ଢେଙ୍କାନାଳ

୧୨୦୦ ଆଶାୟୀଙ୍କୁ ନିଯୁକ୍ତି ସୁଯୋଗ

କାମାକ୍ଷାନଗର, ୭।୧୧(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ୍‌ ପରିସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଆନୁକୂଲ୍ୟରେ ରବିବାର କୌଶଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଏହି…

ନିଶାକୁ ନାହିଁ ନିୟନ୍ତ୍ରଣ

ଢେଙ୍କାନାଳ ଅଫିସ, ୬।୧୧: ଗଁାରୁ ସହର। ଗଳି ରାସ୍ତାରୁ ରାଜପଥ। ଝୁମ୍ପୁଡ଼ିରୁ ଢାବା। ସବୁଠି କାୟା ମେଲାଇଛି ନିଷିଦ୍ଧ ନିଶାର ଅବୈଧ କାରବାର। ୧୦ରୁ ୧୨ ଟଙ୍କା ଦେଲେ ସୁବିଧାରେ ମିଳିଯାଉଛି ଦେଶୀ ମହୁଲି। ୫୦୦ରୁ ୧୦୦୦ ଟଙ୍କାରେ ନିଶା ବ୍ୟବସାୟୀ…

ଜାତିସଂଘର ୧୭ ଲକ୍ଷ୍ୟ ହାସଲକୁ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୫।୧୧: ଓଡ଼ିଶାର ଦୀର୍ଘସ୍ଥାୟୀ ବିକାଶ ପାଇଁ ୨୦୩୦ ସୁଦ୍ଧା ଜାତିସଂଘ ଦ୍ୱାରା ନିର୍ଦ୍ଧାରିତ ୧୭ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏହାକୁ ଜିଲାସ୍ତରରେ କିଭଳି ହାସଲ କରାଯାଇପାରିବ, ସେ ନେଇ ଦୁଇଦିନିଆ ଜିଲାସ୍ତରୀୟ କର୍ମଶାଳା…

୬୩ ବର୍ଷ ପୁରୁଣା କଲେଜର ନାହିଁ ସ୍ଥାୟୀ ପଟ୍ଟା

ଢେଙ୍କାନାଳ ଅଫିସ, ୫।୧୧: ରାଜ୍ୟର ଅନ୍ୟତମ ପୁରାତନ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ୧୯୫୯ରେ ପ୍ରତିଷ୍ଠିତ ଏହି ଶିକ୍ଷାନୁଷ୍ଠାନକୁ ୨୦୦୩ରେ ସ୍ବୟଂଶାସିତ ମାନ୍ୟତା ମିଳିଛି। ବିଡ଼ମ୍ବନାର ବିଷୟ କଲେଜର ନିଜସ୍ବ ସ୍ଥାୟୀ ପଟ୍ଟା ଅଦ୍ୟାବଧି ହୋଇପାରିନାହିଁ, ଯାହାକୁ…

ଜମି ଫାଟି ଆଁ, କେନାଲ ପାଣିକୁ ଅନାଇଛନ୍ତି ଚାଷୀ

କାମାକ୍ଷାନଗର, ୩।୧୧(ଡି.ଏନ୍‌.ଏ.): ଶୁଖିଲା ପଡ଼ିଛି ଜମି। ପାଣି ନ ଥିବାରୁ ଧାନଗଛ ବଢ଼ିପାରୁନି କି କେଣ୍ଡା ବାହାରୁନି। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଣ୍ଡାଧର ଡ୍ୟାମ ବାମପାର୍ଶ୍ୱ କେନାଲରେ ପାଣି ଛଡ଼ାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ…

ଫେରିଲା ଫୁଟ୍‌ବଲ୍‌ ଫିଭର

ଢେଙ୍କାନାଳକୁ ଫେରିଛି ଫୁଟ୍‌ବଲ ଫିଭର। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ, ଆମେ ଓଡ଼ିଆ ସଙ୍ଗଠନ ଏବଂ ଜିଲା କ୍ରୀଡ଼ା ସଂସଦ ସହଯୋଗରେ ନଭେମ୍ବର ୩ରୁ ଆୟୋଜିତ ହେଉଛି ‘ବାଜି ରାଉତ କପ୍‌ ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ’। ସେହିପରି ରାଜ୍ୟ ସରକାର, ଜିଲା କ୍ରୀଡ଼ା ସଂସଦ…

ଫେରିଛି ‘ତେଲିଙ୍ଗି ବାଜା’ଚମକ

ଢେଙ୍କାନାଳ ଅଫିସ, ୧।୧୧: ଏବେ ଡିଜିଟାଲ ଯୁଗ। ବଦଳିଛି ଜୀବନଶୈଳୀ। ପୋଷାକ ପରିଚ୍ଛଦ, ଖାଦ୍ୟପେୟ, ନୃତ୍ୟଗୀତ ସବୁକିଛିରେ ବାରି ହୋଇପଡୁଛି ଆଧୁନିକତାର ଛୁଙ୍କ୍‌। ଜୀବନକୁ ଭିନ୍ନ ଢଙ୍ଗରେ ଜିଇବା ଆରମ୍ଭ କରିଛନ୍ତି ଯୁବପିଢ଼ି। ବଡ଼ ବଡ଼ ରେଷ୍ଟୁରାଣ୍ଟ, ତାରକା ହୋଟେଲରେ ହଲିଉଡ୍‌…

ନିଯୁକ୍ତି ମେଳା: ୧,୩୪୬ ଆଶାୟୀ ପଞ୍ଜୀକୃତ

ଢେଙ୍କାନାଳ ଅଫିସ, ୧।୧୧: ଢେଙ୍କାନାଳ ସହରସ୍ଥିତ ମହିଷାପାଟ ପଲ୍ଲିଶ୍ରୀ ମେଳା ପଡ଼ିଆରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ସଦର, ହିନ୍ଦୋଳ, ଗଁଦିଆ, ଓଡ଼ାପଡା ସମେତ…

ଯୋଡ଼ିହେଲା ୮ ପିଜି ପାଠ୍ୟକ୍ରମ

ଢେଙ୍କାନାଳ ଅଫିସ, ୧।୧୧: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ୮ ନୂଆ ବିଭାଗରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲିବ। ଉଚ୍ଚଶିକ୍ଷା ବିଭାଗ ଚିଠି ସଂଖ୍ୟାା ୪୫୨୭୪/ତା୨୯ା୧୦ା୨୨ରିଖରେ ରାଜ୍ୟ ସରକାର ଏଥିଲାଗି ଅନୁମତି ପ୍ରଦାନ କରିଥିବା ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ ପ୍ରଧାନ ସୋମବାର ସୂଚନା…

ପର୍ଯ୍ୟଟନର ନୂଆ ସମ୍ଭାବନା ‘ଗଦଗଦି’

ଢେଙ୍କାନାଳ ଅଫିସ, ୩୧।୧୦: ପର୍ଯ୍ୟଟନ ସମ୍ଭାରରେ ଭରପୂର ଢେଙ୍କାନାଳ। ଜିଲାର ପ୍ରାକୃତିକ ଶୋଭାରାଜି ଯେତିକି ମନୋରମ, ସେତିକି ସମୃଦ୍ଧ ଏଠାକାର ପ୍ରାଚୀନ କୀର୍ତ୍ତିରାଜି। କପିଳାସ, ସପ୍ତଶଯ୍ୟା, ମହିମା ଧର୍ମପୀଠ ଯୋରନ୍ଦା, କୁଆଲୋ ଅଷ୍ଟଶମ୍ଭୁ, ସରାଙ୍ଗ ଅନନ୍ତଶୟନ ଭଳି ପର୍ଯ୍ୟଟନସ୍ଥଳୀ ବର୍ଷତମାମ ପର୍ଯ୍ୟଟକଙ୍କୁ…

ବିଇଓ ଅଫିସ ଘେରିଲେ ଦୁର୍ଗାପ୍ରସାଦ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୨୯।୧୦: ଆଠଟି ଶ୍ରେଣୀରେ ପଢୁଛନ୍ତି ୧୭୨ ପିଲା। ହେଲେ ସେମାନଙ୍କ ପଢ଼ାଇବା ପାଇଁ ଅଛନ୍ତି ମାତ୍ର ୪ ଶିକ୍ଷୟିତ୍ରୀ। ସମସ୍ୟା ସମ୍ପର୍କରେ ଅବଗତ ଥିବା ଶିକ୍ଷା ବିଭାଗ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପରିବର୍ତ୍ତେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଢେଙ୍କାନାଳ ଅଫିସ,୨୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳର ୫୫ ନଂ ଜାତୀୟ ରାଜପଥରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ୨ ବାଇକ୍‌ ଆରୋହୀ ରାସ୍ତାକୁ ଛିଟିକି ପଡ଼ିଥିଲେ। ଟ୍ରକ୍‌ଟି ଉଭୟଙ୍କ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri