ଢେଙ୍କାନାଳ

ଅଘଟଣକୁ ଆମନ୍ତ୍ରଣ

ଢେଙ୍କାନାଳ ଅଫିସ, ୧୯।୧୧: ଭାଙ୍ଗିଗଲାଣି ସୁରକ୍ଷା ବାଡ଼। ସ୍ପାନ୍‌ରେ ସ୍ଥାନେ ସ୍ଥାନେ ଦେଖାଦେଲାଣି ଫାଟ। ବର, ଅଶ୍ୱତ୍‌ଥ ଗଛ ଉଠି ମାଡ଼ିଗଲାଣି ଚେର। ମାଲ୍‌ବୋଝେଇ ଭାରିଯାନ ଗଲେ ଥରିଉଠୁଛି। ୧୯୯୩ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ହାତରେ ଲୋକାର୍ପିତ କାମାକ୍ଷାନଗର ବ୍ଲକ…

ପୁଣି ବିଫଳ ହେଲା ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ,୧୮।୧୧: ଫେଲ୍‌ ମାରିଛି ରାଜସ୍ଥାନର ଏକ୍ସିକ୍ୟୁଡ୍‌ ଏକ୍ସପ୍ଲୋସିଭ ପ୍ରାଇଭେଟ୍‌ ଲିମିଟେଡ୍‌ର ସମସ୍ତ ଉଦ୍ୟମ। ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ ଏବଂ ୭୫୦ କେ.ଜି. ବିସ୍ଫୋରକ ବ୍ୟବହାର ସତ୍ତ୍ୱେ ଭୁଶୁଡ଼ିଲା ନାହିଁ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ପଞ୍ଚାୟତ କୁରୁଣ୍ଟିସ୍ଥିତ ଲାନ୍‌କୋ…

‘ଗୁଣ ଥିଲେ ମଣିଷ ସୁନ୍ଦର’

ଢେଙ୍କାନାଳ ଅଫିସ, ୧୫।୧୧: ଯୁବପିଢ଼ିଙ୍କ ଆଦର୍ଶ ସ୍ବାମୀ ବିବେକାନନ୍ଦ ରୂପରେ ଯେମିତି, ଗୁଣରେ ମଧ୍ୟ ସେମିତି ଥିଲେ। ଚେହେରା ଥାଇ ଗୁଣ ନ ଥିଲେ ମଣିଷ ସୁନ୍ଦର ଲାଗେନାହିଁ। ଚେହେରା ସହିତ ସବୁ ପ୍ରକାର ଗୁଣ ଯାହା ପାଖରେ ଥିବ, ସେ…

ଯୁବକଙ୍କୁ ଗୁଳିମାଡ଼

ଢେଙ୍କାନାଳ ଅଫିସ,୧୪ା୧୧: ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଟାଟାଷ୍ଟିଲ ମେରାମଣ୍ଡଳୀ ନିକଟସ୍ଥ ତାଳବାହାଳୀ ରାସ୍ତାକଡ଼ରେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ରବି କୁମାର ଗୁରୁତର ହୋଇଛନ୍ତି। ପରେ ତାଙ୍କୁ ଅନୁଗୋଳ ମେଡିକାଲରେ ଭର୍ତ୍ତି କରାଯାଇଛି। ରବି କୁମାର ଟାଟାଷ୍ଟିଲ…

ଖର୍ଚ୍ଚାନ୍ତ ଆଳରେ ଖତ କରିଦେଲେ

ଭୁବନ, (ବିପିନ ବିହାରୀ ସେଠୀ)୧୪।୧୧(ଡି.ଏନ୍‌.ଏ.): ଭୁଶୁଡ଼ି ପଡ଼ିଛି ଡ୍ରେନେଜ୍‌ ବ୍ୟବସ୍ଥା। କେଉଁଠି ପୋତି ହୋଇ ରାସ୍ତାରେ ମିଶିଗଲାଣି ତ ଅନ୍ୟ କେଉଁଠି ନର୍ଦ୍ଦମାଜଳ ନିଷ୍କାସନ ପାଇଁ ବାଟ ମିଳୁନି। ଗଳିକନ୍ଦି ଆବର୍ଜନାମୁକ୍ତ ହୋଇପାରୁ ନ ଥିବାବେଳେ ମଶା ଡାଅଁାଶରେ କଲବଲ ହେଉଛନ୍ତି…

ରୋଗୀଙ୍କୁ ବଣ୍ଟାଯିବ ୨,୫୩୪ କିଟ୍‌

ଢେଙ୍କାନାଳ ଅଫିସ, ୧୨।୧୧: ଚମତ୍କାର ସଙ୍ଗୀତରେ ସେ ମଞ୍ଚରେ ଭରିପାରନ୍ତି ରୋମାଞ୍ଚ। ଭଜନ, ଜଣାଣ ହେଉ କି ଆଧୁନିକ ଗୀତ, ଶ୍ରୋତାଙ୍କ ହୃଦୟକୁ ଛୁଇଁପାରେ ତାଙ୍କ ସ୍ବର। ଶକ୍ତି ମିଶ୍ର, ଅସୀମା ପଣ୍ଡାଙ୍କ ଭଳି ଆଗଧାଡ଼ିର କଣ୍ଠଶିଳ୍ପୀ ରାଜ୍ୟ ତଥା ଜାତୀୟ…

