ହକିର ସ୍ବର୍ଣ୍ଣିମ ଦିନ ଫେରିଛି
କାମାକ୍ଷାନଗର, ୭।୧(ଡି.ଏନ୍.ଏ.): ଢେଙ୍କାନାଳରୁ ବିଦାୟ ନେବା ପରେ ପୂର୍ବାହ୍ନ ୧୧ଟାରେ କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତ ପଥପ୍ରାନ୍ତ ସୁବିଧା କେନ୍ଦ୍ର ପାଖରେ ପହଞ୍ଚତ୍ଥିଲା ଟ୍ରଫି। ସେଠାରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହାକୁ ସମ୍ବର୍ଦ୍ଧିତ କରିଥିଲେ। ଜଗନ୍ନାଥ ବଜାର ଛକଠାରୁ ରାସ୍ତାର ଉଭୟ…
ସହର ଜନସମୁଦ୍ର
ଢେଙ୍କାନାଳ ଅଫିସ, ୭।୧: ହକି ବିଶ୍ୱକପ୍କୁ ମଝିରେ ଦିନ କେଇଟା ବାକି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟକୁ ସ୍ମରଣୀୟ କରିବା ଲାଗି ରାଜ୍ୟ ପରିକ୍ରମାରେ ବାହାରିଥିବାବେଳେ ଟ୍ରଫିକୁ ସବୁଠି ଦିଆଯାଉଛି ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ହକିର ଅନ୍ୟତମ ଅନ୍ତୁଡ଼ିଶାଳ ଢେଙ୍କାନାଳ ଜିଲା ମଧ୍ୟ ଏଥିରୁ…
ବିବାଦ ପଛରେ ପଥରଖଣି
ଢେଙ୍କାନାଳ ଅଫିସ, ୭।୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା ଓରଫ ରାଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୫ ଅଭିଯୁକ୍ତଙ୍କୁ ପିପିଲି ଅଞ୍ଚଳରୁ ଗିରଫ କରିଛି। ସେମାନେ ହେଲେ ପୋଡ଼ାପଡ଼ା…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୮ ସ୍ଥାନରେ ଏକକାଳୀନ ଚଢାଉ
ପରଜଙ୍ଗ,୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର (ଆର୍ଡବ୍ଲଏସ୍ଏସ୍ ) ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଡିଭିଜନର ଅଭିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିହଡୋଳ ସ୍ଥିତ ବାସଭବନ ସମେତ ପଙ୍ଗାତିରା ସ୍ଥିତ ଶ୍ବଶୁର ଘର…
ଦାୟୀତ୍ୱ ନେଲେ ଢେଙ୍କାନାଳର ନୂତନ ଏସ୍ପି
ଢେଙ୍କାନାଳ ଅଫିସ,୬।୧: ଢେଙ୍କାନାଳ ଜିଲାର ନୂତନ ଏସ୍ପି ଭାବେ ଓଡ଼ିଶା ପୋଲିସ ସେବାର ବରିଷ୍ଠ ଅଧିକାରୀ ଜ୍ଞାନ ରଞ୍ଜନ ମହାପାତ୍ର ଶୁକ୍ରବାର ପୋଲିସ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଅତିରିକ୍ତ ଏସ୍ପି…
ଢେଙ୍କାନାଳରେ ହକି ବିଶ୍ୱ କପ୍କୁ ଭବ୍ୟ ସ୍ବାଗତ
ଢେଙ୍କାନାଳ ଅଫିସ,୬।୧: ହକି ବିଶ୍ବକପ୍କୁ ଢ଼େଙ୍କାନାଳରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶୁକ୍ରବାର ସକାଳେ ହକି ବିଶକପ୍କୁ ସହରସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିକଟକୁ ଅଣାଯାଇଥିଲା। ଏହି ଅବସରରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଲୋକକଳା କଳାକାରଙ୍କ ଦ୍ୱାରା ଲୋକ ନୃତ୍ୟ, ସଙ୍ଗୀତ…
ଦଦରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼
ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି ସମୟ ବିତାଇବା ଲାଗି ଏଠାକୁ ଛୁଟି ଆସୁଛନ୍ତି ରାଜ୍ୟ ତଥା ରାଜ୍ୟ ବାହାରର…
ପ୍ରତି ବ୍ଲକରେ ହେବ ୨ ଶୀତଳ ଭଣ୍ଡାର
ଢେଙ୍କାନାଳ ଅଫିସ,୫।୧: ଢେଙ୍କାନାଳ ଜିଲା ପରିଷଦର ୪ର୍ଥ ସାଧାରଣ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର…
କ୍ରଶରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ
ଢେଙ୍କାନାଳ ଅଫିସ, ୪।୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା (୪୪) ଏବଂ ସୁବ୍ରତ କୁମାର ନାୟକଙ୍କ ଉପରେ ସୋମବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଉଭୟେ ରାତ୍ରି ଭୋଜନ କରୁଥିବାବେଳେ ୧୦ରୁ…
‘ନିର୍ଭୀକ ଭାବେ କଲମ ଚଳାଅ’
ଭୁବନ, ୩।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବରିଷ୍ଠ ନାଗରିକ ସଭାଗୃହରେ ରବିବାର ଆଞ୍ଚଳିକ ସାହିତ୍ୟ କଳାସେବା ପରିଷଦର ସାରସ୍ବତ ସମାବେଶ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାହିତି୍ୟକ ତଥା ବରିଷ୍ଠ ପ୍ରଶାସକ ହରିଶ ଚନ୍ଦ୍ର ବେହେରା ଏହାକୁ ଉଦ୍ଘାଟନ…
ସବୁଜିମା ଚିନ୍ତାରେ ଶ୍ରମଜୀବୀ
ସାତମାଇଲ, ୩।୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନନ୍ଦପୁର ଗ୍ରାମର ଗୋପବନ୍ଧୁ ବେହେରା। ବୟସ ମାତ୍ର ୩୮। ସ୍ତ୍ରୀ, ଦୁଇପୁଅ, ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ମୁଣ୍ଡଝାଳ ତୁଣ୍ଡରେ ମାରି ଦିନସାରା ହାଡ଼ଭଙ୍ଗା ପରିଶ୍ରମ ପରେ ଯେତିକି ପାରିଶ୍ରମିକ ମିଳେ,…
ନକଲି ବିଦେଶୀ ମଦ କାରଖାନା ଠାବ: କନଷ୍ଟେବଳ, ଜିଲା ପରିଷଦ ସଭ୍ୟ ଗିରଫ
ଢେଙ୍କାନାଳ ଅଫିସ,୩।୧: ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଧୀନ ଏକତାଳି ଗ୍ରାମରେ ଚଢାଉ କରି ଏକ ନକଲି ବିଦେଶୀ ମଦ କାରଖାନା ଠାବ କରିଛି। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ଜଣେ ପୋଲିସ କନଷ୍ଟେବଳ…
Archives


