ଢେଙ୍କାନାଳ

ଶୋଇପଡ଼ିଲେ ଅଧିକାରୀ

କାମାକ୍ଷାନଗର, ୬।୧୨(ଡି.ଏନ୍‌.ଏ.): ସମସ୍ୟାର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ଲୋକେ ଆସୁଛନ୍ତି ଜନ ଅଭିଯୋଗ ଶୁଣାଣି ଶିବିରକୁ। ହେଲେ ଉପସ୍ଥିତ ଅଧିକାରୀମାନେ ଜନତାଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛନ୍ତି। ଅଭାବ ଅସୁବିଧା ବୁଝିବା ବଦଳରେ ଚେୟାରରେ ବସିବସି ଶୋଇପଡୁଛନ୍ତି। ଢେଙ୍କାନାଳ ଜିଲା କାମାକ୍ଷାନଗର…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ…

ସମ୍ବଳ ଅଭାବକୁ ଆଳ

ଢେଙ୍କାନାଳ ଅଫିସ, ୩।୧୨: ‘ଆମର ଯାହା ସମ୍ବଳ ଅଛି, ଆମେ ସେତିକି କରିପାରିବୁ। ଧିରେ ଧିରେ ସବୁ ଅଞ୍ଚଳରେ ତେଲ ପଡ଼ିବ, ଧୂଆଁ ଛଡ଼ାଯିବ। ତରବରିଆ ହେଲେ କିଛି କାମ ହୋଇପାରିବ ନାହିଁ’। ମଶା ଦୌରାତ୍ମ୍ୟରେ କଲବଲ ହେଉଥିବା ଢେଙ୍କାନାଳ ସହରବାସୀଙ୍କ…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ…

ବିପଦ ସାଜିଛି ଜବତ ଗାଡ଼ି

ଭୁବନ, ୨।୧୨(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା ଭୁବନ ଥାନା ପୋଲିସ ପକ୍ଷରୁ ଜବତ କରାଯାଉଥିବା ଗାଡ଼ିଗୁଡ଼ିକ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅସୁରକ୍ଷିତ ଭାବେ ରଖାଯାଉଛି। ଫଳରେ ଥାନା ସମ୍ମୁଖ ଭୁଷଳ ଛକ ଏବେ ଦୁର୍ଘଟଣା ଜୋନ୍‌ରେ ପରିଣତ ହୋଇଛି। ଗୁରୁବାର ସକାଳେ ଥାନା…

ଜଟିଳ ନିୟମ ପାଇଁ ଜରାଜୀର୍ଣ୍ଣ

ଢେଙ୍କାନାଳ ଅଫିସ,(ରତନ ନାୟାର)୧।୧୨: ଲୁହା ଭାରା ଆଶ୍ରାରେ ଛିଡ଼ା ହୋଇଛି ସପ୍ତମ ଶତାବ୍ଦୀର ଐତିହ୍ୟ କୁଆଳୋ ଅଷ୍ଟଶମ୍ଭୁ ଶୈବପୀଠ। ମନ୍ଦିର ଦଧିନଉତି ଆଖପାଖ ସ୍ଥାନରୁ ପଥର ଖସି ଲଣ୍ଡା ହୋଇଗଲାଣି। ବର୍ଷା ହେଲେ ବେଢ଼ାରେ ଲହଡ଼ି ମାରୁଛି ପାଣି। କେତେବେଳେ ହାତୀ…

‘ମଗଜି’ରେ ବାଜିପାରେ ମୋହର

ଢେଙ୍କାନାଳ ଅଫିସ, ୩୦।୧୧: ଢେଙ୍କାନାଳର ପାରମ୍ପରିକ ମିଷ୍ଟାନ୍ନ ମଗଜି ଲଡୁକୁ ମିଳିପାରେ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ମାନ୍ୟତା। ଏହାର ସ୍ବତନ୍ତ୍ରତାକୁ ଦୃଷ୍ଟିରେ ରଖି ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସବିଶେଷ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଆସନ୍ତା ଡିସେମ୍ବର ୬ରେ ଭୁବନେଶ୍ୱରରେ…

