ଢେଙ୍କାନାଳ

ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ ନିର୍ଦ୍ଦେଶନାମାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ ଉଠିବା ପରେ ନିଷ୍ପତ୍ତି ବଦଳିଛି। କଙ୍କଡ଼ାହାଡ଼...

ବିକାଶ ଦେଖୁଛି ପୁଟିପାଳ

ଢେଙ୍କାନାଳ ଅଫିସ, ୧୦।୭: ଜୁଆଙ୍ଗ ଗାଁରେ ପଡ଼ିଛି ବିକାଶର କିରଣ। ଉଦୟ ହୋଇଛି ଅନ୍ଧାରରେ ବୁଡ଼ିଥିବା ଆଦିବାସୀ ପଡ଼ାର ଭାଗ୍ୟ। ପ୍ରଶାସନର ଶୁଭଦୃଷ୍ଟି ପଡ଼ିବା ପରେ ବିଚ୍ଛିନ୍ନ ଜୀବନ ବିତାଉଥିବା ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ପୁଟିପାଳ ଗ୍ରାମର...

କ୍ଷତି ଭରଣା ପାଇଁ ୫୩ ଲକ୍ଷ ଦାଖଲ ନିର୍ଦ୍ଦେଶ

ପରଜଙ୍ଗ, ୧୦।୭(ଡି.ଏନ୍‌.ଏ.): ପରିବେଶକୁ କ୍ଷତି ପହଞ୍ଚାଇ ବେଆଇନ ଭାବେ ମୋରମ ଖନନ କରିବା କୁନାଲ ଷ୍ଟ୍ରକ୍ଚର୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଠିକାସଂସ୍ଥା ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏ ସଂକ୍ରାନ୍ତ ଏକ ମାମଲା ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) ନିକଟରେ କରାଯାଇଥିବାବେଳେ...

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି ଉପଲକ୍ଷେ ସେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଆଦିବାସୀ ମହିଳାଙ୍କ ସହ ନୃତ୍ୟ...

ବିଧବାଙ୍କୁ ସଜାଇଥିଲେ ସଧବା

ଢେଙ୍କାନାଳ ଅଫିସ, ୯ା୭ ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡ଼ ଷାଠିଏବାଟିଆ ଅଞ୍ଚଳରେ ଏକ ବଡ଼ଧରଣର ଜମି କେଳେଙ୍କାରୀ ମାମଲାର ରହସ୍ୟ ଉନ୍ମୋଚିତ ହୋଇଛି। ଦଲାଲମାନେ ଜଣେ ବିଧବା ମହିଳାଙ୍କୁ ସଧବା ସଜାଇ ପ୍ରକୃତ...

୧୮ରୁ ଶ୍ରାବଣ କାଉଡ଼ିଯାତ୍ରା

ଢେଙ୍କାନାଳ ଅଫିସ, ୮ା୭ ଆସନ୍ତା ଜୁଲାଇ ୧୮ରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଶ୍ରାବଣ କାଉଡ଼ି ଯାତ୍ରା। ଏହା ଅଗଷ୍ଟ ୮ ତାରିଖ (ଚତୁର୍ଥ ପାଳି ସୋମବାର)ରେ ଶେଷ ହେବ। ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠକୁ ପ୍ରତିବର୍ଷ ଲକ୍ଷାଧିକ କାଉଡ଼ିଆଙ୍କ ସମାଗମ ହୋଇଥାଏ।...

ପାରୋଲରେ ଆସିଥିବା କଏଦୀଙ୍କୁ ଗୁଳି

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଏକ ହତ୍ୟା ଅଭିଯୋଗରେ ୧୦ବର୍ଷ ଜେଲ୍‌ରେ ସଜାକାଟି ପାରୋଲରେ ଆସିଥିବା ଜଣେ କଏଦୀଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଆଖିବୁଜା ଗୁଳିଚାଳନା କରିଛନ୍ତି। କଏଦୀଙ୍କ ଶରୀରରେ ୩ଟି ଗୁଳି ବାଜିଛି। ଢେଙ୍କାନାଳ ଜିଲା...

ଧାରଣା ପରେ ଶିକ୍ଷକଙ୍କ ବଦଳି ବାତିଲ

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କଟୁମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀ, ଛାତ୍ରୀଛାତ୍ର ଏବଂ ଅଭିଭାବକ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା...

୫ ଲକ୍ଷ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍‌ ସ୍କାର୍ଡ ଟିମ୍‌ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ କରି ୪୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏହି ଘଟଣାରେ...

ଭମରଙ୍କୁ କଚାଡିଲା ଦନ୍ତା

ଢେଙ୍କାନାଳ ଅଫିସ,୬।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ କର୍ଣ୍ଣପୁର ଗ୍ରାମରେ ବୁଧବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଭ୍ରମରବର ବେହେରା। ଭ୍ରମର ବାଡି ପଟକୁ ଶୌଚ ହେବା ପାଇଁ ଯାଇଥିଲା...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି...

ଶିରୀ ହରାଇଛି ଶିଶୁଉଦ୍ୟାନ

ଢେଙ୍କାନାଳ ଅଫିସ,୪ା୭: ପାଠ୍ୟପୁସ୍ତକରେ ସବୁ ଜ୍ଞାନ ନ ଥାଏ। ବହିବସ୍ତାନି ଚାପରୁ ମୁକ୍ତି ପାଇଁ କୋମଳମତି ଶିଶୁଙ୍କୁ ପରିବେଶ ସହିତ ପରିଚିତ ହେବାକୁ ପଡ଼ିବ। ଆଖପାଖ ଅଞ୍ଚଳରେ ଘଟୁଥିବା ଘଟଣାବଳୀ, ପାରିପାର୍ଶ୍ୱିକସ୍ଥିତି ବିଷୟରେ ଜାଣିବାକୁ ହେବ। ପାଠପଢ଼ା ସାଙ୍ଗକୁ ଶାରୀରିକ ସୁସ୍ଥତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri