ଢେଙ୍କାନାଳ

ଡିଏଫ୍‌ଓଙ୍କୁ ପଥର ମାଫିଆଙ୍କ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ,୧୧ା୧୨: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରମଟାଙ୍ଗର ଗ୍ରାମରେ ନିକଟରେ ଶନିବାର ବିଳମ୍ବିତ ରାତିରେ ପଥର ମାଫିଆମାନେ ଜିଲା ବନଖଣ୍ଡ ଅଧିକାରୀ ତଥା ଡିଏଫ୍‌ଓ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ତାଙ୍କ...

‘ସାପୁଆ’ରେ ପର୍ଯ୍ୟଟକଙ୍କୁ ମିଳିବ ସୁରକ୍ଷା

ଢେଙ୍କାନାଳ ଅଫିସ, ୧୦।୧୨: ପର୍ଯ୍ୟଟନ ସମ୍ଭାରରେ ଭରପୂର ‘ସାପୁଆ’ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦିଆଯିବ। ପର୍ଯ୍ୟଟନ ଋତୁରେ ପୋଲିସ ପକ୍ଷରୁ ନିୟମିତ ପାଟ୍ରୋଲିଂ ଜାରି ରହିବ। ବଣଭୋଜି ପାଇଁ ପାନୀୟ ଜଳର ସୁବନ୍ଦୋବସ୍ତ କରାଯିବ। ରାଜ୍ୟ...

ସାମିଲ ହେଲେ ୨୭୫ ପ୍ରତିଯୋଗୀ

ଢେଙ୍କାନାଳ ଅଫିସ, ୧୦।୧୨: ଢେଙ୍କାନାଳ ଷ୍ଟାଡିୟମ୍‌ ପରିସରରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୪ର୍ଥ ରାଜ୍ୟ ଆଦିବାସୀ ତୀରନ୍ଦାଜୀ ପ୍ରତିଯୋଗିତା। ରାଜ୍ୟ ତୀରନ୍ଦାଜୀ ସଂଘ ଓ ଢେଙ୍କାନାଳ ତୀରନ୍ଦାଜୀ ସଂଘର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ୧୪ଟି ଜିଲା,...

ଜୁଆଙ୍ଗଙ୍କ ବିକାଶ ପାଇଁ ଯୋଜନା

ଢେଙ୍କାନାଳ ଅଫିସ,୯।୧୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଜୁଆଙ୍ଗ ବହୁଳ ଦୁର୍ଗମ ପୁଟିପାଳ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ଅଣ୍ଟା ଭିଡ଼ିଛି ପ୍ରଶାସନ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ସମେତ ଜିଲା ଓ...

‘ମଗଜି’କୁ ମାନ୍ୟତା ଆଶା ବଢ଼ିଲା

ଢେଙ୍କାନାଳ ଅଫିସ, ୮।୧୨: ଢେଙ୍କାନାଳର ନିଜସ୍ବ ମିଠା ମଗଜି ଲଡୁକୁ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ମାନ୍ୟତା ଆଶା ବଢ଼ିଛି। ପ୍ରସ୍ତୁତି ପ୍ରଣାଳୀ ଏବଂ ସ୍ବାଦରେ ସ୍ବତନ୍ତ୍ର ଏହି ସ୍ବାଦିଷ୍ଟ ମିଷ୍ଟାନ୍ନକୁ ଜିଆଇ ମାନ୍ୟତା ଦେବା ଲାଗି ଢେଙ୍କାନାଳ କୃଷି ବିଜ୍ଞାନ...

ସୁରକ୍ଷା ବ୍ୟବସ୍ଥା ସମ୍ପର୍କିତ ମକ୍‌ଡ୍ରିଲ୍‌

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ମଙ୍ଗଳବାର ବିପଦପୂର୍ଣ୍ଣ ସମୟରେ ପ୍ରସ୍ତୁତି ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଅନସାଇଡ୍‌ ଆପାତକାଳୀନ ମକଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। ଜିଲା କ୍ରାଇସିସ୍‌ ମ୍ୟାନେଜମେଣ୍ଟ ଗ୍ରୁପ୍‌ର ସଦସ୍ୟମାନେ...

ନୟାନ୍ତ କଲାଣି ନିଷିଦ୍ଧ ନିଶା

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲାରେ ବେଆଇନ ନିଶା କାରବାର ଉପରେ ଅଙ୍କୁଶ ଲାଗି ପାରୁନାହିଁ। ପୋଲିସ, ଅବକାରୀ ବିଭାଗର ଉଦ୍ୟମ ସତ୍ତ୍ୱେ ମାଫିଆମାନେ ମଧ୍ୟସ୍ଥଙ୍କ ଜରିଆରେ ବ୍ୟବସାୟ ଚଳାଇଛନ୍ତି। ଏହାଦ୍ୱାରା କେବଳ ଯୁବପିଢ଼ି ପ୍ରଭାବିତ ହେଉନାହାନ୍ତି, ଅଧିକନ୍ତୁ ସହରରେ...

‘ଦମନ’ ଦେଖିଲେ ଅଧିକାରୀ

ଢେଙ୍କାନାଳ ଅଫିସ, ୬।୧୨: ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀମାନେ ସୋମବାର ସନ୍ଧ୍ୟା ୬ଟାରେ ଚଳଚ୍ଚିତ୍ର ‘ଦମନ’ ଦେଖିଛନ୍ତି। ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ପିଏସ୍‌ଆର ସିନେମା ହଲ୍‌ରେ ୨୫୦ଜଣଙ୍କ...

ଶୋଇପଡ଼ିଲେ ଅଧିକାରୀ

କାମାକ୍ଷାନଗର, ୬।୧୨(ଡି.ଏନ୍‌.ଏ.): ସମସ୍ୟାର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ଲୋକେ ଆସୁଛନ୍ତି ଜନ ଅଭିଯୋଗ ଶୁଣାଣି ଶିବିରକୁ। ହେଲେ ଉପସ୍ଥିତ ଅଧିକାରୀମାନେ ଜନତାଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛନ୍ତି। ଅଭାବ ଅସୁବିଧା ବୁଝିବା ବଦଳରେ ଚେୟାରରେ ବସିବସି ଶୋଇପଡୁଛନ୍ତି। ଢେଙ୍କାନାଳ ଜିଲା...

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ...

ସମ୍ବଳ ଅଭାବକୁ ଆଳ

ଢେଙ୍କାନାଳ ଅଫିସ, ୩।୧୨: ‘ଆମର ଯାହା ସମ୍ବଳ ଅଛି, ଆମେ ସେତିକି କରିପାରିବୁ। ଧିରେ ଧିରେ ସବୁ ଅଞ୍ଚଳରେ ତେଲ ପଡ଼ିବ, ଧୂଆଁ ଛଡ଼ାଯିବ। ତରବରିଆ ହେଲେ କିଛି କାମ ହୋଇପାରିବ ନାହିଁ’। ମଶା ଦୌରାତ୍ମ୍ୟରେ କଲବଲ ହେଉଥିବା ଢେଙ୍କାନାଳ...

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri