ଢେଙ୍କାନାଳ

ବିଜେଡି ନେତାଙ୍କ ଘରକୁ ବୋମା ମାଡ଼

କାମାକ୍ଷାନଗର, ୧୯।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ତାଙ୍କ କାର୍‌ର ପଛ କାଚ ଭାଙ୍ଗି ଚୂରମାର୍‌...

୧୭୦୦ ଟଙ୍କାରୁ ୧୭ ଲକ୍ଷ

ଢେଙ୍କାନାଳ ଅଫିସ, ୧୮।୧୦: ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରୁଛି ଢେଙ୍କାନାଳର ଅନ୍ୟତମ ପୁରାତନ ପୂଜା ପ୍ରତିଷ୍ଠାନ ଅରବିନ୍ଦ ବଜାର ମହିଷାପାଟ। ଦୀର୍ଘ ଦୁଇବର୍ଷ ପରେ ମା’ଙ୍କ ପୂଜା ବିନା କଟକଣାରେ ହେଉଥିବାବେଳେ ଏହାକୁ...

ପ୍ରଶାସନ ଅକ୍ତିଆରକୁ ଗଲା ଜବରଦଖଲ ଜମି

ବଇଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଅଞ୍ଚଳରେ ସରକାରୀ ଜମି ଜବରଦଖଲ ବୃଦ୍ଧି ପାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଏକ ସରକାରୀ ଜମିକୁ କବ୍‌ଜା କରିଥିବାବେଳେ ସୋମବାର ଆଠମଲ୍ଲିକ ତହସିଲ ପ୍ରଶାସନ ଏହାକୁ...

ପୂଜା-ପଲ୍ଲିଶ୍ରୀ ମେଳା ସଂଯୋଗ ପ୍ରଶଂସନୀୟ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ମହିଷାପାଟ ପଡ଼ିଆରେ ଚାଲିଥିବା ପଲ୍ଲିଶ୍ରୀ ମେଳାର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳାଇ କହିଲେ, ସଂସ୍କୃତି, ପରମ୍ପରା ଓ ଐତିହ୍ୟରେ...

ଚାନ୍ଦିମେଢ଼, ଦହିପଖାଳ ଆକର୍ଷଣ

ଢେଙ୍କାନାଳ ଅଫିସ, ୧୫ା୧୦: ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନର ପ୍ଲାଟିନମ୍‌ ଜୁବିଲି ସମାରୋହର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ କହିଲେ, ଘାତ ପ୍ରତିଘାତ ମଧ୍ୟରେ...

ଶୋଭା ବଢ଼ାଉଛି ସମୁଦ୍ର ମନ୍ଥନ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଅଞ୍ଚଳରେ ଥିବା କାଳିକାନଗର ପୂଜା ପ୍ରତିଷ୍ଠାନ ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳନ କରୁଛି ସୁବର୍ଣ୍ଣ ଜୟନ୍ତୀ ସମାରୋହ। ପୌରାଣିକ କାହାଣୀ ଆଧାରରେ ମୃଣ୍ମୟୀ ପ୍ରତିମା ନିର୍ମାଣ ଏବଂ ନିଆରା ସାଜସଜ୍ଜା...

ବିଦ୍ୟୁତ୍‌ ଫାଶରେ ଦନ୍ତା ମୃତ

କାମାକ୍ଷାନଗର, ୧୫ା୧୦(ଡି.ଏନ୍‌.ଏ.): ୨୦୧୮ ଅକ୍ଟୋବର ୨୭। ମା’ ଲକ୍ଷ୍ମୀଙ୍କ ପୂଜାରେ ସାରା ଢେଙ୍କାନାଳ ଜିଲା ଉତ୍ସବମୁଖର ହୋଇଉଠିଥିବାବେଳେ ଓଡ଼ାପଡ଼ା ବ୍ଲକ କମଳାଙ୍ଗରୁ ହାତୀକୁ ନେଇ ଆସିଥିଲା ଦୁଃଖଦ ଖବର। ଏକ ବେସରକାରୀ ନିର୍ମାଣକାରୀ ସଂସ୍ଥାକୁ ଟଣାଯାଇଥିବା ଉଚ୍ଚ କ୍ଷମତାସମ୍ପନ୍ନ ୧୧...

