ଢେଙ୍କାନାଳ

ଭୁବନ ବିକାଶ ପାଇଁ ରୋଡ୍‌ ମ୍ୟାପ୍‌

ଭୁବନ, ୩୦।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଗ୍ରାମ ତଥା ଢେଙ୍କାନାଳ ଜିଲାର ଅନ୍ୟତମ ବାଣିଜି୍ୟକ ପେଣ୍ଠସ୍ଥଳୀ ଭୁବନର ସାମଗ୍ରିକ ବିକାଶ ହେବ। ଜନସଂଖ୍ୟା ବୃଦ୍ଧି ଯୋଗୁ ସଙ୍କୁଚିତ ହୋଇପଡୁଥିବା ସହରାଞ୍ଚଳର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ...

ଫେରିଲା ହକି ଫିଭର

ଢେଙ୍କାନାଳ ଅଫିସ, ୨୯।୧୧:ଜାନୁୟାରୀ ୧୩ରୁ ଆରମ୍ଭ ହେଉଛି ବିଶ୍ୱକପ୍‌ ହକି। ଏହି ବିଶ୍ୱସ୍ତରୀୟ ଲୋକପ୍ରିୟ କ୍ରୀଡ଼ାର ଆୟୋଜକ ଓଡ଼ିଶା ରହିଥିବାରୁ ରାଜଧାନୀରୁ ରାଉରକେଲା ଯାଏ ସବୁଠି ଏବେ ହକି ଫିଭର। ଏଥିରୁ ବାଦ୍‌ ପଡ଼ିନି ହକିର ଅନ୍ତୁଡ଼ିଶାଳ ଢେଙ୍କାନାଳ। ସ୍ଥାନୀୟ...

ରୋବୋ ପଦ୍ଧତି ରୋକିବ ଦୁର୍ଘଟଣା

ଢେଙ୍କାନାଳ ଅଫିସ, ୨୭।୧୧: ୱାଗନ ଅନଲୋଡିଂ ସମୟରେ ଦୁର୍ଘଟଣା ଏଡ଼ାଇବା ପାଇଁ ଢେଙ୍କାନାଳ ଟାଟା ଷ୍ଟିଲ୍‌ ମେରାମଣ୍ଡଳୀରେ ‘ର ମ୍ୟାଟେରିଆଲ ହାଣ୍ଡଲିଂ ସିଷ୍ଟମ୍‌ ଅପରେଶନ’ରେ ରୋବୋ ସୁବିଧାଯୁକ୍ତ ଅତ୍ୟାଧୁନିକ ୱାଗନ ଟିପଲର ବ୍ୟବସ୍ଥା ଗତ ୨୩ ତାରିଖରୁ ଆରମ୍ଭ ହୋଇଛି।...

ଫେରିଲା ରାଜପଥ ତାତି

ଢେଙ୍କାନାଳ ଅଫିସ, ୨୬।୧୧: କଟକ ଜିଲା ମଙ୍ଗୁଳି ଛକଠାରୁ ଢେଙ୍କାନାଳ-ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୫ ବର୍ଷ ହେଲା ଶେଷ ହେଉନାହିଁ। ଶୋଚନୀୟ ହୋଇପଡ଼ିଥିବା ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ...

୫୫ ନଂ ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ,୨୫ା୧୧: ଢେଙ୍କାନାଳ ସହର କଲେଜ ବାଇପାସ୍‌ଛକ ଠାରେ ଶୁକ୍ରବାର ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଜିଲାର ବିଜେଡି ନେତୃବୃନ୍ଦ ବହୁସଂଖ୍ୟାରେ ସାମିଲ...

ଖରା, କାକରରେ ପଡ଼ି ରହିଛନ୍ତି ମହାପ୍ରଭୁ

ଢେଙ୍କାନାଳ ଅଫିସ,୨୪ା୧୧: କୋଟି କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ପୁଣି ଅପମାନ କରାଯାଇଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜବାହର ଚୌକ ଅଞ୍ଚଳରେ। ଜବାହର ଚୌକ ଅଞ୍ଚଳରେ ସହରର ପ୍ରମୁଖ ରାସ୍ତାକଡ଼ରେ ଖରା,କାକର, ଧୂଳିରେ ଆଜକୁ...

ଐଶର୍ଯ୍ୟା ହେଲେ ଗ୍ଲୋରୀ କୁଇନ୍‌

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଶିବାୟ ଡ୍ୟାନ୍ସ ମ୍ୟୁଜିକ୍‌ ଏକାଡେମୀର ୫ମ ବାର୍ଷିକ ଉତ୍ସବରେ ୨ୟ ମହାକାଳେଶ୍ୱର ମହୋତ୍ସବ ଢେଙ୍କାନାଳ ସହରସ୍ଥିତ ଗୋପବନ୍ଧୁ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ପୌରପାଳିକାର ଉପାଧ୍ୟକ୍ଷ ପ୍ରକାଶ...

ଜବରଦଖଲ ଉଚ୍ଛେଦ ପରେ ମହିମାଗାଦି ଖାଁ ଖାଁ

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଜିଲାରେ ଥିବା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ମଙ୍ଗଳବାର ରାଜ୍ୟ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଗାଦି ମନ୍ଦିର ତୃତୀୟ ବେଢା ମଧ୍ୟରୁ ଚିହ୍ନଟ ଜବରଦଖଲ ଜମିରେ ନିର୍ମିତ ବତୀ ମନ୍ଦିର, ଧୂନୀମନ୍ଦିର...

ଆଖିକୁ ବାଲି ଫିଙ୍ଗିଲେ, ଖୁରରେ କାଟିଲେ

ପରଜଙ୍ଗ, ୨୩।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଘଟାଇ ଚାଲିଛନ୍ତି ଗୋଟିଏ ପରେ ଗୋଟିଏ ଅପରାଧ। ପୋଲିସ କେବଳ ତଦନ୍ତ...

ମହିମାଗାଦିରେ ବୁଲିଲା ଜେସିବି

ଢେଙ୍କାନାଳ ଅଫିସ, ୨୩।୧୧: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିର ବିବାଦୀୟ ତୃତୀୟ ବେଢ଼ାରୁ ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ସରିଛି। କୌପିନଧାରୀ ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ଉପାସନାସ୍ଥଳୀରେ ଥିବା ବତି ମନ୍ଦିର, ଧୁନି...

ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା ଅଞ୍ଚଳବାସୀ ପ୍ରଭାବିତ ହେଉଛନ୍ତି। ସ୍ଥାନୀୟ ପୋଲିସର ଦୃଷ୍ଟି ଆକର୍ଷଣ କଲେ ଅଭିଯୋଗକାରୀଙ୍କୁ ଅସଦାଚରଣ...

ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଲେ ଦୀପ୍ତି

ଢେଙ୍କାନାଳ ଅଫିସ, ୨୧ା୧୧: ଭୁବନେଶ୍ୱର ଜୟଦେବ ବିହାର ଛକ-କଳିଙ୍ଗ ଷ୍ଟାଡିୟମ୍‌ ରାସ୍ତାକୁ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଅଭିନବ ଉଦ୍ୟମ କରିଛନ୍ତି ସଫ୍ଟଓ୍ବେର ଇଞ୍ଜିନିୟର ଦୀପ୍ତି ଦାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri