ମା’ ଝିଅଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା
ପରଜଙ୍ଗ,୭।୧୦(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ଥିବା ଗ୍ରୋସରି ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ପାଚେରି ଡେଇଁ ଛାତ ଉପରେ ଚଢ଼ି ଶିଡ଼ି ଘର ଦେଇ ଭିତରକୁ ପଶିଥିଲେ। ସେତେବେଳେ…
ମୁଣ୍ଡ ନୁଆଁଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଢେଙ୍କାନାଳ ଅଫିସ, ୭।୧୦:ଦେବାଳିଆ ହୋଇଗଲା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାମ ନେଇଥିବା ଠିକାସଂସ୍ଥା। ଏବେ ପୁଣି ଥରେ ଟେଣ୍ଡର ହୋଇଛି। ୩ ଠିକାସଂସ୍ଥା ଉପରେ ଭରସା କରିଛନ୍ତି କେନ୍ଦ୍ର ସରକାର। ହେଲେ ସମସ୍ୟା ଏତିକିରେ ଶେଷ ହୋଇନାହିଁ। ଗତ ୪ବର୍ଷ…
ମା’କୁ ଖୋଜି ୫୦ କି.ମି.
ଢେଙ୍କାନାଳ ଅଫିସ,୭ା୧୦:ମା’ ପାଖରେ ପହଞ୍ଚତ୍ବାକୁ ଚାରିଦିନର ସଂଘର୍ଷ। ଦୀର୍ଘ ୫୦ କିଲୋମିଟରରୁ ଊର୍ଦ୍ଧ୍ୱ ବିପଦପୂର୍ଣ୍ଣ ଯାତ୍ରା। ଅତିକ୍ରମ କରିବାକୁ ପଡ଼ିଛି ନଦନଦୀ, ଅରଣ୍ୟ, ଜନବସତି। ଶେଷରେ ମିଳନ। ମଣିଷ ମାରି ନରହନ୍ତାର ଦୁର୍ନାମ ମୁଣ୍ଡାଇଥିବା ମା’ ହାତୀ ସହ ଅଣ୍ଡିରା ଛୁଆ…
ମଣିଷ ମରା ହାତୀକୁ ଟ୍ରାଙ୍କୁଲାଇଜର
ଢେଙ୍କାନାଳ ଅଫିସ,୬ା୧୦: ଜଗତପୁର ଅଞ୍ଚଳରୁ ଗତ ୨୯ ତାରିଖରେ ମଣିଷ ମାରି ଆତଙ୍କ ସୃଷ୍ଟି କରିଥିବା ୩୫ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜର କରି ଢେଙ୍କାନାଳ ଜିଲା କପିଳାସ ପ୍ରାଣୀଉଦ୍ୟାନରେ ଥିବା ହାତୀ ଉଦ୍ଧାର କେନ୍ଦ୍ରକୁ ଆଣାଯାଇଥିଲା। ସେଠାରେ ମାଈ ହାତୀକୁ…
୩ ପ୍ରତିମୂର୍ତ୍ତି ଅନାବରଣ
ଢେଙ୍କାନାଳ ଅଫିସ, ୩।୧୦: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ୍ ପରିସରରେ ରବିବାର ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ସେହିପରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ…
ଏଟିଏମ୍ରୁ ଲକ୍ଷାଧିକ ଟଙ୍କା ଲୁଟ୍
ଢେଙ୍କାନାଳ ଅଫିସ୍,୩।୧୦: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବରପଦାଠାରେ ଏସବିଆଇ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଲୁଟ ହୋଇଛି। ଏଟିଏମ୍ରେ ଟଙ୍କା ଭର୍ତ୍ତି ଥିଲା ବୋଲି ଜଣାପଡିଛି। ଏଟିଏମଟି ବରପଦା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…
ଶେଷ ଯାଏ ସେବା କରିବା ଲକ୍ଷ୍ୟ
ଛେଣ୍ଡିପଦା,୨।୧୦(ଅଜିତ ଧଳ): ୩୮ ବର୍ଷ ତଳେ ଭାରତୀୟ ନୌସେନାରେ ଯୋଗଦେଇ ଦେଶ ମାତୃକାର ସେବା କରିବାର ସୁଯୋଗ ପାଇଥିଲେ। ଏପରି କି ଶ୍ରୀଲଙ୍କା ଯାଇଥିବା ଶାନ୍ତିସେନାରେ ସେ ସଦସ୍ୟ ମଧ୍ୟ ଥିଲେ। ହେଲେ ସେଠାରେ ଘଟିଥିବା ଏକ ଦୁର୍ଘଟଣା ତାଙ୍କୁ ଶାରୀରିକ ଅକ୍ଷମ…
ଭାଇଚାରା ମଧ୍ୟରେ ପୂଜା ପାଳନ କର
ଢେଙ୍କାନାଳ ଅଫିସ,୨।୧୦: ଆସନ୍ତା ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ପାଳନ କରାଯିବ। ଏହି ଉପଲକ୍ଷେ ଶନିବାର ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର…
କ୍ରଲ୍ରେ ନରହନ୍ତା ହାତୀର ଚିକିତ୍ସା
ଢେଙ୍କାନାଳ ଅଫିସ,୧ା୧୦: କଟକ ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ୨୦ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜ୍ କରି ଗୁରୁବାର ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନ ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଗୁରୁବାର ନନ୍ଦନକାନନରୁ ଆସିଥିବା…
କଳାକୃତି ଗ୍ରାମ ହେବ ପର୍ଯ୍ୟଟନସ୍ଥଳୀ
ଢେଙ୍କାନାଳ ଅଫିସ,୧ା୧୦: ଢେଙ୍କାନାଳ ଜିଲା ସଦର ବ୍ଲକରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟା ପଞ୍ଚାୟତର ଡୋକ୍ରା ହସ୍ତଶିଳ୍ପ ଗ୍ରାମ ସଦେଇବେରେଣୀ ନବଜୀବନପୁରଠାରେ ନିର୍ମାଣ ହୋଇଥିବା କଳାକୃତି ଗ୍ରାମକୁ ଢେଙ୍କାନାଳ ଜିଲାର ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ କରାଯିବ। ଶୁକ୍ରବାର ଜିଲାପାଳ ସରୋଜ କୁମାର…
ଘରେ ବ୍ରାଉନସୁଗାର ବିକୁଥିଲେ ବୃଦ୍ଧା, ଗ୍ରାହକ ସାଜି ଧରିଲା ଅବକାରୀ ବିଭାଗ
ଢେଙ୍କାନାଳ ଅଫିସ,୩୦ା୯: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆ ଆଳୁତୁମା ଗ୍ରାମରୁ ଅବକାରୀ ବିଭାଗ ଶୁକ୍ରବାର ୩୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘରେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀ ଓ…
ଉନ୍ନତି କରିବ ଉପାନ୍ତ ଗାଁ
ଢେଙ୍କାନାଳ ଅଫିସ, ୩୦।୯: ଦୁର୍ଗମ ଗାଁକୁ ଫିଟିବ ରାସ୍ତା। ଅପହଞ୍ଚ ଅଞ୍ଚଳରେ ପହଞ୍ଚତ୍ବ ବିକାଶ। ଗୁରୁବାର ଢେଙ୍କାନାଳ ଗସ୍ତରେ ଆସିଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍ଡିସି) ଡ. ସୁରେଶ ଚନ୍ଦ୍ର ଦଳାଇ ଶିଳ୍ପ ଜିଲାର ୩୨ ଅପହଞ୍ଚ ଗ୍ରାମକୁ ୬ମାସ ମଧ୍ୟରେ…
Archives