ପୁଣି ଏକ ଦନ୍ତାହାତୀର ଜୀବନ ଗଲା, ବନବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନବାଚୀ

କାମାକ୍ଷାନଗର,୧୪ା୧୦(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଭଏରପୁର ପଞ୍ଚାୟତ ରାଙ୍କିଆ ଗ୍ରାମ କଇଁଥଗୋଡ଼ା ନିକଟରେ ଥିବା ଚାଷଜମିରୁ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍‌ ଆଘାତରେ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ...

ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ୧୨ ଘଣ୍ଟିଆ କାମାକ୍ଷାନଗର ବନ୍ଦ

କାମାକ୍ଷାନଗର,୧୩ା୧୦(ଡି.ଏନ୍‌.ଏ.): ଜଣେ ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ଗୁରୁବାର ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ଓକିଲ ସଂଘ। ଫଳରେ ଏହି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ଏଠାରେ। ଦୋକାନ ବଜାର ବନ୍ଦ ରହିବା ସହିତ...

ମା’ଙ୍କ ସେବାରେ ମୁସଲମାନ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧୩।୧୦: ଅଶିଣର ହାଲୁକା ହାଲୁକା ଶୀତରେ ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ଦେବୀ। ଲକ୍ଷ୍ମୀ ଠାକୁରାଣୀଙ୍କ ଆଗମନରେ ଏକାକାର ସମଗ୍ର ସହର। ନାହିଁ ଜାତି, ଧର୍ମର ବାଛବିଚାର କି ଧନୀ ଦରିଦ୍ରର ପାର୍ଥକ୍ୟ। ସିନ୍ଧୁସୂତାଙ୍କ ଆବାହନରେ ହିନ୍ଦୁ,...

କମନୀୟ କଳାକୁଞ୍ଜ

ଢେଙ୍କାନାଳ ଅଫିସ, ୧୧।୧୦: ଭାଇଚାରା ଏବଂ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜାରେ ଅନ୍ୟତମ ଆକର୍ଷଣ ସାଜିଛି କଳାକୁଞ୍ଜ ଏବଂ ବିଭିନ୍ନ ମୁଦ୍ରାରେ ବିରାଜମାନ କରିଥିବା ଦେବଦେବୀଙ୍କ ମୃଣ୍ମୟୀ ପ୍ରତିମା। କିମିଆ କରୁଛି ପୌରାଣିକ କଥାବସ୍ତୁ ଆଧାରରେ ପେଣ୍ଡାଲରେ...

ଦକ୍ଷତାକୁ ମିଳିବ ନୂଆ ଦିଶା

ଅନୁଗୋଳ ଅଫିସ, ୧୨।୧୦: ବଳିଷ୍ଠ ହେବ ବିଦ୍ୟାଳୟ କ୍ରୀଡ଼ା ଭିତ୍ତିଭୂମି। ପିଲାଙ୍କ ଖେଳ ଦକ୍ଷତାକୁ ମିଳିବ ନୂଆ ଦିଶା। ଫିଫା ସହଯୋଗରେ ଆରମ୍ଭ ହୋଇଥିବା ରାଜ୍ୟ ସରକାରଙ୍କ ‘ଫୁଟ୍‌ବଲ୍‌ ଫର୍‌ ଅଲ୍‌’ କାର୍ଯ୍ୟକ୍ରମ ପ୍ରତିଭାବାନ ଶିକ୍ଷାର୍ଥୀଙ୍କ କ୍ରୀଡ଼ା କ୍ୟାରିୟରକୁ ଦେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri