାସନା ସ୍ଥଳୀ

ଢେଙ୍କାନାଳ ଅଫିସ, ୮।୪: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଢେଙ୍କାନାଳ ଜିଲା ଯୋରନ୍ଦା ମହିମାଗାଦି ନିକଟରେ କୌପୀନଧାରୀ ମହିମା ସମାଜ ସାଧୁସନ୍ଥଙ୍କ ପାଇଁ ନିର୍ମାଣ ହେବ ନୂତନ ଉପାସନା ସ୍ଥଳୀ। ଗାଦିମନ୍ଦିର ନିକଟବର୍ତ୍ତୀ ଦଲକ ପଡ଼ିଆ ପୋଖରୀ ପାଖରେ ଏଥିଲାଗି ୧ ଏକର…

ଏକାଠି କଲା ଢେଙ୍କାନାଳ ବରା

ନା ଥିଲା ଦଳୀୟ ଭାବନା, ନା ବାଛବିଚାର। ରାଜନେତାଙ୍କଠାରୁ ଆରମ୍ଭ କରି ପଦସ୍ଥ ପ୍ରଶାସନିକ ଅଧିକାରୀ, ବ୍ୟବସାୟୀଙ୍କଠାରୁ ବରିଷ୍ଠ ନାଗରିକ। ସ୍ବାଦିଷ୍ଟ ଆଳୁଦମ୍‌ ସହିତ ମୁସୁମୁସିଆ ଗରମ ବରାର ମଜା ନେବା ବେଳକୁ ସମସ୍ତଙ୍କ ମୁହଁରୁ ଆପେ ଆପେ ବାହାରି ଆସୁଥିଲା…

ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ

ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ  ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଢେଙ୍କାନାଳର ପାରମ୍ପରିକ ଖାଦ୍ୟ ବରାକୁ ମଧ୍ୟ ଜିଆଇ ଟ୍ୟାଗ୍‌ ମାନ୍ୟତା ପ୍ରଦାନ…

ଅପହଞ୍ଚ ଗାଁର ଆଲୋକବର୍ତ୍ତିକା ‘ଅନନ୍ୟା’

ଢେଙ୍କାନାଳ ଅଫିସ,୭।୪: ‘ମାନବ ସେବା ହିଁ ମାଧବ ସେବା’। ଏହି ଉକ୍ତିକୁ ଯଥାର୍ଥରେ ପ୍ରତିପାଦନ କରିଛନ୍ତି ଢେଙ୍କାନାଳର ଯୁବ ସାମାଜିକ କର୍ମୀ ତଥା ସାମାଜିକ ସାଂସ୍କୃତିକ ବିକାଶ ସଂଘର ସମ୍ପାଦିକା ଅନନ୍ୟା ଦାସ। ନିରାଶ୍ରୟଙ୍କୁ ସହାୟତା ଯୋଗାଇ ଦେବା, ବିପଦରେ ପଡ଼ିଥିବା…

ବାବନ୍ଧରେ ମାଈହାତୀ ମୃତ

ଢେଙ୍କାନାଳ ଅଫିସ, ୬ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅଧୀନ ବାବନ୍ଧ ସାନସାହି ଗ୍ରାମ୍ୟ ଜଙ୍ଗଲରେ ବୁଧବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ଉକ୍ତ ହାତୀ କିଛିଦିନ ହେଲା ଅସୁସ୍ଥ ଥିଲା। ଠିକ୍‌ ଭାବେ ଚଲାବୁଲା କରିପାରୁ ନ ଥିଲା। ପ୍ରାୟ…

ହିନ୍ଦୋଳରେ ବାଜିଲା ଶଙ୍ଖ: ଏନ୍‌ଏସି ପଦ ହାତେଇଲା ବିଜେଡି

ଢେଙ୍କାନାଳ,୫।୪(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଚଳିତ ନିର୍ବାଚନରେ ବିଜେଡି ନଗରପାଳ ପଦ ସହ ମୋଟ ୧୬ କାଉନସିଲର ପଦବୀ ମଧ୍ୟରୁ ୧୧ଟି ୱାର୍ଡରେ ବିଜୟୀ ହୋଇଛି । ଏଥି ସହ ବିଜେଡିି ଏନ୍‌ଏସି…

ଓଡ଼ିଶା ଜୀବିକା ମିଶନ ଅର୍ଥ ହରିଲୁଟ୍‌

ଢେଙ୍କାନାଳ ଅଫିସ, ୫ା୪: ଢେଙ୍କାନାଳ ଜିଲା ଗଁଦିଆ ବ୍ଲକରେ ଓଡ଼ିଶା ଜୀବିକା ମିଶନରେ ବ୍ୟାପକ ଅର୍ଥ ହରିଲୁଟ୍‌ ହୋଇଥିବା ଅଭିଯୋଗ କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ। ଏହାର ଭିଜିଲାନ୍ସ ତଦନ୍ତ କରାଗଲେ ବହୁ ଅନିୟମିତତା ପଦାକୁ ଆସିବ ବୋଲି ସେ…

ଆଜି ହିନ୍ଦୋଳ ଏନ୍‌ଏସି ଫଳାଫଳ

ଢେଙ୍କାନାଳ ଅଫିସ,୫ା୪: ସରିଛି ନିର୍ବାଚନ। ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ଭୋଟର। ୩ ନଗରପାଳ ପ୍ରାର୍ଥୀଙ୍କ ସମେତ ମୋଟ ୫୩ ଜଣଙ୍କ ଭାଗ୍ୟ ଇଭିଏମ୍‌ରେ କଏଦ ହୋଇଥିବାବେଳେ ବୁଧବାର ବାହାରିବ ଫଳାଫଳ। ଏହାକୁ ନେଇ ଉଷ୍ମ ହୋଇଛି ଢେଙ୍କାନାଳ ଜିଲା…

ଘର ଭାଙ୍ଗିଦେଲେ, ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଢେଙ୍କାନାଳ ଅଫିସ, ୫ା୪: ଢେଙ୍କାନାଳ ସଦର ଥାନା ମହୁଲପୁଞ୍ଜି ଗ୍ରାମର ମହିଳା ସଚ୍ଚି ପଣ୍ଡାଙ୍କ ଘର କେତେଜଣ ବ୍ୟକ୍ତି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ତାଙ୍କ ପରିବାର ସଦସ୍ୟ ମଙ୍ଗଳବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ଏହି…

ଆଇଟିଆଇ, ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୫ା୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି କରିବା ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri