ଢେଙ୍କାନାଳ

ଉଦ୍ଦେଶ୍ୟମୂଳକ ଭାବେ ଦିଆଯାଉଛି ନିର୍ଯାତନା

ଢେଙ୍କାନାଳ ଅଫିସ,୨୩ା୮: ଢେଙ୍କାନାଳ ଜିଲା ସଦର ବ୍ଲକର କ୍ଲଷ୍ଟର ରିସୋର୍ସ ସେଣ୍ଟର କୋଅର୍ଡିନେଟର (ସିଆର୍‌ସିସି) ମାନଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିର୍ଯାତନା ଦିଆଯାଉଥିବା ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସପ୍ତାହେ ମଧ୍ୟରେ ସମସ୍ୟାର ସମାଧାନ କରା ନ ଗଲେ ସିଆର୍‌ସିସିମାନେ...

ବାର୍ଦ୍ଧକ୍ୟରେ ବଢୁଛି ବ୍ୟଥା

ଢେଙ୍କାନାଳ ଅଫିସ, ୨୨।୮: ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା, ସେମାନଙ୍କୁ ଅଧିକାର ପ୍ରଦାନ କରିବା ଏବଂ ଅନ୍ୟମାନଙ୍କୁ ଏ ଦିଗରେ ସଚେତନ କରାଇବା ଉଦ୍ଦେଶ୍ୟରେ ରବିବାର ବିଶ୍ୱବ୍ୟାପୀ ପାଳିତ ହୋଇଛି ବରିଷ୍ଠ ନାଗରିକ ଦିବସ। ସେମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି...

ଶିଳ୍ପାନୁଷ୍ଠାନ ଥାଇ ବିକାଶ ନାହିଁ

ଢେଙ୍କାନାଳ ଅଫିସ, ୨୧।୮: ଢେଙ୍କାନାଳ ଜିଲାରେ ଶିଳ୍ପାନୁଷ୍ଠାନ ସଂଖ୍ୟା ବୃଦ୍ଧି ପାଉଛି। ହେଲେ ଏହା ତୁଳନାରେ ଗ୍ରାମାଞ୍ଚଳ କିମ୍ବା ସହରାଞ୍ଚଳର ବିକାଶ ହୋଇପାରିନାହିଁ। ଶିଳ୍ପସଂସ୍ଥା ନିଜର ୩ ବର୍ଷ ଲାଭାଂଶର ୨ ପ୍ରତିଶତ ଅର୍ଥରାଶି କମ୍ପାନୀ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)...

ବାଟ ପାଉନି ବର୍ଷାପାଣି

ଢେଙ୍କାନାଳ ଅଫିସ, ୨୧।୮: ଡ୍ରେନ୍‌ ଉପରେ ଠିଆ ହୋଇଛି କୋଠାବାଡ଼ି। ଅବରୋଧ ହୋଇରହିଛି ଜଳ ନିଷ୍କାସନର ପ୍ରମୁଖ ପଥ। କେଉଁଠି ଗଦା ହୋଇ ରହିଛି ନିର୍ମାଣ ସାମଗ୍ରୀ ତ ଅନ୍ୟ କେଉଁଠି ସ୍ଥାଣୁ ପାଲଟିଛି ଡ୍ରେନେଜ୍‌ ବ୍ୟବସ୍ଥା। ସ୍ଥିତି ଏବେ...

ବିପଦ ସାଜିଛି ବାରଘରିଆ ନାଳ

ପରଜଙ୍ଗ, ୨୦ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳବାସୀଙ୍କ ଦୁଃଖ ପାଲଟିଛି ବାରଘରିଆ ନାଳ। ବର୍ଷାଦିନେ ନାଳ ପାଣି ଉଛୁଳି ପୁରୁଣା ସେତୁ ବୁଡ଼ିଯାଉଛି। ନୂତନ ବ୍ରିଜ୍‌ ନିର୍ମାଣ ଶେଷ ହୋଇଯାଇଥିବାବେଳେ ଆପ୍ରୋଚ୍‌ ରୋଡ୍‌ ପାଇଁ ଟେଣ୍ଡର ହୋଇପାରୁ ନ ଥିବାରୁ...

୩୧ରେ ଆବାହନ, ୬ରେ ବିସର୍ଜନ

ଢେଙ୍କାନାଳ ଅଫିସ, ୨୦ା୮: ଦୀର୍ଘ ଦୁଇବର୍ଷ ପରେ ମଣ୍ଡପରେ ବିରାଜିବେ ବିଘ୍ନବିନାଶକ। ଆଡମ୍ବର ସହକାରେ ବିଦ୍ୟାଦାତାଙ୍କୁ କରାଯିବ ଆବାହନ। ଅସ୍ଥାୟୀ ମଣ୍ଡପରେ ଅଗଷ୍ଟ ୩୧ରୁ ପାରମ୍ପରିକ ନୀତି ଅନୁଯାୟୀ ପୂଜା ଆରମ୍ଭ ହେବ। ୬ ତାରିଖରେ ଗଜାନନଙ୍କୁ ବିଦାୟ ଦିଆଯିବ।...

ସେଣ୍ଟ୍ରାଲ ହସ୍ପିଟାଲରେ ହୋଇପାରୁନି ଅଲ୍ଟ୍ରାସାଉଣ୍ଡ

ତାଳଚେର, ୨୦ା୮(ନି.ପ୍ର.): ଜିଲା ସ୍ବାସ୍ଥ୍ୟ ବିଭାଗର ଅବହେଳା କାରଣରୁ ତାଳଚେରସ୍ଥିତ ଏମ୍‌ସିଏଲ୍‌ର କେନ୍ଦ୍ରୀୟ ଚିକିତ୍ସାଳୟରେ ଗତ ମେ ମାସରୁ ଅଲ୍ଟ୍ରାସାଉଣ୍ଡ ସେବା ବନ୍ଦ ରହିଥିବା ଅଭିଯୋଗ ହୋଇଛି। ଫଳରେ ୨୦ ହଜାରରୁ ଅଧିକ ଶ୍ରମିକ ଏବଂ ପାରିପାଶର୍‌ବିକ ଅଞ୍ଚଳବାସୀ ଏହି...

ବର୍ଷାରେ ଅସ୍ତବ୍ୟସ୍ତ ଅନୁଗୋଳ

ଅନୁଗୋଳ ଅଫିସ, ୨୦ା୮: ଭୋର୍‌ ସମୟରୁ ଜାରି ରହିଛି ଭୀଷଣ ବର୍ଷା। ବିଜୁଳି, ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷାରେ ଶୁକ୍ରବାର ଅସ୍ତବ୍ୟସ୍ତ ହୋଇପଡ଼ିଛି ଅନୁଗୋଳ। ଜିଲାରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଥିବାବେଳେ ଅନୁଗୋଳ ସହରରେ ସୃଷ୍ଟି ହୋଇଛି ଜଳବନ୍ଦୀ...

ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ପିଲା ଅସୁସ୍ଥ

କାମାକ୍ଷାନଗର, ୨୦।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପୋକରା ସୋୟା ବଡି ପାଇଁ ଏଭଳି ସ୍ଥିତି ଉପୁଜିଥିବା ପ୍ରଧାନ ଶିକ୍ଷୟିତ୍ରୀ, ଅଭିଭାବକ...

ରୋଗୀ ସେବାରେ ଅବହେଳା: ଜିଲାପାଳଙ୍କୁ ଦାବିପତ୍ର

ଢେଙ୍କାନାଳ ଅଫିସ୍‌,୧୯।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପର ମହଲା ଦେଇ ୪ ବର୍ଷରେ ୪ ଜଣ ରୋଗୀ ଆତ୍ମହତ୍ୟା କରିବା, ସୁରକ୍ଷା ବ୍ୟବସ୍ଥା ଢିଲା, ଓ ରୋଗୀ ସେବାରେ ଅବହେଳା ପ୍ରଦର୍ଶନ ଆଦି ଦାବିକୁ ନେଇ ଢେଙ୍କାନାଳ ଜିଲା...

ପାଣି ଉଛୁଳିବା ପରେ ବଢ଼ିଲା ଚିନ୍ତା

ଢେଙ୍କାନାଳ ଅଫିସ,୧୯।୮: ଲଗାଣବର୍ଷା ହେଲେ ଢେଙ୍କାନାଳର ଐତିହାସିକ କୁଞ୍ଜକାନ୍ତ ପୋଖରୀର ଚିତ୍ର ବଦଳିଯାଉଛି। ପାଣି ନିଷ୍କାସନ ହୋଇ ନ ପାରି ୩ନଂ. ଓ୍ବାର୍ଡରେ ପ୍ରବାହିତ ହେଉଛି। ଏହି କାରଣରୁ ରାସ୍ତାଘାଟ କ୍ଷତିଗ୍ରସ୍ତ ହେଉଥିବାବେଳେ ପ୍ରଭାବିତ ହେଉଛି ସାଧାରଣ ଲୋକଙ୍କ ଜୀବନଯାତ୍ରା।...

ଢେଙ୍କାନାଳରେ ଜନ୍ମାଷ୍ଟମୀ

ଢେଙ୍କାନାଳ ଅଫିସ,୧୮ା୮: ଢେଙ୍କାନାଳ ସହର କୁଞ୍ଜକାନ୍ତ୍ର ଅଞ୍ଚଳ ଶ୍ରୀରାଧା କୃଷ୍ଣଙ୍କ ମନ୍ଦିରରେ ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରଦ୍ଧାଳୁମାନେ ଧାଡ଼ିରେ ଛିଡ଼ା ହୋଇ ଶ୍ରୀରାଧା କୃଷ୍ଣଙ୍କ ଦର୍ଶନ କରିବା ସହିତ ଠାକୁରଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri