ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ
ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ ଅଛନ୍ତି । ଗୋଟିଏ ହନୁ ମାଙ୍କଡ଼ ପାଗଳ ହୋଇ ଆଖପାଖ ଗ୍ରାମର ପ୍ରାୟ…
ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି
ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ ସବୁଜ ନ୍ୟାୟାଧିକରଣ (ଏନ୍ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ତତ୍ପର ଦେଖାଇଛି ତହସିଲ ପ୍ରଶାସନ। ଜବରଦଖଲକାରୀଙ୍କୁ କାରଣ…
ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ
ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି । ଏହି ବିଷୟରେ ବାରମ୍ବାର ବିଭାଗୀୟ ଯନ୍ତ୍ରୀକୁ ଅବଗତି କରାଯାଇଥିଲେ…
୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…
ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ ବର୍ଷ ମହିମା ସ୍ବାମୀଙ୍କର ଆବିର୍ଭାବର ୨୦୦ ବର୍ଷ ପୂର୍ତ୍ତି ହୋଇଛି। ମେଳା ଉପଲକ୍ଷେ…
ବ୍ରିଜ୍ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…
ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶିଶୁ ଜଣଙ୍କ ବାଉଁଶପାଳ ପଞ୍ଚାୟତ ଅନ୍ତର୍ଗତ ଚୁଳିଆ ମୁଣ୍ଡା ସାହିର…
ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ
ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା ୫ଟାରେ ଝାଡ଼ଦୀପ ପ୍ରଜ୍ୱଳିତ ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ…
ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି
ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…
ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ
ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମନ୍ଦିର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ଥିବା ପିତ୍ତଳ…
ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ
କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ (DEO) ପରେଶ ପାତ୍ରଙ୍କୁ ଏହି ଗିରଫ ପରୱାନା ଜାରି କରିଛନ୍ତି।…
କପିଳାସ ଦର୍ଶନ ସାରି ଫେରିବାବେଳେ ଅଘଟଣ: ଓଲଟି ପଡିଲା କାର୍, ଭିତରେ ଥିଲେ ୬ ଯାତ୍ରୀ
ଢେଙ୍କାନାଳ ,୧୬।୧(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଘାଟି ରାସ୍ତା ୧୦ ନମ୍ବର ବାଙ୍କରେ ଶୁକ୍ରବାର ଅପରାହ୍ନରେ ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଏହି ଦୁର୍ଘଟଣାରେ କାର୍ରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି ।…
ଜିଲାପାଳଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ-ସ୍ବାମୀ, ଜଙ୍ଗଲରୁ ପାଇଥିବା ଶିଶୁକୁ ନେଇଯିବାରୁ…
ଢେଙ୍କାନାଳ,୧୫।୧(ରତନ ନାୟାର) : ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଛୁରୀ ବାଙ୍କ ଗ୍ରାମର ମୁଷା ନାୟକ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ ନବଜାତ ଶିଶୁପୁତ୍ରକୁ ବୁଦାରେ ପଡ଼ିଥିବା ଦେଖିଥିଲେ । ଶିଶୁପୁତ୍ରକୁ ଉଦ୍ଧାର କରି ଆଣି ସେ ଗ୍ରାମବାସୀ,…
ବାଇକରେ ଯାଉଥିବା ବେଳେ ଅଘଟଣ, ମାଞ୍ଜାସୂତା ଲାଗି କଟିଗଲା ଯୁବକଙ୍କ ନାକ…
ଢେଙ୍କାନାଳ,୧୪।୧(ରତନ ନାୟାର): ମାଞ୍ଜାସୂତା ଲାଗି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଢେଙ୍କାନାଳ ସହରର ପ୍ରମୁଖ ବଜାର ମୀନାବଜାର ଅଂଚଳରେ ବୁଧବାର ଅପରାହ୍ନରେ କିଛି ଯୁବକ ମାଞ୍ଜା ସୂତା ଲଗାଇ ଗୁଡି ଉଡାଉଥିଲେ । ସେହି ସମୟରେ ପ୍ରମୁଖ ରାସ୍ତାରେ ବାଇକରେ…
Archives