ଭୁବନ ବିକାଶ ପାଇଁ ରୋଡ୍‌ ମ୍ୟାପ୍‌

ଭୁବନ, ୩୦।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଗ୍ରାମ ତଥା ଢେଙ୍କାନାଳ ଜିଲାର ଅନ୍ୟତମ ବାଣିଜି୍ୟକ ପେଣ୍ଠସ୍ଥଳୀ ଭୁବନର ସାମଗ୍ରିକ ବିକାଶ ହେବ। ଜନସଂଖ୍ୟା ବୃଦ୍ଧି ଯୋଗୁ ସଙ୍କୁଚିତ ହୋଇପଡୁଥିବା ସହରାଞ୍ଚଳର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ରୋଡ୍‌ମ୍ୟାପ୍‌…

ଫେରିଲା ହକି ଫିଭର

ଢେଙ୍କାନାଳ ଅଫିସ, ୨୯।୧୧:ଜାନୁୟାରୀ ୧୩ରୁ ଆରମ୍ଭ ହେଉଛି ବିଶ୍ୱକପ୍‌ ହକି। ଏହି ବିଶ୍ୱସ୍ତରୀୟ ଲୋକପ୍ରିୟ କ୍ରୀଡ଼ାର ଆୟୋଜକ ଓଡ଼ିଶା ରହିଥିବାରୁ ରାଜଧାନୀରୁ ରାଉରକେଲା ଯାଏ ସବୁଠି ଏବେ ହକି ଫିଭର। ଏଥିରୁ ବାଦ୍‌ ପଡ଼ିନି ହକିର ଅନ୍ତୁଡ଼ିଶାଳ ଢେଙ୍କାନାଳ। ସ୍ଥାନୀୟ ଷ୍ଟାଡିୟମ୍‌ରେ…

ରୋବୋ ପଦ୍ଧତି ରୋକିବ ଦୁର୍ଘଟଣା

ଢେଙ୍କାନାଳ ଅଫିସ, ୨୭।୧୧: ୱାଗନ ଅନଲୋଡିଂ ସମୟରେ ଦୁର୍ଘଟଣା ଏଡ଼ାଇବା ପାଇଁ ଢେଙ୍କାନାଳ ଟାଟା ଷ୍ଟିଲ୍‌ ମେରାମଣ୍ଡଳୀରେ ‘ର ମ୍ୟାଟେରିଆଲ ହାଣ୍ଡଲିଂ ସିଷ୍ଟମ୍‌ ଅପରେଶନ’ରେ ରୋବୋ ସୁବିଧାଯୁକ୍ତ ଅତ୍ୟାଧୁନିକ ୱାଗନ ଟିପଲର ବ୍ୟବସ୍ଥା ଗତ ୨୩ ତାରିଖରୁ ଆରମ୍ଭ ହୋଇଛି। ଟାଟା…

ଫେରିଲା ରାଜପଥ ତାତି

ଢେଙ୍କାନାଳ ଅଫିସ, ୨୬।୧୧: କଟକ ଜିଲା ମଙ୍ଗୁଳି ଛକଠାରୁ ଢେଙ୍କାନାଳ-ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୫ ବର୍ଷ ହେଲା ଶେଷ ହେଉନାହିଁ। ଶୋଚନୀୟ ହୋଇପଡ଼ିଥିବା ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି…

୫୫ ନଂ ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ,୨୫ା୧୧: ଢେଙ୍କାନାଳ ସହର କଲେଜ ବାଇପାସ୍‌ଛକ ଠାରେ ଶୁକ୍ରବାର ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଜିଲାର ବିଜେଡି ନେତୃବୃନ୍ଦ ବହୁସଂଖ୍ୟାରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?