ଶକ୍ତି ସୁଗାର୍ସ ସ୍ଥାନ ନେଲା ଆଇପିଏଲ୍‌

ଢେଙ୍କାନାଳ ଅଫିସ, ୧୨।୧୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ହରିପୁର ଗ୍ରାମ ୫୫ନଂ. ଜାତୀୟ ରାଜପଥ ନିକଟରେ ପ୍ରତିଷ୍ଠିତ ପ୍ରମୁଖ ଚିନି କାରଖାନା ‘ଶକ୍ତି ସୁଗାର୍ସ’ର ସ୍ଥାନ ନେଇଛି ଇଣ୍ଡିଆନ୍‌ ପଟାସ୍‌ ଲିମିଟେଡ୍‌ (ଆଇପିଏଲ୍‌)। ଶୁକ୍ରବାର ନୂଆ କମ୍ପାନୀର ପ୍ରଥମ ୟୁନିଟ୍‌…

ସରକାରୀ ସେବାରେ ସନ୍ତୁଷ୍ଟି ନାହିଁ

ରତନ ନାୟାର/ଅସମାପିକା ସାହୁ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ) , ୧୨।୧୧: ନିରାପଦ ମାତୃତ୍ୱ ପାଇଁ ସରକାରଙ୍କ ଅନେକ ଯୋଜନା। ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ଯଥାସମ୍ଭବ ହ୍ରାସ କରିବା ଲାଗି ଆରମ୍ଭ ହୋଇଛି ଅଭିଯାନ। ଗର୍ଭସଞ୍ଚାରଠାରୁ ଆରମ୍ଭ କରି ସୁରକ୍ଷିତ ପ୍ରସବ…

ଆତଙ୍କ ରୋକିପାରୁନି ‘ଐରାବତ’

ଢେଙ୍କାନାଳ ଅଫିସ, ୧୧।୧୧: ଚିନ୍ତା ବଢ଼ାଇଥିଲେ ହାତୀପଲ। ଏବେ ସେଥିରେ ସାମିଲ ହୋଇଛନ୍ତି ବାର୍‌ହା। ରାତିଅଧିଆ ଦଳବଦ୍ଧ ହୋଇ ସେମାନେ ଖାଇଯାଉଛନ୍ତି ଏକର ଏକର ଜମିର ଫସଲ। ଯେତିକି ଖାଉନାହାନ୍ତି, ତା’ଠାରୁ ଯଥେଷ୍ଟ ଅଧିକ ଦଳିଚକଟି ନଷ୍ଟ କରି ପକାଉଛନ୍ତି। ପାଚିଲା…

ଆଦର୍ଶ ସାଜିଛନ୍ତି ଏସ୍‌ଏଚ୍‌ଜି ମହିଳା

ଢେଙ୍କାନାଳ ଅଫିସ, ୧୦ା୧୧: ଢେଙ୍କାନାଳର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନେ ରାଜ୍ୟରେ ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଜିଲାକୁ ଆଦର୍ଶ ଜିଲାରେ ପରିଣତ କରିବାରେ ସେମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ମହିଳା ଗୋଷ୍ଠୀର ଉତ୍ପାଦିତ ସାମଗ୍ରୀର ବଜାରୀକରଣ ଲାଗି ଭୁବନେଶ୍ୱରରେ ମିଶନଶକ୍ତି ବଜାର…

ଡିସେମ୍ବରରୁ ‘ଗଜରକ୍ଷା,ଜନସୁରକ୍ଷା’

ଢେଙ୍କାନାଳ ଅଫିସ, ୧୦।୧୧: ହାତୀ-ମଣିଷ ସଂଘର୍ଷ ଅପବାଦର କଳଙ୍କ ଲିଭାଇବାକୁ ପୁଣି ଥରେ ପ୍ରୟାସ ଆରମ୍ଭ କରିଛି ଢେଙ୍କାନାଳ ବନ ବିଭାଗ। ଜନବସତିମୁହଁା ହାତୀପଲ ଏବଂ ସେମାନଙ୍କ ଉପଦ୍ରବରୁ ଧନଜୀବନକୁ ସୁରକ୍ଷା ଦେବାକୁ ଆରମ୍ଭ ହେବ ନୂଆ ଅଭିଯାନ ‘ଗଜରକ୍ଷା, ଜନସୁରକ୍ଷା’।…

ଆଜି ବି ମନେପଡ଼େ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା

ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସନ୍ଧ୍ୟାତାରା ସାହିତ୍ୟ ସଂସଦ ପକ୍ଷରୁ ୪୦ତମ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଭୋରରେ ସହରସ୍ଥିତ ଭାଗୀରଥି ସାଗର ନୂଆପୋଖରୀଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ରାତି ୩ଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶତାଧିକ କୁନିକୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?