ଟ୍ରକ୍ ସହ ଜଳିଗଲେ ଚାଳକ
ପରଜଙ୍ଗ,୩୧।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ବଡ଼ଝରା ଗ୍ରାମସ୍ଥିତ ରେଙ୍ଗାଲି ବାମପାର୍ଶ୍ୱ କେନାଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବା ସହ ନିଅଁା ଲାଗି ଜଳିଯାଇଛି। ଫଳରେ ଗାଡ଼ି ଭିତରେ…
ପରୀକ୍ଷାମୂଳକ ଭାବେ ଗଡ଼ିଲା ମାଲବାହୀ ଟ୍ରେନ୍
କାମାକ୍ଷାନଗର,୩୧ା୧(ଡି.ଏନ.ଏ):ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ବହୁ ପ୍ରତୀକ୍ଷିତ ଅନୁଗୋଳ-ସୁକିନ୍ଦା ୯୫ କିଲୋମିଟର ରେଳ ଲାଇନ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିଛିଦିନ ତଳେ ଏହି ରେଳ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଇଞ୍ଜିନ୍ ଗଡିଥିବା ବେଳେ ସୋମବାର ଯାଜପୁର…
ଉପକୃତ ହେବେ ପକ୍ଷାଘାତ ରୋଗୀ
ପରଜଙ୍ଗ,୩୦।୧(ଡି.ଏନ୍.ଏ.):ପକ୍ଷାଘାତର ଶିକାର କିମ୍ବା ଦୁର୍ଘଟଣାରେ ଅଙ୍ଗ ହରାଇ ଅକର୍ମଣ୍ୟ ହୋଇପଡ଼ିଥିବା ରୋଗୀ ଜିଅନ୍ତି ଅଭିଶପ୍ତ ଜୀବନ। ଦୈନନ୍ଦିନ କାର୍ଯ୍ୟ ହେଉ କି ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନକୁ ଚଳପ୍ରଚଳ କରିବା, ଏଭଳି ସମସ୍ତ ଛୋଟବଡ଼ କାମରେ ସେମାନେ ଅନ୍ୟ ଉପରେ ମାତ୍ରାଧିକ ନିର୍ଭରଶୀଳ…
ହାଣ୍ଡିରୁ ଭାତ ଖାଇଗଲା ଦନ୍ତା
ଢେଙ୍କାନାଳ ଅଫିସ, ୨୯।୧: ଜଙ୍ଗଲ ତଳି ଅଞ୍ଚଳରେ ରହୁଥିବା ପରିବାରର ବାସିପଖାଳ ବାସ୍ନା ହାତୀପଲକୁ ମତୁଆଲା କରୁଛି। ଜମିରୁ ଧାନ ଅମଳ ସରିଯାଇଥିବାବେଳେ ଏବେ ବଣୁଆ ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହଁା ହେଉଛନ୍ତି। ପଖାଳ ଖାଇବାକୁ ଯାଇ ସେମାନେ ଘରଦ୍ୱାର…
ମହିମାଗାଦି ବିବାଦର ସ୍ଥାୟୀ ସମାଧାନ ହେଉ
ଢେଙ୍କାନାଳ ଅଫିସ, ୨୮।୧: କୌପୀନଧାରୀ ମହିମା ସମାଜର ଉପାସନାସ୍ଥଳୀ ଉଚ୍ଛେଦ ପରେ ଯୋରନ୍ଦା ମହିମାଗାଦିରେ ସୃଷ୍ଟି ହୋଇଛି ଅପ୍ରୀତିକର ସ୍ଥିତି। ଏହାର ସ୍ଥାୟୀ ସମାଧାନ କରିବା ଲାଗି ଶୁକ୍ରବାର ଅଞ୍ଚଳବାସୀ, ମହିମା ଅନୁଗାମୀଙ୍କ ସମେତ ବହୁ ସାଧୁସନ୍ଥ ଦାବି କରିଛନ୍ତି। ଏ…
ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର
ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ପୋଲିସ। ଡମୋଳ ଗ୍ରାମରୁ ଆସିଥିବା ଏଭଳି ହୃଦୟ ବିଦାରକ ଘଟଣା…
ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ
ଢେଙ୍କାନାଳ ଅଫିସ,୨୬ା୧: ଢେଙ୍କାନାଳ ସଦର ମହକୁମାରେ ୭୪ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି। ସ୍ଥାନୀୟ ଷ୍ଟାଡିୟମଠାରେ ସକାଳେ ସାଢ଼େ ୮ ଟାରେ ପରେଡ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ…
ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ମୃତଦେହ ଠାବ
ଢେଙ୍କାନାଳ ଅଫିସ୍/ସାତମାଇଲ(ଡି.ଏନ୍.ଏ.), ୨୬।୧: ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ଜିଲାରୁ କେବେଠାରୁ ଲୋପ ପାଇଯାଇଛନ୍ତି ମହାବଳ ବାଘ। ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ବଂଶବୃଦ୍ଧି ଏହି ଅଭାବବୋଧକୁ ସାମାନ୍ୟ ପୂରଣ କରିବ ବୋଲି ଆଶା କରାଯାଉଥିଲା। ହେଲେ ଏବେ ଏହି ପ୍ରଜାତି ମଧ୍ୟ…
ଚେତିଲା ଏନ୍ଏଚ୍ଏଆଇ: ଦୁର୍ଘଟଣାସ୍ଥଳରେ ଲାଗିଲା ସାଇନେଜ୍
ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ସଦର ଥାନା ୫୫ନଂ. ଜାତୀୟ ରାଜପଥର ପଞ୍ଚୁପଟିଠାରେ ସୋମବାର ଭୋର୍ ସମୟରେ ଏକ ପିକ୍ନିକ୍ ବସ୍ ଦୁର୍ଘଟଣାଗସ୍ତ ହୋଇ ୨ ମହିଳା ଯାତ୍ରୀଙ୍କୁ ମୃତ୍ୟୁ ଘଟିଥିଲା। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଡାଇଭର୍ସନ କିମ୍ବା ସାଇନେଜ୍…
ଠିକା କାମକୁ ନେଇ ଗୋଷ୍ଠୀ ସଂଘର୍ଷ
ଢେଙ୍କାନାଳ ଅଫିସ,୨୪ା୧: ଢେଙ୍କାନାଳ ଜନସ୍ବାସ୍ଥ୍ୟ ବିଭାଗରେ ଭାଇବ୍ରେଟର ବ୍ୟବହାର କରାଯାଉଥିବା କାର୍ଯ୍ୟକୁ ନେଇ ସୋମବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକ କାର୍କୁ ପୋଡ଼ି ଦିଆଯାଇଛି। ପ୍ରକାଶ ଯେ, ଏହି…
ଦୁର୍ଘଟଣା ପାଇଁ ଏନ୍ଏଚ୍ଏଆଇ ଉପରେ ଦୋଷ
ଢେଙ୍କାନାଳ ଅଫିସ, ୨୪ା୧: ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ଥାନା ପଞ୍ଚୁପଟି ବ୍ରିଜ୍ଠାରେ ସୋମବାର ଭୋର ୪ଟାରେ ଘଟିଥିବା ପିକ୍ନିକ୍ ବସ୍ ଦୁର୍ଘଟଣା ପାଇଁ ଏନ୍ଏଚ୍ଏଆଇକୁ ଦୋଷ ଦେଇଛନ୍ତି ଜନସାଧାରଣ। ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟରେ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ଅନେକ ଆହତ
ଢେଙ୍କାନାଳ ଅଫିସ୍,୨୩।୧: ଢେଙ୍କାନାଳ ଜିଲା ସଦର ଥାନା ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚବଟିଠାରେ ଏକ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ଏକ ପିକନିକ ବସ ବ୍ରିଜ ତଳକୁ ଖସି ପଡିବାରୁ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବହୁ…
Archives


