ଢେଙ୍କାନାଳ

ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କାମାକ୍ଷାନଗର ୩୧।୩(ଡି.ଏନ୍‌.ଏ.): ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ବିଧାୟକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବିଧାୟକ ଏକ କାର୍‌ ଯୋଗେ ଭୁବନେଶ୍ବର ଯାଉଥିବା ବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏନ୍‌ଏଚ୍‌ ୫୩ ବାଉଁଶପାଳ…

ମାମଲା ନିୟନ୍ତ୍ରଣ କରୁଛନ୍ତି ମଧ୍ୟସ୍ଥ

ଢେଙ୍କାନାଳ ଅଫିସ, ୩୧।୩(ରତନ ନାୟାର): ୨୦୨୦ରେ ୪ ହଜାର ୯୭, ୨୦୨୧ରେ ୪ ହଜାର ୭୨୧, ୨୦୨୨ରେ ୫ ହଜାର ୧୮୧ ଏବଂ ୨୦୨୩ ଫେବୃୟାରୀ ୨୮ ସୁଦ୍ଧା ୯୦୮ଟି ଆପରାଧିକ ମାମଲା ରେକର୍ଡ ହେବା ଢେଙ୍କାନାଳ ଜିଲାରେ ଆଇନଶୃଙ୍ଖଳା ସ୍ଥିତି…

୫ ମାସ ପରେ ମିଳିଲା ସନାତନଙ୍କ କଙ୍କାଳ

ପରଜଙ୍ଗ, ୩୧।୩(ଡି.ଏନ.ଏ.):ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ବାଲିପଶି ଗ୍ରାମର ନିଖୋଜ ସନାତନ ବେହେରା (୪୫)ଙ୍କ କଙ୍କାଳ ୫ ମାସ ପରେ ସ୍ଥାନୀୟ ଜଙ୍ଗଲରୁ ଠାବ କରାଯାଇଛି। ଶିକାରୀଙ୍କ ବାର୍‌ହା ଫାଶରେ ପଡ଼ି ତାଙ୍କର ମୃତ୍ୟୁ ଘଟିଥିଲା। ଅଭିଯୁକ୍ତମାନେ ଅପରାଧ ଲୁଚାଇବାକୁ…

୨ ମହିଳାଙ୍କୁ ଦଳିଦେଲା ହାତୀ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ସାତମାଇଲ,୩୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଦୁଦୁରୁକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ୨ ଜଣ ମହିଳାଙ୍କୁ ହାତୀ ଦଳିଦେବାରୁ ଉଭୟଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ଭୋର୍‌ରୁ ଗ୍ରାମର ସ୍ବର୍ଗତ ମଙ୍ଗୁଳ ସାମଲଙ୍କ ସ୍ତ୍ରୀ…

ବଢୁଛି ସ୍କେଟିଂ କ୍ରେଜ୍‌

ଢେଙ୍କାନାଳ ଅଫିସ,୩୦।୩: ‘ସ୍କେଟିଂ’ର ଇତିହାସ ପ୍ରାୟ ୫୦୦୦ ବର୍ଷ ପୁରୁଣା। ଏକଦା ବରଫାବୃତ୍ତ ଦେଶରେ ଏହାକୁ ମାଧ୍ୟମ କରି ଲୋକେ ସୁବିଧାରେ ଯାତାୟାତ କରୁଥିଲେ। ତେବେ ଆଧୁନିକ ‘ସ୍କେଟିଂ’ ଆରମ୍ଭ ହୋଇଥିଲା ସପ୍ତଦଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ। ସମୟ ସହିତ ଏଥିରେ ଅନେକ…

ତାଣ୍ଡବ ରଚିଲା କାଳବୈଶାଖୀ

କାମାକ୍ଷାନଗର,୩୦।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀ ତାଣ୍ଡବ ରଚିଛି। ଝଡ଼ତୋଫାନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ମାତ୍ର ୩୦ ମିନିଟ୍‌ରେ ଅଞ୍ଚଳର ଚିତ୍ର ବଦଳାଇ ଦେଇଛି। କାନପୁରା ପଞ୍ଚାୟତିରାଜ ହାଇସ୍କୁଲର ରୋଷେଇ ଘର, ସାଇକେଲ ଷ୍ଟାଣ୍ଡ…

‘ଜୁନ୍‌ ସୁଦ୍ଧା ଜିଲାକୁ ଦୁର୍ଗମ ଅଞ୍ଚଳ ମୁକ୍ତ କର’

ଢେଙ୍କାନାଳ ଅଫିସ, ୨୯।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ-ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଜୁନ୍‌ ସୁଦ୍ଧା ଜିଲାକୁ ଦୁର୍ଗମ ଅଞ୍ଚଳ ମୁକ୍ତ କରିବା…

ସାଙ୍ଗିଆ କରିଛି ଅଡୁଆ

ଢେଙ୍କାନାଳ ଅଫିସ, ୨୯।୩: ‘ସଅର’ ସାଙ୍ଗିଆ ପାଇଁ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲାରେ ବସବାସ କରୁଥିବା ଜନଜାତି ବର୍ଗର ଶତାଧିକ ପରିବାର। ଜିଲାର ଆର୍‌ଆଇମାନେ ଜମିପଟ୍ଟାରେ ସେମାନଙ୍କ ସାଙ୍ଗିଆ ‘ଶବର’ ପରିବର୍ତ୍ତେ ‘ସଅର’ ବୋଲି ଉଲ୍ଲେଖ କରୁଛନ୍ତି। ଫଳରେ ସେମାନଙ୍କୁ ଆଦିବାସୀ…

ନିରାଶ ଚାଷୀଙ୍କ ପାଇଁ ସମବାୟ ସମିତି

ଢେଙ୍କାନାଳ ଅଫିସ,୨୮ା୩: ଜାତୀୟକରଣ ବ୍ୟାଙ୍କରୁ ହତାଶ ହୋଇଥିବା ଚାଷୀଙ୍କୁ ସମବାୟ ସମିତି ସାହାଯ୍ୟର ହାତ ବଢାଇଥାଏ। ଚାଷୀମାନଙ୍କ ହିତରେ ସର୍ବଦା କୃଷି ସମବାୟ ସମିତିଗୁଡିକ କାର୍ଯ୍ୟକରି ଆସୁଛି ବୋଲି ଢେଙ୍କାନାଳ ସମବାୟ ସମିତି ଉପନିବନ୍ଧକ ସରୋଜିନୀ ଜେନା କହିଛନ୍ତି। ଢେଙ୍କାନାଳ ସଦର…

ନୃତ୍ୟ, ବାଦ୍ୟରେ ସାମିଲ ହେଲେ ନାଟ୍ୟକର୍ମୀ

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ସହରରେ ସୋମବାର ବିଶ୍ୱ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ନାଟ୍ୟ ଅନୁଷ୍ଠାନ ଅଲଟରନେଟିଭ ରିଦିମ ଥିଏଟର ପକ୍ଷରୁ ଆୟୋଜିତ ଏହି ଦିବସରେ ସକାଳ ସାଢେ ୬ଟାରେ ସହରସ୍ଥିତ ବାଜିଚୌକ ଠାରୁ ଏକ ନାଟ୍ୟ ପଦଯାତ୍ରା ଆରମ୍ଭ…

ଜୋର୍‌ ଧରିଲା ଆରୋପ-ପ୍ରତ୍ୟାରୋପ ରାଜନୀତି

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଆସନ୍ତା ଏପ୍ରିଲ ୩ରେ ଅନୁଷ୍ଠିତ ହେବ। ତେବେ ଭୋଟଗ୍ରହଣ ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣରେ ଉଷ୍ମତା ସେତିକି ଭରିବାରେ ଲାଗିଛି। ନିର୍ବାଚନ ମୈଦାନରେ ପ୍ରାର୍ଥୀ ଦେଇଥିବା ୩ ପ୍ରମୁଖ…

ହିନ୍ଦୋଳରେ ବିଜେଡିର ଜୋର୍‌ଦାର ପ୍ରଚାର

ଢେଙ୍କାନାଳ ଅଫିସ୍‌,୨୭ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନରେ ବିଜେଡି ପକ୍ଷରୁ ପ୍ରଚାର ଜୋର୍‌ ଧରିଛି। ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ପାଲଲହଡ଼ା ବିଧାୟକ ମୁକେଶ ପାଲ୍‌, ଛେଣ୍ଡିପଦା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?