ସିସିଟିଭି ସର୍ଭେଲାନ୍ସରେ ୮୧ କେନ୍ଦ୍ର
ଢେଙ୍କାନାଳ ଅଫିସ,୧୦।୩: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସମ୍ମେଟିଭ୍ ଆସେସମେଣ୍ଟ (ଏସ୍ଏ-୨)। ଢେଙ୍କାନାଳ ଜିଲାର ୯୬ କେନ୍ଦ୍ରରେ ମୋଟ ୧୬,୧୧୫ ରେଗୁଲାର ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ୧୦ ଜଣ ମଧ୍ୟମା ଏବଂ...
ପାଣିଓହଳା ପାହାଡ଼ ପାଦଦେଶରେ ନିଆଁ
ଢେଙ୍କାନାଳ ଅଫିସ,୭ା୩: ଢେଙ୍କାନାଳ ସହରସ୍ଥିତ ରାଜବାଟି ପଛ ପାଖରେ ଥିବା ପାଣିଓହଳା ପାହାଡ଼ ପାଦଦେଶ ଜଙ୍ଗଲରେ ସୋମବାର ଅପରାହ୍ନ ୫ଟାରେ ନିଆଁ ଲାଗି ଜଙ୍ଗଲ ଭିତରକୁ ବ୍ୟାପି ଯାଇଥିଲା। ନିଆଁ ଧାସରେ ଜଙ୍ଗଲ ନିକଟରେ ଥିବା ଜନବସତି ଅଞ୍ଚଳରେ ଧୂଆଁ...
ଆଦିବାସୀ ପଡ଼ାରୁ ଆକାଶକୁ ଉଡ଼ାଣ
ଢେଙ୍କାନାଳ ଅଫିସ, ୭।୩(ରତନ ନାୟାର): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ବୀରାଶାଳ ଏୟାରଷ୍ଟ୍ରିପ୍କୁ ମିଳିଛି ନୂଆ ପରିଚୟ। ବିଜୁ ପଟ୍ଟନାୟକ ଏରୋସ୍ପେସ୍ ଏକାଡେମୀ ଭାବେ ଏହାର ନାମକରଣ କରାଯାଇଛି। ଏହାକୁ ବିଶ୍ୱସ୍ତରୀୟ ପାଇଲଟ୍ ଟ୍ରେନିଂ ସେଣ୍ଟରରେ ପରିଣତ କରାଯିବା ପାଇଁ...
ପ୍ରବେଶିକା ପରୀକ୍ଷାରୁ ଛାତ୍ରୀ ବଞ୍ଚିତ
ଭୁବନ, ୬।୩(ଡି.ଏନ.ଏ.):ଶିକ୍ଷା ବିଭାଗର ତ୍ରୁଟି କାରଣରୁ ଜଣେ ଛାତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ବଞ୍ଚତ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲା କାଙ୍କଡ଼ପାଳ ସିମିଳିଆ ଗ୍ରାମ ସରସ୍ବତୀ ବିଦ୍ୟାମନ୍ଦିରର ୫ମ ଶ୍ରେଣୀ ଛାତ୍ରୀ ତଥା ପ୍ରଦୀପ କୁମାର ସାହୁଙ୍କ ଝିଅ...
ପର୍ଯ୍ୟଟନରେ ପୂର୍ଣ୍ଣଚ୍ଛେଦ
ଢେଙ୍କାନାଳ ଅଫିସ, ୫।୩: ସାତକୋଶିଆ ବ୍ୟାଘ୍ର କରିଡରରେ ସାମିଲ କରାଯିବା ପରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ‘ନନ୍ଦିନିଆ’ ପର୍ଯ୍ୟଟନସ୍ଥଳୀ ମାନ୍ୟତାରୁ ବାଦ୍ ପଡ଼ିଛି। ବିବିଧ ବନ୍ୟଜୀବନରେ ଭରପୂର ଏହି ଜଙ୍ଗଲରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଫଲରେ...
ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମହିଳାଙ୍କଠାରୁ କିରାସିନି ବୋତଲ, ଡିଆସିଲି, ଏକ ବିଷ ବୋତଲ ଜବତ କରିଛି। ଏପରିକି...
କାମାକ୍ଷାନଗରରେ ଜିଲାର ପ୍ରଥମ ମାଣ୍ଡିଆ ମଣ୍ଡି
ଢେଙ୍କାନାଳ ଅଫିସ/କାମାକ୍ଷାନଗର (ଡି.ଏନ୍.ଏ.)୩।୩: ଢେଙ୍କାନାଳ ଜିଲା କାମାକ୍ଷାନଗର ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଜିଲାର ପ୍ରଥମ ମାଣ୍ଡିଆ ମଣ୍ଡି ଗୁରୁବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଏହାକୁ ଉଦ୍ଘାଟନ କରି...
ସୁରକ୍ଷା ମିଳିଲେ ସମୃଦ୍ଧ ହେବେ
ଢେଙ୍କାନାଳ ଅଫିସ,୩।୩(ରତନ ନାୟାର): ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ବନଖଣ୍ଡକୁ ସମୃଦ୍ଧ କରିଛନ୍ତି ବିଭିନ୍ନ ପ୍ରଜାତିର ବନ୍ୟପ୍ରାଣୀ। ହାତୀ, ହରିଣ, ଶମ୍ବର, ବାର୍ହା, କୁଟୁରା, ଗୟଳ, କଲରାପତରିଆ, ଅହିରାଜ, ଅଜଗର ସମେତ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ପାଇଁ ଜିଲାର ପ୍ରାକୃତିକ...
ଛାଡ଼ପତ୍ର ଦେଲେନି ବୋଲି…ବୋହୂଙ୍କ ଗୋଡ଼ ଭାଙ୍ଗିଦେଲେ
ଢେଙ୍କାନାଳ ଅଫିସ, ୨।୩: କୁହାଯାଏ ବିବାହ ଏକ ପବିତ୍ର ବନ୍ଧନ। ଦାମ୍ପତ୍ୟ ଜୀବନ ଆରମ୍ଭ ହେଲେ ଅଜାଡ଼ି ହୋଇପଡ଼େ ଗୁରୁଜନଙ୍କ ଆଶୀର୍ବାଦ। ନବଦମ୍ପତିଙ୍କ ସୁଖମୟ ଜୀବନ କାମନା କରନ୍ତି ସଭିଏଁ। ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ପଞ୍ଚାୟତର...
ଚଞ୍ଚକତା କରି ଜମି ହଡ଼ପ
ଢେଙ୍କାନାଳ ଅଫିସ, ୧।୩: ଢେଙ୍କାନାଳ ଜିଲାରେ ଜମି ମାଫିଆଙ୍କ ପ୍ରାଦୁର୍ଭାବ କମୁନାହିଁ। ବିଭିନ୍ନ ଉପାୟରେ ଚଞ୍ଚକତା କରି ସେମାନେ ଜମି ହଡ଼ପ କରି ନେଉଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଅଭିଯୋଗରେ ପୂର୍ବରୁ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ତହସିଲ...
ହିନ୍ଦୋଳ ରାଜନୀତି ଚଳଚଞ୍ଚଳ
ହିନ୍ଦୋଳ, ୧।୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସିରେ ଆସନ୍ତା ଏପ୍ରିଲ ୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପଟେ ନିର୍ବାଚନୀ ବିଗୁଲ୍ ବାଜିବା ପରେ ସହରାଞ୍ଚଳ ରାଜନୈତିକ ବାତାବରଣରେ ଉଷ୍ମତା ପରିଲକ୍ଷିତ ହୋଇଛି।...
ଉପାନ୍ତ ଅଞ୍ଚଳ ବିକାଶକୁ ଗୁରୁତ୍ୱ
ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଦୁର୍ଗମ ତଥା ଉପାନ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ...
Archives


