ଢେଙ୍କାନାଳ

ଘର ଭାଙ୍ଗିଦେଲେ, ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଢେଙ୍କାନାଳ ଅଫିସ, ୫ା୪: ଢେଙ୍କାନାଳ ସଦର ଥାନା ମହୁଲପୁଞ୍ଜି ଗ୍ରାମର ମହିଳା ସଚ୍ଚି ପଣ୍ଡାଙ୍କ ଘର କେତେଜଣ ବ୍ୟକ୍ତି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ତାଙ୍କ ପରିବାର ସଦସ୍ୟ ମଙ୍ଗଳବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ଏହି…

ଆଇଟିଆଇ, ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୫ା୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ରେ ଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି କରିବା ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ…

ସରିଲା ଭୋଟ, ଫଳାଫଳକୁ ଅପେକ୍ଷା

ଢେଙ୍କାନାଳ ଅଫିସ,୪ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ସୋମବାର ଅପରାହ୍ନ ୫ଟାରେ ଶେଷ ହୋଇଛି। ମୋଟ୍‌ ମତଦାନ ହାର ୮୮ ପ୍ରତିଶତ ହୋଇଥିବାବେଳେ ସେଥିରୁ ୯୦ ପ୍ରତିଶତ ମହିଳା ଓ ୮୬ ପ୍ରତିଶତ ପୁରୁଷ ଭୋଟର ଭୋଟ୍‌…

ସାଢ଼େ ୧୧ ସୁଦ୍ଧା ହିନ୍ଦୋଳରେ ୩୫ ପ୍ରତିଶତ ମତଦାନ

ଢେଙ୍କାନାଳ ଅଫିସ,୩ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରୁ ଭୋଟ୍‌ ଗ୍ରହଣ ଚାଲିଛି। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲୁରହିବ। ତେବେ ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ୩୫ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।…

ହିନ୍ଦୋଳରେ ମତଦାନ ଆରମ୍ଭ

ହିନ୍ଦୋଳ,୩ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରେ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଧାଡ଼ିରେ ଠିଆ ହୋଇ ମତଦାନ କରିବାକୁ ଅପେକ୍ଷା କରିଥିବା ଦେଖିବାକୁ…

୩ ମହଲାରୁ ପଡ଼ି ବିଟେକ୍‌ ଛାତ୍ର ଗୁରୁତର

ପରଜଙ୍ଗ, ୩।୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲେଜି (ଆଇଜିଆଇଟି)ରେ ଶନିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଶିକ୍ଷାନୁଷ୍ଠାନର ଛାତ୍ରାବାସ ‘ସୂର୍ଯ୍ୟଭବନ’ର ୩ ମହଲାରୁ ଖସିପଡ଼ି ଜଣେ ବି-ଟେକ୍‌ ଶେଷବର୍ଷ ଛାତ୍ର ଗୁରୁତର ହୋଇଛନ୍ତି।…

ଆଜି ହିନ୍ଦୋଳ ଏନ୍‌ଏସି ନିର୍ବାଚନ

ଢେଙ୍କାନାଳ ଅଫିସ, ୩।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବ। ଏହା ପୂର୍ବାହ୍ନ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ମତଦାନ ଶୃଙ୍ଖଳିତ କରିବା ଲାଗି ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଥିବାବେଳେ…

ଖେଳୁଥିବା ବେଳେ ୩୦ ଫୁଟ ଗଭୀରକୁ ଖସିପଡ଼ିଲେ ଶିଶୁ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ କର୍ମଚାରୀ

ଢେଙ୍କାନାଳ ଅଫିସ,୨ା୪: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ପାଣ୍ଡି ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମର ଅଗ୍ନି ପ୍ରସାଦ ଲାଲାଙ୍କ ପୁଅ ଆମ୍ବାକା ପ୍ରସାଦ (୩) ଖେଳୁଥିବା ବେଳେ ନିକଟସ୍ଥ ୩୦ ଫୁଟ ଗଭୀର କୂଅରେ ଖସିପଡ଼ିଥିଲେ। ଖବର ପାଇ ଢେଙ୍କାନାଳ ଅଗ୍ନିଶମ ସଂସ୍ଥା…

ସୀମାରାଣୀ-ଅଞ୍ଜଳି ମୁହାଁମୁହିଁ

ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଲାଗି ଭୋଟ ଗ୍ରହଣ ଆସନ୍ତା ୩ ତାରିଖରେ ହେବ। ଏଥିପୂର୍ବରୁ ଶନିବାର ଅପରାହ୍ନ ୫ଟାରେ ପ୍ରଚାର ଶେଷ ହୋଇଛି। ଅନ୍ତିମ ଦିନରେ ପ୍ରମୁଖ ରାଜନୈତିକ ଦଳର ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ…

ଶେଷ ଦିନରେ କମ୍ପିଲା ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲାର ହିନ୍ଦୋଳ ଏନ୍‌ଏସି ନିର୍ବାଚନକୁ ମଝିରେ ମାତ୍ର ଦିନଟିଏ ବାକି। ଏଥିଲାଗି ଅବଗଣନା ଆରମ୍ଭ ହୋଇସାରିଥିବାବେଳେ ଶନିବାର ପ୍ରଚାର ସରିଛି। ଶେଷ ଦିନରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସର ନେତୃବୃନ୍ଦ ବିଭିନ୍ନ ଓ୍ବାର୍ଡରେ…

କେନ୍ଦୁଗଣ୍ଡି ବୋଝେଇ ମିନିଟ୍ରକ୍‌ ଜବତ

କାମାକ୍ଷାନଗର, ୧।୪(ଡି.ଏନ୍‌.ଏ.): କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ୍‌ ଅନ୍ତର୍ଗତ ମହୁଲି ଗ୍ରାମ୍ୟ ଜଙ୍ଗଲରୁ ଗୁରୁବାର ବିଳମ୍ବିତ ରାତିରେ ବନ ବିଭାଗ ଏକ କେନ୍ଦୁଗଣ୍ଡି ବୋଝେଇ ମିନିଟ୍ରକ୍‌ ଜବତ କରିଛି। ଜବତ କାଠର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ। ସୂଚନାଯୋଗ୍ୟ,…

ଅଙ୍ଗନଓ୍ବାଡିରେ ପିଲାଙ୍କୁ ମାଣ୍ଡିଆ ଲଡୁ ଦିଅ

ଢେଙ୍କାନାଳ ଅଫିସ, ୧ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୋଷଣ ପକ୍ଷ-୨୦୨୩ର ଶୁଭାରମ୍ଭ କରିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଅଙ୍ଗନୱାଡି କେନ୍ଦ୍ରରେ ସକାଳ ଜଳଖିଆରେ ପିଲାଙ୍କୁ ମାଣ୍ଡିଆ ଲଡୁ ଦେବା, ମଧ୍ୟାହ୍ନଭୋଜନରେ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?