ଢେଙ୍କାନାଳରେ ଲକ୍ଷ୍ମୀ ପୂଜା: ଉଠିଲା ମାଟି
ଢେଙ୍କାନାଳ ଅଫିସ, ୭।୯: ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଉପଲକ୍ଷେ ବୁଧବାର ସୁନିଆ ପର୍ବରେ ପୂଜା ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ମା’ ଲକ୍ଷ୍ମୀଙ୍କର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ପାଇଁ ବ୍ରାହ୍ମଣୀ ନଦୀରୁ ପୂଜାର୍ଚ୍ଚନା କରି ମାଟି ଅନୁକୂଳ କରାଯାଇଛି । ପରେ...
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳିଲାନି ନିଃଶୁଳ୍କ ଔଷଧ
ଢେଙ୍କାନାଳ ଅଫିସ, ୭।୯: ସରକାରୀ ଡାକ୍ତରଖାନାରେ ଯୋଗାଇ ଦିଆଯାଉଛି ନିଃଶୁଳ୍କ ଔଷଧ। ସାଧାରଣ ଥଣ୍ଡା, ଜ୍ୱରଠାରୁ ଆରମ୍ଭ କରି ଦୁର୍ଘଟଣାଗ୍ରସ୍ତ ରୋଗୀ ଯେପରି ଉତ୍ତମ ଚିକିତ୍ସା ସୁବିଧା ପାଆନ୍ତି, ସେଥିଲାଗି କରାଯାଇଛି ସମସ୍ତ ବ୍ୟବସ୍ଥା। ହେଲେ ଗ୍ରାମଞ୍ଚଳର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...
ଗଣେଶ ଭସାଣି ଉତ୍ସବ: ନିଲାମ ହେଲା ଗଣେଶଙ୍କ ଆଜ୍ଞା ଲଡୁ
ଢେଙ୍କାନାଳ ଅଫିସ,୬।୯: ଢେଙ୍କାନାଳ ସହରରେ ଗତ ୩୧ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ୩୯ଟି ପୂଜା ପ୍ରତିଷ୍ଠାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ଭସାଣି ଉତ୍ସବ ଆରମ୍ଭ ହୋଇଯାଇଛି। ସକାଳ ୮ଟା ସୁଦ୍ଧା ୩୩ ପୂଜା...
ଶିଷ୍ୟ ବିନା ଶିକ୍ଷକ ଅସ୍ତିତ୍ୱହୀନ
‘ଗୁରୁଙ୍କୁ ନ ମଣିବ ନର, ଗୁରୁ ଯେ ସାକ୍ଷାତ୍ ଈଶ୍ୱର’। ଶିକ୍ଷକ ସମାଜ ଉଦ୍ଦେଶ୍ୟରେ ଉଲ୍ଲେଖଥିବା ଏହି ଆପ୍ତବାକ୍ୟ ହିଁ ସେମାନଙ୍କ ଦାୟିତ୍ୱ, କର୍ତ୍ତବ୍ୟ ଏବଂ ସ୍ଥାନକୁ ସମାଜରେ ପ୍ରତିପାଦିତ କରେ। ଅଜ୍ଞାନରୂପକ ଅନ୍ଧାରରୁ ଜ୍ଞାନର ଆଲୋକ ମାର୍ଗ ଦେଖାଇଥିବା...
ଭାଷା ଅଡୁଆରୁ ବୃଦ୍ଧାଶ୍ରମରେ ମାସେ
ଢେଙ୍କାନାଳ ଅଫିସ, ୫।୯:ଶ୍ରୀକ୍ଷେତ୍ର ପୁରୀରେ ରହୁଥିବା ବନ୍ଧୁ ଘରକୁ ଆସିଥିଲେ ସୁଦୂର ଚେନ୍ନାଇରୁ। ଘରକୁ ଫେରିବା ବେଳେ ହୋଇଗଲା ବଡ଼ ଗଡ଼ବଡ଼। ଭୁଲ୍ ଟ୍ରେନ୍ରେ ଚଢ଼ିଗଲେ ୬୪ ବର୍ଷୀୟ ସୁବ୍ରମଣ୍ୟମ୍। ଟ୍ରେନ୍ ଭିତରେ ଏହା ଜଣାପଡ଼ିବା ପରେ କେତେଜଣ ସହଯାତ୍ରୀ...
ପୁଣି ବିଦ୍ୟୁତ୍ ଫାଶରେ ହାତୀ
ଢେଙ୍କାନାଳ ଅଫିସ୍/ ସାତମାଇଲ(ଡି.ଏନ୍.ଏ.), ୪।୯: ବନ୍ୟପ୍ରାଣୀ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ଫାଶରେ ପଡ଼ି ପୁଣି ଏକ ମାଈ ହାତୀର ଜୀବନ ଯାଇଛି। ଏକ ବାର୍ହା ମଧ୍ୟ ମରିଛି। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ ବାଘଧରିଆ ଗ୍ରାମ ନିକଟ ଶାଳ...
ପାଳି ଅପେକ୍ଷାରେ ଓଳିଏ
କାମାକ୍ଷାନଗର, ୩ା୯(ଡି.ଏନ୍.ଏ.): ଡାକ୍ତରଙ୍କୁ ଜଣାଇବେ ସ୍ବାସ୍ଥ୍ୟ ସମସ୍ୟା। ଏହି ଆଶାରେ ରାତି ନ ପାହୁଣୁ ଡାକ୍ତରଖାନାକୁ ଛୁଟୁଛନ୍ତି ରୋଗୀ। ଡାକ୍ତରଙ୍କ ଚ୍ୟାମ୍ବର ପାଖରୁ ସ୍ବାସ୍ଥ୍ୟକେନ୍ଦ୍ର ବାହାର ଯାଏ ଲମ୍ବୁଛି ଲାଇନ୍। ଧାଡ଼ିରୁ ବାହାରିଗଲେ ସେହି ଜାଗା କାଳେ ଆଉ କିଏ...
ଢେଙ୍କାନାଳ ପୌରସଂସ୍ଥାରେ ଅଚଳାବସ୍ଥା
ଢେଙ୍କାନାଳ ଅଫିସ, ୩ା୯: ଢେଙ୍କାନାଳ ପୌର କାର୍ଯ୍ୟାଳୟରେ ପହଞ୍ଚତ୍ଛି ବିଜେଡି-ଭାଜପା କଳି। ସ୍ବାୟତ୍ତ ଶାସନ ଦିବସର ସାନ୍ଧ୍ୟ କାର୍ଯ୍ୟକ୍ରମ ବାତିଲ ଓ ଭାଜପା କାଉନ୍ସିଲର ସୂର୍ଯ୍ୟପ୍ରତାପ ରାଉତଙ୍କ ଅଯୋଗ୍ୟ ମନ୍ତବ୍ୟ ପ୍ରତିବାଦରେ ଶୁକ୍ରବାର ନିର୍ବାହୀ ଅଧିକାରୀ, ଯନ୍ତ୍ରୀ ଏବଂ କର୍ମଚାରୀ...
ପୌର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ
ଢେଙ୍କାନାଳ ଅଫିସ,୨ା୯: ଢେଙ୍କାନାଳ ପୌର ସଂସ୍ଥା ନିର୍ବାହୀ ଅଧିକାରୀ, ଯନ୍ତ୍ରୀ, ଅଧିକାରୀ ଓ କର୍ମଚାରୀମାନେ ଶୁକ୍ରବାର କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଓ କଲମଛାଡ଼ ଆନ୍ଦୋଳନ କରିଛନ୍ତି। ସ୍ବାୟତ୍ତ ଶାସନ ସନ୍ଧ୍ୟା ଉତ୍ସବକୁ ବାତିଲ କରାଯିବା ଓ ଏହାକୁ ନେଇ ନିର୍ବାହୀ...
୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଢେଙ୍କାନାଳ ଅଫିସ,୨ା୯: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆ ବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଜଣେ ଯୁବକଙ୍କଠାରୁ ଅବକାରୀ ବିଭାଗ ଚଢ଼ାଉ କରି ୪୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି।...
ରାମିଆଳ କେନାଲରେ ଘାଇ
କାମାକ୍ଷାନଗର,୨।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସସାପଶି ଗ୍ରାମ କୁଶବେରଣା ଦେଇଯାଇଥିବା ରାମିଆଳ ବାମ ପାର୍ଶ୍ୱ ମୁଖ୍ୟ କେନାଲରେ ଗୁରୁବାର ସକାଳେ ୫୦ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ କେନାଲ ନିକଟବର୍ତ୍ତୀ ଜମି ଜଳମଗ୍ନ ହୋଇଯାଇଛି। ବିନା ବର୍ଷାରେ ଏଭଳି...
ଶେଷ ହେଉନି ଶୀତଳଯୁଦ୍ଧ
ଢେଙ୍କାନାଳ ଅଫିସ,୨।୯: ଢେଙ୍କାନାଳ ପୌରସଂସ୍ଥାରେ ଭାଜପା-ବିଜେଡି ମଧ୍ୟରେ ଆରମ୍ଭ ହୋଇଥିବା ଶୀତଳଯୁଦ୍ଧ ସମୟକ୍ରମେ ଆହୁରି ତୀବ୍ର ହେଉଛି। ଦୁଇ ଗୋଷ୍ଠୀ ଆକ୍ଷେପ-ପ୍ରତି ଆକ୍ଷେପରେ ମାତିଥିବାବେଳେ ଉନ୍ନୟନମୂଳକ କାର୍ଯ୍ୟ ଏକରକମର ଠପ୍ ହୋଇଯାଇଛି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ...
Archives


