ଢେଙ୍କାନାଳ

କଳାର ସୌଦାଗର ସୁରସାର୍‌

ଭୁବନ, ୨୩।୧୦(ଡି.ଏନ.ଏ.) ହାତରେ ଚାମର ଧରିଲେ ସେ ପାଲଟିଯାଆନ୍ତି ପାଲାଗାୟକ। ରଙ୍ଗତୂଳୀ ଧରିଲେ ମାଟି ପ୍ରତିମାରେ ସଞ୍ଚରି ଉଠେ ଜୀବନ। ନାଟକ ପ୍ରଚ୍ଛଦପଟରେ ରହି କଳାକାରଙ୍କୁ ତାଗିଦ୍‌ କରିବା ବେଳେ ତାଙ୍କ ପରିଚୟ ବଦଳିଯାଏ ନାଟ୍ୟ ନିର୍ଦ୍ଦେଶକରେ। ମୁହଁରେ ରଙ୍ଗ...

ଆବାସ ପାଇଁ ରାସ୍ତା ବାଧକ

ଭାପୁର, ୨୦।୧୦(ଡି.ଏନ.ଏ.) – ଆବାସ ଯୋଜନାରେ ଘର ତୋଳାହେବ। ଏଥିପାଇଁ ମିଳିଛି କାର୍ଯ୍ୟାଦେଶ। ଟଙ୍କା ବି ମଞ୍ଜୁର ହୋଇସାରିଲାଣି। ହେଲେ ହିତାଧିକାରୀ ଅସହାୟ। ଇଚ୍ଛାଥିଲେ ବି ସେମାନେ ନିଜର ଘର ଖଣ୍ଡିକ ତିଆରି କରିପାରିବେନି। କାରଣ ବାସଗୃହ ନିର୍ମାଣ ଲାଗି...

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି...

ବଜ୍ରାଘାତ ନେଲା ଜଣଙ୍କ ଜୀବନ, ୩ ଗୁରୁତର

ଭୁବନ, ୧୫।୧୦(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଏନଏସି ଗୋଡ଼ି ପାଟଣା ଗ୍ରାମର ପଦନ ଦାସ (୫୨) ବଜ୍ରାଘାତରେ ମୃତବରଣ କରିଛନ୍ତି। ସେହିପରି ବଜ୍ରାଘାତରେ ଭୁଷଳ ପଞ୍ଚାୟତ ଅସୁର ବନ୍ଦ ଗ୍ରାମର ଚଗଲି ମଳିକ(୩୩), ଦେବକୀ ମଳିକ(୫୦) ଓ କଣ୍ଢେଇ ମଳିକ...

ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍‌ସିଲ୍‌ ଆର୍ଟ

ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ ଆରମ୍ଭ କରି ତେଲୁଗୁ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଅବିକଳ ଚିତ୍ର, ତାହା...

ସହାୟତା ଅପେକ୍ଷାରେ ସଂଗ୍ରହାଳୟ

ଢେଙ୍କାନାଳ ଅଫିସ, ୧୩।୧୦- ଐତିହ୍ୟସମ୍ପନ୍ନ ଜିଲା ଢେଙ୍କାନାଳ। ଜିଲାର କୋଣ ଅନୁକୋଣରେ କୀର୍ତ୍ତିରାଜିର ସମ୍ଭାର। ରାଜାରାଜୁଡ଼ା ଅମଳର ସଂଗ୍ରାମ ହେଉ କି ଗଡ଼ଜାତ ଆନ୍ଦୋଳନ ଅବା ସ୍ବାଧୀନତା ସଂଗ୍ରାମ ସବୁ କିଛି ଦେଖିଛି ଓଡ଼ିଶାର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲା।...

କଟକଣାରେ ହେବ ବଳଦଯାତ୍ରା

ଭୁବନ, ୧୦।୧୦(ଡି.ଏନ.ଏ.) କଟକଣା ମଧ୍ୟରେ ପାଳିତ ହେବ ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା। କରୋନା ସଂକ୍ରମଣ ବଢୁଥିବାରୁ ଚଳିତବର୍ଷ କେବଳ ୨ ସମାଜର ବଳଦକୁ ଶୋଭାଯାତ୍ରାରେ ବାହାର କରିବାକୁ ଅନୁମତି ମିଳିଛି। ନିରାଡ଼ମ୍ବର ଭାବେ ଯାତ୍ରା ସମ୍ପନ୍ନ କରିବାକୁ...

‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ ସାଇ କ୍ରୀଡ଼ା ଛାତ୍ରାବାସ

ଢେଙ୍କାନାଳ ଅଫିସ, ୧୦।୧୦ ଢେଙ୍କାନାଳରେ ଥିବା ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଛାତ୍ରାବାସ ‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଗୁରୁବାର ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ଏକ ପ୍ରତିନିଧି ମଣ୍ଡଳୀ ପରଖିଛନ୍ତି। ସେମାନେ...

ହାତୀ-ମଣିଷ ସଂଘର୍ଷରେ ଢେଙ୍କାନାଳ ଆଗରେ

ଢେଙ୍କାନାଳ ଅଫିସ,୮ା୧୦: ପ୍ରତିବର୍ଷ ଅକ୍ଟୋବର ପ୍ରଥମ ସପ୍ତାହରେ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଏ। କିନ୍ତୁ ସ୍ଥାୟୀ ପ୍ରତିକାର ବାହାରିପାରେ ନାହିଁ। ରାଜ୍ୟରେ ଚାଲିଥିବା ହାତୀ-ମଣିଷ ସଂଘର୍ଷରେ ପ୍ରତିବର୍ଷ ଅନେକ ହାତୀ ଓ ମଣିଷଙ୍କ ଜୀବନହାନି ହେଉଥିଲେ ମଧ୍ୟ...

ସାହା ହେଲା ମା’ ହାତୀ

ଢେଙ୍କାନାଳ ଅଫିସ,୬ା୧୦ ଗଁ। ପାଖ ଦେଇ ଜଙ୍ଗଲକୁ ଯିବାବେଳେ ଏକ କଂକ୍ରିଟ୍‌ ନାଳ ମଧ୍ୟରେ ଖସି ପଡ଼ିଥିଲା ଛୁଆ ହାତୀ। ଦଳରେ ଥିବା ସାଥୀମାନେ ଆଗକୁ ବଢ଼ିଯାଇଥିଲେ ବି ନିଜ ଛୁଆ ପାଇଁ ଅଟକି ଯାଇଥିଲା ମା’। ଅଣଓସାରିଆ ନାଳ...

ଅନିଶ୍ଚିତତାରେ ‘ବଳଦଯାତ୍ରା’

ଭୁବନ, ୫।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ଏହାକୁ ସହଜରେ...

ଖୋଲିଲା କପିଳାସ ପ୍ରାଣୀ ଉଦ୍ୟାନ

ଢେଙ୍କାନାଳ ଅଫିସ, ୫।୧୦: ଦୀର୍ଘ ୭ମାସ ପରେ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି କପିଳାସ ପ୍ରାଣୀ ଉଦ୍ୟାନ। ବର୍ଷାପାଗ ସତ୍ତ୍ୱେ ରବିବାର ପ୍ରଥମ ଦିନରେ ୫୪ ଜଣ ଜୁ’ ବୁଲିଛନ୍ତି। ସଂକ୍ରମଣ ପ୍ରତିହତ କରିବାକୁ ଚିଡ଼ିଆଖାନା କର୍ତ୍ତୃପକ୍ଷ ଏବଂ ବନ...

Advertisement
Archives

Model This Week

Why Dharitri