ଆଖି ଝଲସାଇଲା ‘ଆଗ୍ନେୟ’
ଢେଙ୍କାନାଳ ଅଫିସ୍, ୧୪।୧: ଢେଙ୍କାନାଳର ବଜରଙ୍ଗ କ୍ଲବର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ମିନି ଷ୍ଟାଡିୟମ୍ରେ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି ରୌପ୍ୟଜୟନ୍ତୀ ସମାରୋହ ଆଗ୍ନେୟ-୨୦୨୩। ସ୍ବୟମ୍ ପାଢ଼ୀ, ଅସୀମା ପଣ୍ଡାଙ୍କ ମନଛୁଅଁା ଗୀତ, ପପୁ ପମ୍ପମ୍ଙ୍କ ହାସ୍ୟାଭିନୟ ସାଙ୍ଗକୁ...
କଡ଼ାକଡ଼ି ହେବ ଟ୍ରାଫିକ୍ ବ୍ୟବସ୍ଥା
ଢେଙ୍କାନାଳ ଅଫିସ,୧୩ା୧: ଢେଙ୍କାନାଳ ସହରରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି ଏସ୍ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜିଲା ପୋଲିସ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥଗଡାଠାରୁ ବାଜିଚୌକ, ମହିଷାପାଟ ଓ କଣ୍ଟାନାଳି ଛକରେ ଟ୍ରାଫିକ୍ ପରିଚାଳନା ଉପରେ...
ଖଣି ରାସ୍ତା ପାଇଁ ଜଙ୍ଗଲ ଜମି ବ୍ୟବହାର ମାମଲା
ଢେଙ୍କାନାଳ ଅଫିସ,୧୩।୧: ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ଗଣ୍ଡାନାଳୀ ମୌଜାରେ ବିନା ପରିବେଶ ଅନୁମତିରେ କଳାପଥର ଖଣି ଚାଲିବା, ଖଣିରେ ବିସ୍ଫୋରକ ବ୍ୟବହାର, ଜେସିବି ସହାୟତାରେ ପଥର ଉତ୍ତୋଳନ, କଦଳୀପାଳ ଗ୍ରାମ୍ୟ ଜଙ୍ଗଲ ଜମିକୁ ଏଥିଲାଗି ବ୍ୟବହାର କରିବା ନେଇ...
ଫେବୃୟାରୀ ୧୮ରେ କପିଳାସ ଜାଗରଯାତ୍ରା: ପ୍ରାତଃ ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ ଅଫିସ,୧୩।୧: କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ଆସନ୍ତା ଫେବୃୟାରୀ ୧୮ରେ ହେବ ପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ଶୃଙ୍ଖଳିତ କରିବା ଲାଗି ଗୁରୁବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ...
୪ରୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା
ଢେଙ୍କାନାଳ ଅଫିସ,୧୩ା୧: ବିଶ୍ୱବିଖ୍ୟାତ ମହିମା ଧର୍ମପୀଠ ଯୋରନ୍ଦା ମହିମାଗାଦିରେ ଆସନ୍ତା ଫେବୃୟାରୀ ୪ରେ ପ୍ରସିଦ୍ଧ ମାଘମେଳା ଅନୁଷ୍ଠିତ ହେବ। ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ମହୋତ୍ସବକୁ ଶାନ୍ତିଶୃଙ୍ଖଳାର ସହ ଆୟୋଜନ କରିବା ଲାଗି ଏକ ପ୍ରସ୍ତୁତି ବୈଠକ ଗୁରୁବାର ଢେଙ୍କାନାଳ ଜିଲା...
ସାନପୁଅଙ୍କୁ ସଙ୍ଗଠନ ଦାୟିତ୍ୱ ଦେଲେ ବିଧାୟକ
ଢେଙ୍କାନାଳ ଅଫିସ, ୧୧।୧: ଢେଙ୍କାନାଳ ଜିଲା ପରଜଙ୍ଗ ରାଜନୀତିରେ ନୂଆ ସମୀକରଣ ଦେଖିବାକୁ ମିଳିବ ବୋଲି ଦୀର୍ଘଦିନ ହେଲା ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବିଧାୟକ ଡା. ନୃସିଂହ ଚରଣ ସାହୁ। ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ରହି...
‘ସାଧାରଣ ଜନତାଙ୍କ ସେବା ପାଇଁ ପ୍ରତିଶ୍ରୁତିବଦ୍ଧ’
ଢେଙ୍କାନାଳ ଅଫିସ,୧୧।୧: ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପକ୍ଷରୁ ମିନି ଷ୍ଟାଡିୟମ୍ ପରିସରରେ ମଙ୍ଗଳବାର ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ୨୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନ ୧୦ଟାରେ ବାଜିଚୌକଠାରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି...
ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ୍
ଢେଙ୍କାନାଳ ଅଫିସ, ୧୧।୧: ଗଞ୍ଜାମରୁ ମୟୂରଭଞ୍ଜ ଯାଏ ସୃଷ୍ଟି କରିଥିଲେ ଭୟ ଆତଙ୍କର ବାତାବରଣ। ଟଙ୍କା, ସୁନା ପାଇଁ ଟପିଯାଉଥିଲେ ସବୁ ସୀମା। ପଥଚାରୀଙ୍କୁ ରାସ୍ତା ମଝିରେ ହାଣୁଥିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଲୁଟି ନେଉଥିଲେ ସର୍ବସ୍ବ। ମୁଣ୍ଡ...
କାଙ୍କଲୁଣ୍ଡାରେ ଦନ୍ତା ଆତଙ୍କ
ଢେଙ୍କାନାଳ ଅଫିସ,୧୦।୧: ଢେଙ୍କାନାଳ ଜିଲା ଯୋରନ୍ଦା ଫରେଷ୍ଟ ସେକ୍ସନ କାଙ୍କଲୁଣ୍ଡା ଗ୍ରାମରେ ଏକ ଦନ୍ତହାତୀ ପଶି ଚାଷୀଙ୍କ ଖଳାରୁ ଧାନ ଖାଇଦେଇଛି। ଗୋଟିକିଆ ଗୋଠଛଡା ଦନ୍ତାକୁ ଦେଖି ଚାଷୀମାନେ ଆତଙ୍କିତ ହୋଇପଡିଛନ୍ତି। ଏହି ଦନ୍ତାହାତୀ ଦିନ ସମୟରେ ଗ୍ରାମ ପାଖ...
ନରହନ୍ତା ହାତୀ ଦଳରେ ମିଶିଲା
ଢେଙ୍କାନାଳ ଅଫିସ,୧୦ା୧: ଅନୁଗୋଳ ଜିଲାରେ ୪ଟି ଜୀବନ ନେଇଥିବା ନରହନ୍ତା ହାତୀ ଢେଙ୍କାନାଳ ଜିଲାରେ ପ୍ରବେଶ କରି ସୋମବାର ହିନ୍ଦୋଳ ରେଞ୍ଜ ତର୍କାବେଡା ଜଙ୍ଗଲରେ ଏକ ହାତୀ ଦଳରେ ମିଶିଯାଇଥିବା ଜଣାପଡିଛି। ତଥାପି ଉକ୍ତ ନରହନ୍ତା ହାତୀକୁ ନେଇ ବନବିଭାଗର...
ଭୁଜାଲିରେ ହାଣି ଲୁଟିନେଲେ ୧୫ ଲକ୍ଷ ଟଙ୍କା
ପରଜଙ୍ଗ,୯ା୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା ଛକ ନିକଟରେ ରାଶନ ଦୋକାନ କରିଥିବା କ୍ଷୀରୋଦ ସାହୁଙ୍କ କର୍ମଚାରୀ ଜୟନ୍ତ ଆଚାର୍ଯ୍ୟ ସୋମବାର ଲୋଧଣି ଗ୍ରାମ୍ୟ ବ୍ୟାଙ୍କଙ୍କୁ ଟଙ୍କା ଡିପୋଜିଟ୍ କରିବାକୁ ଯାଇଥିବା ବେଳେ ୩ ଜଣ ଲୁଟେରା ବ୍ୟାଙ୍କ...
ଛାତ୍ରୀଙ୍କ ଉପରେ ଚଢ଼ିଗଲା ବସ୍, ଚାଲିଗଲା ଜୀବନ
ଢେଙ୍କାନାଳ ଅଫିସ,୯ା୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥର ଉପର ବାଘଲୁଣ୍ଡା ଗ୍ରାମ ଛକଠାରେ ସୋମବାର ରୁଙ୍ଗ୍ଟା କମ୍ପାନୀ ଷ୍ଟାଫ୍ଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣାରେ ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କର ମୃତ୍ୟୁ...
Archives


