ଢେଙ୍କାନାଳ

ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା

ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଛି। ଏହି କାର୍ଯ୍ୟକର୍ମକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡକ୍ଟର ସ୍ମୃତି ରଞ୍ଜନ ବିଶାଳ…

୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…

ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି ଏବଂ ଖଣ୍ଡାରେ ହାଣି ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କାର ସୁନା ଅଳଙ୍କାର…

ଶୌଚ ପାଇଁ ଯାଇଥିବାବେଳେ ବାର୍‌ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି

ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍‌ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ…

ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଭୁବନ ଥାନା ପୋଲିସ କେସ୍‌…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ ଟ୍ରେଲର ପଛଭାଗକୁ ଟିପର ଧକ୍କା ଦେବାରୁ ଟିପର ଚାଳକ ଗୁରୁତର ଆହତ ହୋଇଛନ୍ତି…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ ଦୁର୍ବୃତ୍ତ ମାଡ଼ ମାରିବା ସହିତ ଛୁରାମାଡ କରିଛନ୍ତି । ଛୁରା ମାଡ଼ରେ ଗୁରୁତର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍‌…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ପ୍ରତିମା ମିଶ୍ର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଉତ୍କର୍ଷ ପ୍ରତିଭାମାନଙ୍କୁ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଭାଷା ପ୍ରୟୋଗ କରିବା ସହ ଉପସ୍ଥିତ ଶିକ୍ଷକଙ୍କୁ ଲୁହା ହତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri