ଦିଶାହୀନ ‘ଯାଯାବର’
ଢେଙ୍କାନାଳ ଅଫିସ, ୨୩।୩: କଟକ ଜିଲା ମଙ୍ଗୁଳିରୁ ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ନିର୍ମିତ ହୋଇଥିବା ‘ଯାଯାବର’ ଏବଂ ‘ପାନ୍ଥିକା’ କାମରେ ଆସୁନାହିଁ। ୪…
ଗରୁଡ଼ବନ୍ଦୀକୁ ଫେରିଲା ଶାନ୍ତି
ଭୁବନ, ୨୨।୩(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ବାଲିବୋ ପଞ୍ଚାୟତର ଗରୁଡ଼ବନ୍ଦୀ ଗ୍ରାମରେ ଲାଗି ରହିଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ହୋଇଛି। ପ୍ରଶାସନିକ ହସ୍ତକ୍ଷେପ ପରେ ଦୁଇ ଗୋଷ୍ଠୀ ଭାଇଚାରା ମଧ୍ୟରେ ଏକାଠି ଚଳିବାକୁ ସହମତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ପ୍ରାୟ…
‘ମୋ ସରକାର’କୁ ମାନୁନାହାନ୍ତି
ଢେଙ୍କାନାଳ ଅଫିସ, ୨୦।୩:‘ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ ସୃଷ୍ଟି କରାଯାଇଛି। ଜିଲା ପ୍ରଶାସନ, ଢେଙ୍କାନାଳ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ଅଛି। ଲୋକମାନେ…
ବାଳସୁଧାର ଗୃହ ଗଲେ ନାବାଳକ
ଢେଙ୍କାନାଳ ଅଫିସ,୨୦ା୩:ଢେଙ୍କାନାଳ ସହର ହାଟରୋଡ୍ ଅଞ୍ଚଳର ୯ମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ ମାମଲାରେ ରବିବାର ପରିବାର ପକ୍ଷରୁ ଟାଉନ୍ ଥାନାରେ ଅଭିଯୋଗ କରାଯାଇଛି। ଗାଧୋଇବା ବେଳର ଭିଡିଓକୁ ସ୍ଥାନୀୟ ଜଣେ ୧୦ମ ଶ୍ରେଣୀ ପଢୁଥିବା ନାବାଳକ ଛାତ୍ର ଭାଇରାଲ୍…
ଗାଁରୁ ଗୋଶାଳାକୁ ଗଲା ଓଟ
ଢେଙ୍କାନାଳ ଅଫିସ, ୧୯।୩: ବୁଢ଼ା ହୋଇଯାଇଛି ଓଟ। ଆଗ ଭଳି ପିଠିରେ ଆଉ ଯାତ୍ରୀଙ୍କୁ ବୋହିପାରୁନି କି ମନୋରଞ୍ଜନ କରିପାରୁନି। ଓଟ ମାଧ୍ୟମରେ ପକେଟକୁ ଆସୁଥିବା ଟଙ୍କା ବନ୍ଦ ହୋଇଯିବା ପରେ ପର କରିଦେଇଛି କୃତଘ୍ନ ମାଲିକ। ରୋଗଣା ଶରୀର ବୋଝ…
ଧାର୍ଯ୍ୟ ସମୟରେ ସରିବ ନାହିଁ ସମ୍ପ୍ରସାରଣ
ଢେଙ୍କାନାଳ ଅଫିସ,୧୭।୩: କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର ଜିଲାବାସୀଙ୍କ ଜୀବନରେଖା ଭାବେ ପରିଚିତ ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆହୁରି ବିଳମ୍ବିତ ହେବ। ବିଭିନ୍ନ ସ୍ଥାନରେ କାମ ଅଧାପନ୍ତରିଆ ହୋଇ ପଡ଼ିଥିବାରୁ ନିର୍ଦ୍ଧାରିତ ସମୟସୀମା ଅର୍ଥାତ୍ ମାର୍ଚ୍ଚ…
ବନାଗ୍ନି ଚିନ୍ତା: ଜିଲାରେ ୨୩ ହଟ୍ସ୍ପଟ୍ ଚିହ୍ନଟ
ଢେଙ୍କାନାଳ ଅଫିସ,୧୬।୩: ବନାଗ୍ନି କବଳରୁ ଜୈବ ବିବିଧତାକୁ ସୁରକ୍ଷା ଦେବାକୁ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।…
ମହିଳାଙ୍କୁ କଚାଡି ମାରିଲା ଦନ୍ତା
ଢେଙ୍କାନାଳ ଜିଲା ମହାବିରୋଡ଼ ରେଞ୍ଜରେ ଦନ୍ତା ଆତଙ୍କ। ୧୨ ଘଣ୍ଟା ମଧ୍ୟରେ ୨ ଜଣଙ୍କ ଜୀବନ ନେଇଛି ଦନ୍ତା। ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବାରିହାପୁର ଗାଁ ପୁରୁଣାପାଣି ନିକଟରେ ଗୁରୁବାର ଜଣେ ମହିଳାଙ୍କୁ କଚାଡି ମାରିଛି ଦନ୍ତା। ମୃତକ ବାରିହାପୁର…
ହିନ୍ଦୋଳ ଏନ୍ଏସି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ
ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ନିର୍ବାଚନ ପାଇଁ ମଙ୍ଗଳବାର ବିଜେଡି, ଭାଜପା, ଓ କଂଗ୍ରେସ ଏବଂ ସାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ, ଓ କାଉନ୍ସିଲର ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବୁଧବାର ପ୍ରାର୍ଥିପତ୍ର ଦାଖଲର…
ଦମ୍ପତିଙ୍କ ନାମରେ ମାମଲା, ସ୍ବାମୀ ଗିରଫ
ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସହରସ୍ଥିତ ଏକ ବ୍ୟାଙ୍କରେ ଥିବା ଟାଉନ ପ୍ଲାନିଂ ଅଞ୍ଚଳର ଶୁକଦେବ ନାୟକଙ୍କ ଫିକ୍ସଡ୍ ଡିପୋଜିଟ୍କୁ ଚଞ୍ଚକତା କରି ଭାଙ୍ଗି ୩୭ ଲକ୍ଷ ଟଙ୍କା ଉଠାଇ ନିଆଯାଇଥିବା ଘଟଣାରେ କଟକ ଜିଲା ଆଠଗଡ ଥାନା ଅଞ୍ଚଳର ମନୋଜ କୁମାର…
ମାଲିକଙ୍କୁ ଖୋଜି ବୁଲୁଛି ଓଟ
ଢେଙ୍କାନାଳ ଅଫିସ,୧୪ା୩:ସ୍ବାର୍ଥ ହାସଲ ପରେ ପର କରିଦେଇଛି ମାଲିକ। ଛାଡ଼ିଦେଇ ପଳାଇଛି ନିଜ ପାଳିତ ଓଟକୁ। ହେଲେ ମାଲିକଙ୍କ ସ୍ବାର୍ଥସର୍ବସ୍ବ ମନୋଭାବକୁ ବୁଝିପାରୁନି ଏହି ପାଳିତ ପ୍ରାଣୀ। ସେଥିପାଇଁ ଗଁା, ରାସ୍ତା, ବଣ, ନଦୀକୂଳ ବୁଲି ଖୋଜୁଛି ମାଲିକଙ୍କୁ। କିଏ କିଛି…
ବିଦ୍ୟାଳୟ ଯିବାକୁ ଜୀବନ ବାଜି
ଢେଙ୍କାନାଳ ଅଫିସ,୧୩।୩: ସ୍କୁଲ ବେଳ ହେଲେ ବହିବସ୍ତାନି ଧରି ଘରୁ ବାହାରନ୍ତି ପିଲାଏ। ହେଲେ ସେମାନେ ଯେ ସୁରକ୍ଷିତ ଭାବେ ପୁଣି ଘରକୁ ବାହୁଡ଼ିବେ, ସେ ଗ୍ୟାରେଣ୍ଟି କାହା ପାଖରେ ନାହିଁ। କାରଣ ବିଦ୍ୟାଳୟ ଯିବା ରାସ୍ତାରେ ପଡୁଥିବା ରେଳଧାରଣାରେ ନିଇତି…
Archives


