ଢେଙ୍କାନାଳ

ଖରା, କାକରରେ ପଡ଼ି ରହିଛନ୍ତି ମହାପ୍ରଭୁ

ଢେଙ୍କାନାଳ ଅଫିସ,୨୪ା୧୧: କୋଟି କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ପୁଣି ଅପମାନ କରାଯାଇଛି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜବାହର ଚୌକ ଅଞ୍ଚଳରେ। ଜବାହର ଚୌକ ଅଞ୍ଚଳରେ ସହରର ପ୍ରମୁଖ ରାସ୍ତାକଡ଼ରେ ଖରା,କାକର, ଧୂଳିରେ ଆଜକୁ ପ୍ରାୟ…

ଐଶର୍ଯ୍ୟା ହେଲେ ଗ୍ଲୋରୀ କୁଇନ୍‌

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଶିବାୟ ଡ୍ୟାନ୍ସ ମ୍ୟୁଜିକ୍‌ ଏକାଡେମୀର ୫ମ ବାର୍ଷିକ ଉତ୍ସବରେ ୨ୟ ମହାକାଳେଶ୍ୱର ମହୋତ୍ସବ ଢେଙ୍କାନାଳ ସହରସ୍ଥିତ ଗୋପବନ୍ଧୁ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ପୌରପାଳିକାର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର…

ଜବରଦଖଲ ଉଚ୍ଛେଦ ପରେ ମହିମାଗାଦି ଖାଁ ଖାଁ

ଢେଙ୍କାନାଳ ଅଫିସ,୨୪ା୧୧: ଢେଙ୍କାନାଳ ଜିଲାରେ ଥିବା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ମଙ୍ଗଳବାର ରାଜ୍ୟ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଗାଦି ମନ୍ଦିର ତୃତୀୟ ବେଢା ମଧ୍ୟରୁ ଚିହ୍ନଟ ଜବରଦଖଲ ଜମିରେ ନିର୍ମିତ ବତୀ ମନ୍ଦିର, ଧୂନୀମନ୍ଦିର ଓ…

ଆଖିକୁ ବାଲି ଫିଙ୍ଗିଲେ, ଖୁରରେ କାଟିଲେ

ପରଜଙ୍ଗ, ୨୩।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଘଟାଇ ଚାଲିଛନ୍ତି ଗୋଟିଏ ପରେ ଗୋଟିଏ ଅପରାଧ। ପୋଲିସ କେବଳ ତଦନ୍ତ ଚାଲିଛି…

ମହିମାଗାଦିରେ ବୁଲିଲା ଜେସିବି

ଢେଙ୍କାନାଳ ଅଫିସ, ୨୩।୧୧: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିର ବିବାଦୀୟ ତୃତୀୟ ବେଢ଼ାରୁ ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ସରିଛି। କୌପିନଧାରୀ ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ଉପାସନାସ୍ଥଳୀରେ ଥିବା ବତି ମନ୍ଦିର, ଧୁନି ମନ୍ଦିର,…

ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା ଅଞ୍ଚଳବାସୀ ପ୍ରଭାବିତ ହେଉଛନ୍ତି। ସ୍ଥାନୀୟ ପୋଲିସର ଦୃଷ୍ଟି ଆକର୍ଷଣ କଲେ ଅଭିଯୋଗକାରୀଙ୍କୁ ଅସଦାଚରଣ ପ୍ରଦର୍ଶନ…

ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଲେ ଦୀପ୍ତି

ଢେଙ୍କାନାଳ ଅଫିସ, ୨୧ା୧୧: ଭୁବନେଶ୍ୱର ଜୟଦେବ ବିହାର ଛକ-କଳିଙ୍ଗ ଷ୍ଟାଡିୟମ୍‌ ରାସ୍ତାକୁ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଅଭିନବ ଉଦ୍ୟମ କରିଛନ୍ତି ସଫ୍ଟଓ୍ବେର ଇଞ୍ଜିନିୟର ଦୀପ୍ତି ଦାଶ ଏବଂ…

ଫେରୁଛି ମହିଳା ଖୋ ଖୋ ଚମକ

ଭୁବନ, ୧୯।୧୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ପରେ ଲୋକାଦୃତି ହାସଲ କରିଛି ହକି, ଫୁଟ୍‌ବଲ ଭଳି ଲୋକପ୍ରିୟ କ୍ରୀଡ଼ା। ପୁରୁଷଙ୍କ ଭଳି ମହିଳାମାନେ ମଧ୍ୟ ଆଉଟ୍‌ଡୋର ଗେମ୍‌ରେ ଦେଖାଉଛନ୍ତି ସେମାନଙ୍କ ଦକ୍ଷତା। ଖୋ ଖୋ, କବାଡ଼ି ଭଳି ପ୍ରତିଯୋଗିତାରେ ଏବେ ସେମାନଙ୍କ…

ଦନ୍ତା ଆକ୍ରମଣରେ ମହିଳାଙ୍କ ଗୋଡ଼ ଦୁଇଖଣ୍ଡ

ସାତମାଇଲ, ୨୦।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ ସରାସିଂହ ଗ୍ରାମର ଚନ୍ଦ୍ରଶେଖର ଦେହୁରୀଙ୍କ ଝିଅ ଜାହାଜ ଦେହୁରୀ (୫୧)ଙ୍କ ଡାହାଣ ଗୋଡ଼ ଦୁଇଖଣ୍ଡ…

ଜୀବନ ନେଉଛି ଜୀବନରେଖା

ଢେଙ୍କାନାଳ ଅଫିସ,୧୯।୧୧: ଦାବି, ପ୍ରତିବାଦ, ଆନ୍ଦୋଳନ, ବନ୍ଦ ଡାକରା ସତ୍ତ୍ୱେ କୌଣସି ଫରକ ପଡୁନି। ଜନଅସନ୍ତୋଷ ଏଡ଼ାଇବାକୁ କେବଳ ପ୍ରତିଶ୍ରୁତି ଦେଇ ଚୁପ୍‌ ବସିପଡୁଛନ୍ତି ସମସ୍ତେ। ଫଳରେ କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର ଜିଲାର ଜୀବନରେଖା ଭାବେ ପରିଚିତ ୫୫ନଂ.…

ଯୁବପିଢ଼ିଙ୍କ ପ୍ରେରଣା ଶୁଭଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୯।୧୧: ଉଚ୍ଚଶିକ୍ଷା ପାଇଁ ରହିଛି ଯଥେଷ୍ଟ ଆଗ୍ରହ। ହେଲେ ଏଥିରେ ବାଧକ ସାଜିଛି ଅର୍ଥ। ଦିନ ମଜୁରିଆ ବାପାଙ୍କ ରୋଜଗାରରେ ଘର ଚଳାଇବା ନିଅଣ୍ଟ ପଡୁଥିବାବେଳେ ନିଜ ସ୍ବପ୍ନର ଉଡ଼ାଣ ପାଇଁ ଅଣ୍ଟା ଭିଡ଼ିଛନ୍ତି ଓଡ଼ାପଡ଼ା ବ୍ଲକ ସିମିନଇ…

ସରପଞ୍ଚଙ୍କ ସମ୍ପର୍କୀୟ ସାଜିଛନ୍ତି ଶ୍ରମିକ

ପରଜଙ୍ଗ, ୧୯।୧୧(ଡି.ଏନ୍‌.ଏ.): ସରପଞ୍ଚଙ୍କ ୨ ଭାଇ, ଭାଉଜ, ଶ୍ୱଶୁର, ଶାଳୀ ସମସ୍ତେ ମିଶି କରୁଛନ୍ତି ମାଟି କାମ। ଏ ବାବଦକୁ ସେମାନେ ସରକାରଙ୍କଠାରୁ ମଜୁରି ମଧ୍ୟ ନେଇଛନ୍ତି। ସରକାରୀ ଓ୍ବେବ୍‌ସାଇଟ୍‌ରୁ ମିଳିଥିବା ଏଭଳି ତଥ୍ୟ ଏବେ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?