ଢେଙ୍କାନାଳ

ହାତୀପଲ ଭାଙ୍ଗି ଦେଲେ ଘର

ପରଜଙ୍ଗ,୨୭।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ କନ୍ତୋର ପଞ୍ଚାୟତ ଚାନ୍ଦପୁର ଗ୍ରାମରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ଗ୍ରାମର ମଞ୍ଜୁଲତା ନାଏକଙ୍କ ୨ ବଖରା ଘର ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଧାନ, ଚାଉଳ ଆଦି ନଷ୍ଟ...

ପ୍ରକୃତି କୋଳରେ ମଜ୍ଜିଲେ ପର୍ଯ୍ୟଟକ

ଢେଙ୍କାନାଳ ଅଫିସ, ୨୬।୧୨:ସମସ୍ତଙ୍କ ମନରେ ଭରି ରହିଥିଲା ଉତ୍ସାହ। ଶୀତର ସ୍ପର୍ଶରେ ପ୍ରକୃତିରାଣୀ ହସି ଉଠିଥିବାବେଳେ କିଛି ସମୟ ସବୁଜିମାମୟ ପରିବେଶରେ ବିତାଇବାକୁ ଢେର ଦିନରୁ ହୋଇଥିଲା ଯୋଜନା। ଏକା ଦିନରେ ରବିବାର ଆଉ ବଡ଼ଦିନ ପଡ଼ିଥିବାରୁ ଏଭଳି ସୁଯୋଗକୁ...

ଶ୍ରମିକନେତା ଦ୍ୱାରିକା ମୋହନଙ୍କ ପରଲୋକ

ତାଳଚେର, ୨୬।୧୨(ନି.ପ୍ର.):ବରିଷ୍ଠ ଶ୍ରମିକ ନେତା, ଢେଙ୍କାନାଳ ଦତ୍ତାତ୍ରେୟ ସାଇ ଆଶ୍ରମର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଦ୍ୱାରିକା ମୋହନ ମିଶ୍ରଙ୍କ ରବିବାର ରାତି ୯ଟା ୪୫ଟାରେ ତାଳଚେର ରେମୁଅଁାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସେ...

ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’

ଢେଙ୍କାନାଳ ଅଫିସ, ୨୫।୧୨: ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହୋଇଛି ‘ସପ୍ତଶଯ୍ୟା ମହୋତ୍ସବ’। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂଦେଓ, ରାଣୀ ସାବିତ୍ରୀ ଦେବୀ ଅତିଥି ଭାବେ ଯୋଗଦେଇ...

କଲମ ଛାଡ଼ିଲେ ଅଙ୍ଗନୱାଡି କର୍ମୀ

ପରଜଙ୍ଗ, ୨୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ୮ ଦଫା ପୂରଣ ଦାବିରେ ଶୁକ୍ରବାରଠାରୁ କଲମ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛନ୍ତି। ୨୦୯ ଅଙ୍ଗନଓ୍ବାଡି କର୍ମୀ ଏବଂ ୧୭୦ ସହାୟିକା ହନୁମାନ ବାଟିକାଠାରୁ...

‘ନିଷ୍ଠାର ସହ ଶିକ୍ଷାଦାନ କର’

ଢେଙ୍କାନାଳ ଅଫିସ, ୨୪।୧୨: ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ନିବେଦିତା ପାଣିଙ୍କ ସଭାପତିତ୍ୱରେ ଗଣଶିକ୍ଷା ମନ୍ତ୍ରୀ ସମୀର...

କୁଲେଇରେ ୫୨ ହାତୀ

ପରଜଙ୍ଗ, ୨୨।୧୨(ଡି.ଏନ.ଏ.): କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ କୁଲେଇ ଗ୍ରାମରେ ହାତୀ ଆତଙ୍କ ଦେଖାଦେଇଛି। ତାଳଚେର ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ମହାବିରୋଡ ରେଞ୍ଜ୍‌ରେ ପ୍ରବେଶ କରିଥିବା ୫୨ ହାତୀ ଖଳା...

ସର୍ବକନିଷ୍ଠ ବର୍ଗରେ ଢେଙ୍କାନାଳର ରାଜଶ୍ରୀ ମିସ୍‌ ଓଡ଼ିଶା

ଢେଙ୍କାନାଳ ଅଫିସ୍‌, ୨୨।୧୨: ରାଉରକେଲାର ସାମାଜିକ ଅନୁଷ୍ଠାନ ‘ସାଇନିଂ ରକର୍ସ’ର ୫ମ ବାର୍ଷିକ ଉତ୍ସବ ତଥା ‘ଓଡ଼ିଶା ସାଇନିଂ ଆଇକନ ସିଜିନ-୫’ର ସର୍ବକନିଷ୍ଠ ବର୍ଗରେ ଢେଙ୍କାନାଳର ରାଜଶ୍ରୀ ସିଂ ମିସ୍‌ ଓଡ଼ିଶା ଟାଇଟଲ ହାସଲ କରିଛନ୍ତି। ସେକ୍ଟର-୫ ଭଞ୍ଜ ଭବନଠାରେ...

ଛ’ଦେଶରେ ପଡୁନାହିଁ ବିକାଶ ଛାଇ

ଢେଙ୍କାନାଳ ଅଫିସ, ୨୧।୧୨: ବିଧାନସଭା କ୍ଷେତ୍ର ପୁନଃ ନିର୍ଦ୍ଧାରଣ ପରେ ଢେଙ୍କାନାଳ ଜିଲାର ଛ’ଦେଶ ଅଞ୍ଚଳକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ନିର୍ବାଚିତ ଜନପ୍ରତିନିଧିମାନେ ପ୍ରଶାସନ ନିକଟରେ ଠିକ୍‌ ଭାବେ ସମସ୍ୟା ଉପସ୍ଥାପନ କରିପାରୁନାହାନ୍ତି। ଫଳରେ ୧୬ ପଞ୍ଚାୟତର ବହୁ...

ଦେବୋଲିନ କଲେଜ କୁଇନ୍‌

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ଦେବୋଲିନ ବରାଳ ତରଙ୍ଗ ମ୍ୟୁଜିକ୍‌ କଲେଜ କୁଇନ ପ୍ରତିଯୋଗିତାରେ ଚଳିତ ବର୍ଷର ବିଜୟିନୀ ହୋଇଛନ୍ତି। ଫ୍ୟାଶନ ଓ ନୃତ୍ୟ କ୍ଷେତ୍ରରେ ନିଜର ଚମତ୍କାରିତା ପ୍ରତିପାଦିତ କରି ଦେବୋଲିନ କଲେଜ କୁଇନ୍‌...

ମାଟିରେ ମିଶିଲା ୨୫୬ ମିଟର ଉଚ୍ଚ ଚିମିନୀ

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା କୁରୁଣ୍ଟି ଗ୍ରାମ ନିକଟରେ କାର୍ଯ୍ୟକ୍ଷମ ହେବା ପୂର୍ବରୁ ବନ୍ଦ ହୋଇଯାଇଥିବା ଲାନ୍‌କୋ ବାବନ୍ଧ ପାୱାର ପ୍ଲାଣ୍ଟ ବିକ୍ରି ସରିଥିଲେ ମଧ୍ୟ ଏହା ପରିସରରେ ଥିବା ୨୫୬ ମିଟର ଉଚ୍ଚ...

ଉତ୍କଳ ବିଶ୍ୱବିଦ୍ୟାଳୟ ଦଳରେ ଢେଙ୍କାନାଳର ୧୦ ଖେଳାଳି

ଢେଙ୍କାନାଳ ଅଫିସ,୨୦ା୧୨: ଉତ୍ତରପ୍ରଦେଶର ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟଠାରେ ଆସନ୍ତା ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ବିଶ୍ୱବିଦ୍ୟାଳୟସ୍ତରୀୟ ମହିଳା ହକି ପ୍ରତିଯୋଗିତା ପାଇଁ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟ ଦଳ ଟ୍ରେନ୍‌ ଯୋଗେ ବନାରସ ଯାତ୍ରା କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri