ଢେଙ୍କାନାଳ

ଚଞ୍ଚକତା କରି ଜମି ହଡ଼ପ

ଢେଙ୍କାନାଳ ଅଫିସ, ୧।୩: ଢେଙ୍କାନାଳ ଜିଲାରେ ଜମି ମାଫିଆଙ୍କ ପ୍ରାଦୁର୍ଭାବ କମୁନାହିଁ। ବିଭିନ୍ନ ଉପାୟରେ ଚଞ୍ଚକତା କରି ସେମାନେ ଜମି ହଡ଼ପ କରି ନେଉଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଅଭିଯୋଗରେ ପୂର୍ବରୁ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ତହସିଲ ଅଫିସର…

ହିନ୍ଦୋଳ ରାଜନୀତି ଚଳଚଞ୍ଚଳ

ହିନ୍ଦୋଳ, ୧।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିରେ ଆସନ୍ତା ଏପ୍ରିଲ ୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପଟେ ନିର୍ବାଚନୀ ବିଗୁଲ୍‌ ବାଜିବା ପରେ ସହରାଞ୍ଚଳ ରାଜନୈତିକ ବାତାବରଣରେ ଉଷ୍ମତା ପରିଲକ୍ଷିତ ହୋଇଛି।…

ଉପାନ୍ତ ଅଞ୍ଚଳ ବିକାଶକୁ ଗୁରୁତ୍ୱ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଦୁର୍ଗମ ତଥା ଉପାନ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ…

ଷ୍ଟୁଡିଓ ମାଲିକଙ୍କ ମୃତ୍ୟୁ ରହସ୍ୟ ଘେରରେ

ଢେଙ୍କାନାଳ ଅଫିସ,୨୮ା୨: ଢେଙ୍କାନାଳ ସହର ୭ନଂ. ୱାର୍ଡରେ ରହୁଥିବା ଫଟୋଲାଇନ ଷ୍ଟୁଡିଓ ମାଲିକ ତଥା ବିଶିଷ୍ଟ ଫଟୋଗ୍ରାଫର ସଚ୍ଚିଦାନନ୍ଦ ନାୟକ ଓରଫ୍‌ ବାବୁଲି(୫୦)ଙ୍କ ଝୁଲନ୍ତା ମୃତଦେହ ଶନିବାର ସନ୍ଧ୍ୟାରେ ସଦର ଥାନା ଗୋହିରାଖାଲ ଠାରେ ଜଣେ ସମ୍ପର୍କୀୟଙ୍କ ଫାର୍ମ ହାଉସ ପରିସରରେ…

ବିଜ୍ଞାନ ଜ୍ଞାନ ବଢ଼ାଉଛି ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର

ଢେଙ୍କାନାଳ ଅଫିସ,୨୮ା୨ (ରତନ ନାୟାର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ ପକ୍ଷରୁ ଗୋଟିଏ ଲେଖାଏ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଏବଂ ଜିଲା ବିଜ୍ଞାନ କେନ୍ଦ୍ର ମହାରାଷ୍ଟ୍ର ଓ ଓଡ଼ିଶାରେ ସ୍ଥାପନ କରାଯାଇଛି। ସେହିପରି…

ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଲୋକାର୍ପଣ କଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ…

ଡକାୟତି ଯୋଜନା ପଣ୍ଡ, ୫ ଗିରଫ

ଢେଙ୍କାନାଳ ଅଫିସ, ୨୫।୨: ଡକାୟତି କରିବା ପାଇଁ ଯୋଜନା କରୁଥିବାବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛି ଏକ ୫ଜ ଣିଆ ଗ୍ୟାଙ୍ଗ୍‌। ସେମାନେ ହେଲେ କାମାକ୍ଷାନଗର ଥାନା ଗୋରାଡ଼ିଆ ଗ୍ରାମର ରଜନ୍ତୀକାନ୍ତ ମଲ୍ଲିକ (୩୦), ବାଦଲ ମଲ୍ଲିକ ଓରଫ…

ସ୍ୱାସ୍ଥ୍ୟସେବା ସ୍ଥିତି ସଙ୍ଗିନ

ଢେଙ୍କାନାଳ ଅଫିସ, ୨୫।୨: ସାତ ମହଲା କୋଠା। ଖର୍ଚ୍ଚ ହୋଇଛି ୫୦ କୋଟି ଟଙ୍କା। ତଳେ ଛିଡ଼ା ହୋଇ ଦେଖିଲେ ଆଖି ପାଉନାହିଁ। ବାହାରୁ ଝଟକୁଥିବା ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟସେବାର ମୁଖ୍ୟ ପ୍ରତିଷ୍ଠାନର ଭିତର ଅବସ୍ଥା କିନ୍ତୁ ଜମାରୁ ଭଲ ନୁହେଁ।…

ହସ୍ପିଟାଲରେ ସାପ ଛାଡିଗଲେ ରୋଗୀ

ଢେଙ୍କାନାଳ ଅଫିସ,୨୪।୨: ହସ୍ପିଟାଲରେ ସାପ ଛାଡ଼ିଗଲେ ରୋଗୀ। ଏଭଳି ଘଟଣା ଝଟିଛି ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓପିଡି ଆଗରେ। ଡବାରେ ଭର୍ତ୍ତି ହୋଇଥିବା ସାପକୁ ସୁରକ୍ଷାକର୍ମୀ ଉଦ୍ଧାର କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ଏକ ସାପ କାମୁଡ଼ା ରୋଗୀ ସାଥିରେ…

ସିଡିଏମ୍‌ଓ, ଏଡିଏମ୍‌ଓଙ୍କୁ ଘେରାଉ କଲେ ୩ ସଂଘର କର୍ମକର୍ତ୍ତା

ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ହସ୍ପିଟାଲରେ ଅଚାନକ ପହଞ୍ଚି ପରିଦର୍ଶନ କରିଛନ୍ତି ଢେଙ୍କାନାଳ ଜିଲା ଓକିଲ ସଂଘ ବଣିକ ସଂଘ, ଖବରଦାତା ସଂଘ ଓ କିଛି ବୁଦ୍ଧିଜୀବୀ। ସାତ ମହଲା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ବାରମ୍ବାର ଅଭିଯୋଗ…

୧୩ରେ ରାଜଭବନ ଘେରିବ କଂଗ୍ରେସ

ଢେଙ୍କାନାଳ ଅଫିସ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଜପା ସରକାର ନିର୍ଦ୍ଦିଷ୍ଟ ଅଳ୍ପ କିଛି ପୁଞ୍ଜିପତିଙ୍କୁ ଭାରତର ସମସ୍ତ ଜାତୀୟ ସମ୍ପତ୍ତି ଟେକି ଦେଇଛନ୍ତି ବୋଲି ଗୁରୁବାର ଢେଙ୍କାନାଳଠାରେ ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦଳର ପର୍ଯ୍ୟବେକ୍ଷକ ତଥା…

‘ଯାଯାବର’ଙ୍କ ପାଇଁ ସ୍ଥିତି ଜଟିଳ

ଢେଙ୍କାନାଳ ଅଫିସ, ୧୦।୨: ଓଡ଼ିଶାର ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ରହିଛି ଢେଙ୍କାନାଳ। ଏଠାରେ ହାତୀ-ମଣିଷ ସଂଘର୍ଷ ମଧ୍ୟ କିଛି କମ୍‌ ନୁହେଁ। ଗଜ ଉପଦ୍ରବ ରୋକିବା ଲାଗି ଅଧ ଡଜନରୁ ଊର୍ଦ୍ଧ୍ୱ ଯୋଜନା କାର୍ଯ୍ୟକାରୀ ହେଉଥିଲେ ମଧ୍ୟ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?