ଢେଙ୍କାନାଳ

ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଜବତ

ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ଟାଉନ ଥାନା ଭିଏଚ୍‌ଏଫ୍‌ ବିଭାଗରେ କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତଦେହ ବୁଧବାର ରିଜଭର୍ର୍ ଲାଇନ ପୋଲିସ କ୍ୱାଟରରୁ ଜବତ ହୋଇଛି। ସୁନିତାଙ୍କ ସ୍ବାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ଗତକାଲି…

୭ ଦିନରେ ଜବରଦଖଲ ହଟାଅ

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ମଙ୍ଗଳବାର ସଂସଦୀୟ ମଣ୍ଡଳୀ କମିଟିର ସଡ଼କ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରି କହିଲେ, ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଟ୍ରାଫିକ୍‌ ସମସ୍ୟା ଦୂର…

ଚୋରା ବନ୍ଧୁକରେ ଶିକାର

ଢେଙ୍କାନାଳ ଅଫିସ, ୧୪।୨: ଗୁପ୍ତରେ ଚାଲିଥିଲା ଚୋରା ବନ୍ଧୁକ ତିଆରି ୟୁନିଟ୍‌। ଶସ୍ତାରେ ମିଳୁଥିବାରୁ ଏହାକୁ କିଣି ବନ୍ୟପ୍ରାଣୀ ଶିକାର କରୁଥିଲେ ଶିକାରୀ। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ବାଲିମୀ ଥାନା ମାହାଲୁଣ୍ଡା ଗ୍ରାମରେ ଦୀର୍ଘଦିନ ଧରି ଚାଲିଥିବା ଏଭଳି ବେଆଇନ…

୪ ପଦକ ଜିତିଲେ ଢେଙ୍କାନାଳ ପ୍ରତିଯୋଗୀ

ଢେଙ୍କାନାଳ ଅଫିସ, ୧୪।୨: ମହାରାଷ୍ଟ୍ର ପୁଣେସ୍ଥିତ ନିୟୁ ପ୍ରଭୁ ଶ୍ରୀଲର୍ନ ପରିସରରେ ଆୟୋଜିତ ଜାତୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଓଡ଼ିଶା ଦଳରେ ପ୍ରତିନିଧିତ୍ୱ କରୁଥିବା ଢେଙ୍କାନାଳର ୩ ପ୍ରତିଯୋଗୀ ପଦକ ଜିତିଛନ୍ତି। ସେଣ୍ଟ ଜାଭିୟର୍ସ ହାଇସ୍କୁଲର ଶୁଭ୍ରାଂଶୁ ସାହୁ ସ୍ବର୍ଣ୍ଣ, ଗୁରୁଦେବଜୀ ଗୁରୁକୁଳର…

ତାତିଲେ ଚାଷୀ

ଢେଙ୍କାନାଳ ଅଫିସ, ୧୪।୨: ବଳକା ଧାନକୁ ନେଇ ଢେଙ୍କାନାଳ ଜିଲାର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଟୋକନ ଅନୁଯାୟୀ ବିକ୍ରି କରିବା ସତ୍ତ୍ୱେ ଚାଷୀଙ୍କ ପାଖରେ ପର୍ଯ୍ୟାପ୍ତ ଧାନ ବଳିପଡ଼ିଛି। ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ମଣ୍ଡି ତୁଳନାରେ…

ବ୍ରାହ୍ମଣୀରୁ ଅବାଧ ବାଲି ଚାଲାଣ

ପରଜଙ୍ଗ, ୧୩।୨(ଡି.ଏନ୍‌.ଏ.):ନିଲାମ ହୋଇଛି ବାଲିଘାଟ। ହେଲେ ନିଲାମଧାରୀ ସଂସ୍ଥା ଦାଖଲ କରିନାହିଁ ଆବଶ୍ୟକ କାଗଜପତ୍ର। ତଥାପି ବାହୁବଳ, ରାଜନୈତିକ ଚାପ ପ୍ରୟୋଗ କରି ବ୍ରାହ୍ମଣୀ ଶଯ୍ୟାରୁ ଦିନରାତି ଉଠାଯାଉଛି ବାଲି। ଏଭଳି ବେଆଇନ କାର୍ଯ୍ୟ ସମ୍ପର୍କରେ ରାଜସ୍ବ ବିଭାଗ ଅବଗତ ଥିବା…

ବଳକା ଧାନ ବିକ୍ରି ଚିନ୍ତା

ଢେଙ୍କାନାଳ ଅଫିସ, ୧୩।୨:ମିଳିଥିବା ଟୋକନ ଅନୁଯାୟୀ ବିକ୍ରି ସରିଛି ଧାନ। ହେଲେ ଅମଳ ତୁଳନାରେ ଏହା ଯଥେଷ୍ଟ କମ୍‌। ବଳିଯାଇଥିବା ଧାନ ଅସୁରକ୍ଷିତ ଭାବେ ଖଳାରେ ଏବଂ ଘର ବାରଣ୍ଡାରେ ପଡ଼ିଥିବାବେଳେ ହାତୀ, ବାର୍‌ହା ମୁହଁରେ ଯାଉଛି। ଏଭଳି ସ୍ଥିତିରେ ଝାଳବୁହା…

ଟିଙ୍କ ପାଇଁ ଟେନ୍‌ସନ୍‌

ଢେଙ୍କାନାଳ ଅଫିସ, ୧୨।୨: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଟିଙ୍କକୁ ନେଇ ଦୁଇଦିନ ହେଲା ଟେନ୍‌ସନ୍‌ ବଢ଼ିଛି। ପାଠ ପଢ଼ିବାକୁ ଆସୁଥିବା ଛାତ୍ରୀଛାତ୍ର, କଲେଜରେ କାର୍ଯ୍ୟରତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀଙ୍କ ଶରୀରରେ ଟିଙ୍କ ଲାଗିଯାଉଛି। ଏହି କ୍ଷୁଦ୍ର କୀଟ କାନ ସମେତ…

ବ୍ୟାଙ୍କମିତ୍ରଙ୍କ ସ୍ବାମୀ ଇନ୍‌ଫର୍ମର

ପରଜଙ୍ଗ, ୧୨।୨(ଡି.ଏନ୍‌.ଏ.): ଅଞ୍ଚଳର କେଉଁ ବ୍ୟବସାୟୀ କେଉଁଦିନ ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଆସୁଥିଲେ। ସେମାନେ କେତେଟଙ୍କା ଜମା କରୁଥିଲେ। ହାରାହାରି କେତେ ସମୟ ବ୍ୟାଙ୍କରେ ରହୁଥିଲେ। କେତେବେଳେ ଏବଂ କେଉଁ ବାଟରେ ଫେରୁଥିଲେ। ଏସବୁର ସବିଶେଷ ସୂଚନା ଜାଣିବା ପାଇଁ…

‘କୋଇ’ରେ ବଢୁଛନ୍ତି କଲରାପତରିଆ

ଢେଙ୍କାନାଳ ଅଫିସ,୧୧ା୨: ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ ଦୀର୍ଘବର୍ଷ ହେଲା ବିଳୁପ୍ତ ହୋଇଯାଇଛି ମହାବଳ ବଂଶ। ଏହାର ଅଭାବକୁ ଏବେ ପୂରଣ କରୁଛନ୍ତି କଲରାପତରିଆ। ସାତକୋଶିଆ ସୀମାନ୍ତ ହିନ୍ଦୋଳ ରେଞ୍ଜ୍‌ର କୋଇ ଏବଂ କନ୍ଧରା ସଂରକ୍ଷିତ ଜଙ୍ଗଲ…

ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ମାମଲା: ୬ କେଜି ସୁନା, ୪ ଲକ୍ଷ ଟଙ୍କା ଜବତ

ଢେଙ୍କାନାଳ ଅଫିସ,୯।୨: ମହାବିରୋଡ଼ ଗ୍ରାମ୍ୟ ବ୍ୟାଙ୍କ ସମେତ ପରଜଙ୍ଗ ଥାନା ଅଞ୍ଚଳରୁ ୩ଟି ଲୁଟ୍‌ ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ଢେଙ୍କାନାଳ ପୋଲିସ। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଉତ୍ତର- କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ୩ଟି…

ପ୍ରଥମ କାମାକ୍ଷାନଗର ମହୋତ୍ସବ ଆରମ୍ଭ

କାମାକ୍ଷାନଗର, ୯।୨(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ରହୁଥିବା ଲୋକେ ମନୋରଞ୍ଜନ ପାଇଁ ସୁଯୋଗ ଖୋଜୁଥାଆନ୍ତି। ପ୍ରଥମଥର ଆୟୋଜିତ କାମାକ୍ଷାନଗର ମହୋତ୍ସବ ଉପଖଣ୍ଡ ଅଞ୍ଚଳବାସୀଙ୍କ ଏହି ଆଶା ପୂରଣ କରିବ ବୋଲି କହିଛନ୍ତି ଖଣିମନ୍ତ୍ରୀ ତଥା କାର୍ଯ୍ୟକ୍ରମର ଉପଦେଷ୍ଟା ପ୍ରଫୁଲ୍ଲ ମଲ୍ଲିକ। ମହୋତ୍ସବ ଉପଲକ୍ଷେ ସାରଙ୍ଗଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?