ଢେଙ୍କାନାଳ

ଧାର୍ଯ୍ୟ ସମୟରେ ସରିବ ନାହିଁ ସମ୍ପ୍ରସାରଣ

ଢେଙ୍କାନାଳ ଅଫିସ,୧୭।୩: କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର ଜିଲାବାସୀଙ୍କ ଜୀବନରେଖା ଭାବେ ପରିଚିତ ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆହୁରି ବିଳମ୍ବିତ ହେବ। ବିଭିନ୍ନ ସ୍ଥାନରେ କାମ ଅଧାପନ୍ତରିଆ ହୋଇ ପଡ଼ିଥିବାରୁ ନିର୍ଦ୍ଧାରିତ ସମୟସୀମା ଅର୍ଥାତ୍‌ ମାର୍ଚ୍ଚ…

ବନାଗ୍ନି ଚିନ୍ତା: ଜିଲାରେ ୨୩ ହଟ୍‌ସ୍ପଟ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୧୬।୩: ବନାଗ୍ନି କବଳରୁ ଜୈବ ବିବିଧତାକୁ ସୁରକ୍ଷା ଦେବାକୁ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।…

ମହିଳାଙ୍କୁ କଚାଡି ମାରିଲା ଦନ୍ତା

ଢେଙ୍କାନାଳ ଜିଲା ମହାବିରୋଡ଼ ରେଞ୍ଜରେ ଦନ୍ତା ଆତଙ୍କ। ୧୨ ଘଣ୍ଟା ମଧ୍ୟରେ ୨ ଜଣଙ୍କ ଜୀବନ ନେଇଛି ଦନ୍ତା। ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବାରିହାପୁର ଗାଁ ପୁରୁଣାପାଣି ନିକଟରେ ଗୁରୁବାର ଜଣେ ମହିଳାଙ୍କୁ କଚାଡି ମାରିଛି ଦନ୍ତା। ମୃତକ ବାରିହାପୁର…

ହିନ୍ଦୋଳ ଏନ୍‌ଏସି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ନିର୍ବାଚନ ପାଇଁ ମଙ୍ଗଳବାର ବିଜେଡି, ଭାଜପା, ଓ କଂଗ୍ରେସ ଏବଂ ସାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ, ଓ କାଉନ୍‌ସିଲର ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବୁଧବାର ପ୍ରାର୍ଥିପତ୍ର ଦାଖଲର…

ଦମ୍ପତିଙ୍କ ନାମରେ ମାମଲା, ସ୍ବାମୀ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସହରସ୍ଥିତ ଏକ ବ୍ୟାଙ୍କରେ ଥିବା ଟାଉନ ପ୍ଲାନିଂ ଅଞ୍ଚଳର ଶୁକଦେବ ନାୟକଙ୍କ ଫିକ୍ସଡ୍‌ ଡିପୋଜିଟ୍‌କୁ ଚଞ୍ଚକତା କରି ଭାଙ୍ଗି ୩୭ ଲକ୍ଷ ଟଙ୍କା ଉଠାଇ ନିଆଯାଇଥିବା ଘଟଣାରେ କଟକ ଜିଲା ଆଠଗଡ ଥାନା ଅଞ୍ଚଳର ମନୋଜ କୁମାର…

ମାଲିକଙ୍କୁ ଖୋଜି ବୁଲୁଛି ଓଟ

ଢେଙ୍କାନାଳ ଅଫିସ,୧୪ା୩:ସ୍ବାର୍ଥ ହାସଲ ପରେ ପର କରିଦେଇଛି ମାଲିକ। ଛାଡ଼ିଦେଇ ପଳାଇଛି ନିଜ ପାଳିତ ଓଟକୁ। ହେଲେ ମାଲିକଙ୍କ ସ୍ବାର୍ଥସର୍ବସ୍ବ ମନୋଭାବକୁ ବୁଝିପାରୁନି ଏହି ପାଳିତ ପ୍ରାଣୀ। ସେଥିପାଇଁ ଗଁା, ରାସ୍ତା, ବଣ, ନଦୀକୂଳ ବୁଲି ଖୋଜୁଛି ମାଲିକଙ୍କୁ। କିଏ କିଛି…

ବିଦ୍ୟାଳୟ ଯିବାକୁ ଜୀବନ ବାଜି

ଢେଙ୍କାନାଳ ଅଫିସ,୧୩।୩: ସ୍କୁଲ ବେଳ ହେଲେ ବହିବସ୍ତାନି ଧରି ଘରୁ ବାହାରନ୍ତି ପିଲାଏ। ହେଲେ ସେମାନେ ଯେ ସୁରକ୍ଷିତ ଭାବେ ପୁଣି ଘରକୁ ବାହୁଡ଼ିବେ, ସେ ଗ୍ୟାରେଣ୍ଟି କାହା ପାଖରେ ନାହିଁ। କାରଣ ବିଦ୍ୟାଳୟ ଯିବା ରାସ୍ତାରେ ପଡୁଥିବା ରେଳଧାରଣାରେ ନିଇତି…

ହାତୀ ଭୟ: ଖାଲି ହେଉଛି ଗାଁ

ଢେଙ୍କାନାଳ ଅଫିସ,୧୩ା୩: କି ଦିନ କି ରାତି, ଗାଁ ରାସ୍ତାରେ ପଲପଲ ହୋଇ ବୁଲୁଛନ୍ତି ହାତୀ। କେତେବେଳେ ଘର ଭାଙ୍ଗୁଛନ୍ତି ତ ଆଉ କେବେ ଶୁଣ୍ଢରେ ଟେକି ନେଉଛନ୍ତି ଘରେ ସାଇତି ରଖାଯାଇଥିବା ଧାନ, ଚାଉଳ ବସ୍ତା। ରୋଷେଇ ଘରେ ହାଣ୍ଡିରେ…

ପୂର୍ବତନ କଲେଜ ଅଧ୍ୟକ୍ଷ ଗିରଫ

ଢେଙ୍କାନାଳ ଅଫିସ, ୧୨।୩: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବୀରାଶାଳା ଆଞ୍ଚଳିକ ଡିଗ୍ରୀ କଲେଜର ପୂର୍ବତନ ଅଧ୍ୟକ୍ଷ ଅଟଳ ବିହାରୀ ବାରିକ ଗିରଫ ହୋଇଛନ୍ତି। ତାଙ୍କ ବିରୋଧରେ ଜାଲ ପ୍ରମାଣପତ୍ର ଦେଇ ଅଧ୍ୟକ୍ଷ ପଦବୀ ହାତେଇବା ଏବଂ ଶିକ୍ଷାନୁଷ୍ଠାନର ୪ ଲକ୍ଷ…

ବଦଳିବ ଜନଜାତି ସଂଗ୍ରହାଳୟ କଳେବର

ଢେଙ୍କାନାଳ ଅଫିସ, ୧୨।୩ ଢେଙ୍କାନାଳରେ ଥିବା ଜିଲାର ଏକମାତ୍ର ଜନଜାତି ସଂଗ୍ରହାଳୟର କଳେବର ବଦଳିବ। ପର୍ଯ୍ୟଟକ, ଛାତ୍ରୀଛାତ୍ରଙ୍କୁ ଆକର୍ଷିତ କରିବା ଲାଗି ଏଠାରେ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ନୀଳନକ୍ସା ପ୍ରସ୍ତୁତ କରାଯାଇଥିବାବେଳେ ନିକଟରେ ଜିଲାପାଳ…

କମାଣି ଦେଇଛି କୋଳି

  ଢେଙ୍କାନାଳ ଅଫିସ, ୧୨।୩: ଗଛରେ ଭର୍ତ୍ତି ହୋଇଛି ଲାଲ୍‌ ଟହଟହ ବରକୋଳି। ହୃଷ୍ଟପୁଷ୍ଟ କଦଳୀ, ଆମ୍ବ, ମକା, ଟମାଟୋ ଗଛ ଦେଖିଲେ କୁଣ୍ଢମୋଟ ହୋଇଯାଉଛି ଛାତି। ହେଲେ ସଫଳ ଚାଷର ଏହି ଯାତ୍ରା ଜମାରୁ ନ ଥିଲା ସହଜ। ନା…

ପରିବା ବିଲରେ ମରି ଶୋଇଛି ଦନ୍ତା

ଢେଙ୍କାନାଳ ଅଫିସ,୧୨।୩: ଢେଙ୍କାନାଳ ସଦର ରେଞ୍ଜ ଓସ୍ତପାଳ ଗ୍ରାମରେ ରବିବାର ସକାଳେ ପରିବା ଚାଷ ବିଲରୁ ଏକ ଦନ୍ତାହାତୀ ମୃତଦେହ ଜବତ ହୋଇଛି। ହାତୀଟିର ବୟସ ୨୦ ବର୍ଷ ହେବ । ହାତୀଟି ଗୋଠ ଛଡ଼ା ହାତୀ ବୋଲି ଜଣାପଡିଛି। ମୃତ୍ୟୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri