ଢେଙ୍କାନାଳ

ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ଢେଙ୍କାନାଳ ଅଫିସ,୨୨।୪: ମୂଳ ବେତନରେ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଦାବି ନେଇ ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇଛି। ସରକାର ଦାବି ପୂରଣରେ ଯେଉଁ ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି, ତାହା ଅସହ୍ୟ। ଏହାକୁ ଆଉ…

ଗୋଶାଳା, ମାଛ ମାର୍କେଟ ପ୍ରସ୍ତାବରେ ମୋହର

ଢେଙ୍କାନାଳ ଅଫିସ,୨୨।୪: ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଦଳମତ ନିର୍ବିଶେଷରେ ସହରର ବିକାଶ ଓ ସମସ୍ୟାର ସମାଧାନ ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ…

ରାଜରାସ୍ତାରେ ଗର୍ଜିଲେ ଅମଲା

ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲେବୁଲ ୯ ଗ୍ରେଡ ପେ ୪୨୦୦ ଟଙ୍କା ଦାବିରେ ଏହି ବିକ୍ଷୋଭ କରାଯାଇଥିଲା। ୨୦୧୭ରୁ…

୫-ଟି ଅନୁଦାନ ବାଟମାରଣା

ଢେଙ୍କାନାଳ ଅଫିସ,୨୧।୪: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ପଞ୍ଚାୟତର ରଘୁନାଥଜୀଉ ବିଦ୍ୟାମନ୍ଦିରରେ ‘୫-ଟି’ ଅନୁଦାନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ବାରମାରଣା କରାଯାଉଥିବା ଅଭିଯୋଗ ହୋଇଛି। ଶୌଚାଳୟ, ଜଳଯୋଗାଣ ଗୃହ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ନେଇ…

୧୦ କି.ମି. ପାଇଁ ଖର୍ଚ୍ଚ ହେବ ସାଢ଼େ ୯ କୋଟି

ପରଜଙ୍ଗ,୨୧।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭାଲୁମୁଣ୍ଡାଠାରୁ ସରାଙ୍ଗ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତ ହେବ। ଗୁରୁବାର ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟକ ତଥା ପୂର୍ବତନ…

୫ ବର୍ଷ ପରେ ଆର୍‌ଆଇ ଅଟକ

ଢେଙ୍କାନାଳ ଅଫିସ,୨୧।୪: ଢେଙ୍କାନାଳ ଜିଲାରେ ୨୦୧୮ରେ ଜଣେ ଆର୍‌ଆଇ ନିଜ ସିସିଆର୍‌ରେ ତତ୍କାଳୀନ ଜିଲାପାଳଙ୍କ ଦସ୍ତଖତ ଜାଲ କରିଥିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ଏହି ଘଟଣାର ଅଭିଯୁକ୍ତ ତଥା ସେତେବେଳର ଗଁଦିଆ ଓ ଭୁବନ ତହସିଲ ଯୁଗ୍ମ ଦାୟିତ୍ୱରେ ଥିବା…

ଲୋ-ଭୋଲ୍‌ଟେଜ୍‌ରେ ନୟାନ୍ତ

ଢେଙ୍କାନାଳ ଅଫିସ, ୨୦।୪: ତତଲା କଡ଼େଇରେ ପରିଣତ ହୋଇଛି ସାରା ରାଜ୍ୟ। ଏଥିରୁ ବାଦ୍‌ ପଡ଼ିନି ଢେଙ୍କାନାଳ। ଜିଲାର ତାପମାତ୍ରା ୪୦ ଟପିଥିବାବେଳେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ଲୋ-ଭୋଲ୍‌ଟେଜ ସମସ୍ୟା ବୋଝ ଉପରେ ନଳିତା…

ଭୟାବହ ଅଗ୍ନିକାଣ୍ଡ: ୧୪ ପରିବାର ସର୍ବସ୍ବାନ୍ତ

ଢେଙ୍କାନାଳ ଅଫିସ/ପରଜଙ୍ଗ (ଡି.ଏନ୍‌.ଏ.), ୨୦।୪: ଢେଙ୍କାନାଳ ଜିଲାର ପୃଥକ୍‌ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୭ ବଖରା ପୋଡ଼ି ଛାରଖାର ହୋଇଯାଇଥିବାବେଳେ ୧୪ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁାର କରାଳ ରୂପ ଦେଖିବାକୁ ମିଳିଛି ସଦର ଥାନା ଭାପୁର…

୬୦ ଗାଡ଼ି ଯାଞ୍ଚ, ୩ ଲକ୍ଷ ଜରିମାନା

ଢେଙ୍କାନାଳ ଅଫିସ,୧୯।୪: ଢେଙ୍କାନାଳ ସହରରେ ସ୍କୁଲ ବସ୍‌ ଧକ୍କାରେ ସୋମବାର ପୌରପାଳିକାର ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଏପରି ଯାନବାହାନ ଯାଞ୍ଚକୁ କଡ଼ାକଡ଼ି କରିଛି ପ୍ରଶାସନ। ମଙ୍ଗଳବାର ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଟାଉନ ଥାନା…

ଢେଙ୍କାନାଳରେ ପାରଦ ୪୧ ଟପିଲା

ଢେଙ୍କାନାଳ ଅଫିସ,୧୯।୪: ଢେଙ୍କାନାଳ ସହରର ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି। ସକାଳୁ ଟାଣ ଖରା ସାଙ୍ଗକୁ ମଧ୍ୟାହ୍ନରେ ତତଲା ପବନ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିସହ ଘନ ଘନ ବିଦ୍ୟୁତ୍‌ କାଟ୍‌ ସହରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

ବାଇପାସ୍‌ ଛକରେ ଘଣ୍ଟାଏ ରାସ୍ତାରୋକ

ଡେଙ୍କାନାଳ ଅଫିସ୍‌,୧୮।୪: ଢେଙ୍କାନାଳ ସଂସଦୀୟ କ୍ଷେତ୍ର ମଧ୍ୟଦେଇ ଯାଇଥିବା ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ଅହେତୁକ ବିଳମ୍ବ ହେଉଛି। ଏହାର ପ୍ରତିବାଦରେ ସୋମବାର ପୂର୍ବାହ୍ନ ୮ଟାରୁ ୯ଟା ପର୍ଯ୍ୟନ୍ତ ୧ ଘଣ୍ଟା ଧରି…

ଦେଶର ୩୩ ତମ ସ୍ଥାନରେ ଢେଙ୍କାନାଳ କଲେଜ

ଡେଙ୍କାନାଳ ଅଫିସ୍‌,୧୮।୪: ଉନ୍ନତ ଭିତ୍ତିଭୂମି, ଶିକ୍ଷାଦାନରେ ଗୁଣବତ୍ତା, କର୍ମଶାଳା, ପାଠଚକ୍ର, ପରୀକ୍ଷାଫଳ, ପରିବେଶ ଆଦିକୁ ନେଇ ଏଜୁକେଶନ ଓ୍ବାଲର୍‌ଡ ପକ୍ଷରୁ ସର୍ବଭାରତୀୟସ୍ତରରେ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକର ର଼୍ୟାଙ୍କିଙ୍ଗ କରାଯାଇଥିବାବେଳେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ଦେଶର ୩୩ ତମ ସ୍ଥାନରେ ରହିଛି। ଏହି ର଼୍ୟାଙ୍କିଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?