ଢେଙ୍କାନାଳ

ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଢେଙ୍କାନାଳ ଅଫିସ୍‌,୩।୧୦: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବରପଦାଠାରେ ଏସବିଆଇ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଲୁଟ ହୋଇଛି। ଏଟିଏମ୍‌ରେ ଟଙ୍କା ଭର୍ତ୍ତି ଥିଲା ବୋଲି ଜଣାପଡିଛି। ଏଟିଏମଟି ବରପଦା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…

ଶେଷ ଯାଏ ସେବା କରିବା ଲକ୍ଷ୍ୟ

ଛେଣ୍ଡିପଦା,୨।୧୦(ଅଜିତ ଧଳ): ୩୮ ବର୍ଷ ତଳେ ଭାରତୀୟ ନୌସେନାରେ ଯୋଗଦେଇ ଦେଶ ମାତୃକାର ସେବା କରିବାର ସୁଯୋଗ ପାଇଥିଲେ। ଏପରି କି ଶ୍ରୀଲଙ୍କା ଯାଇଥିବା ଶାନ୍ତିସେନାରେ ସେ ସଦସ୍ୟ ମଧ୍ୟ ଥିଲେ। ହେଲେ ସେଠାରେ ଘଟିଥିବା ଏକ ଦୁର୍ଘଟଣା ତାଙ୍କୁ ଶାରୀରିକ…

ଭାଇଚାରା ମଧ୍ୟରେ ପୂଜା ପାଳନ କର

ଢେଙ୍କାନାଳ ଅଫିସ,୨।୧୦: ଆସନ୍ତା ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ପାଳନ କରାଯିବ। ଏହି ଉପଲକ୍ଷେ ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା ପ୍ରଶାସନ ଓ ପୋଲିସ…

କ୍ରଲ୍‌ରେ ନରହନ୍ତା ହାତୀର ଚିକିତ୍ସା

ଢେଙ୍କାନାଳ ଅଫିସ,୧ା୧୦: କଟକ ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ୨୦ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜ୍‌ କରି ଗୁରୁବାର ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନ ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଗୁରୁବାର ନନ୍ଦନକାନନରୁ ଆସିଥିବା…

କଳାକୃତି ଗ୍ରାମ ହେବ ପର୍ଯ୍ୟଟନସ୍ଥଳୀ

ଢେଙ୍କାନାଳ ଅଫିସ,୧ା୧୦: ଢେଙ୍କାନାଳ ଜିଲା ସଦର ବ୍ଲକରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟା ପଞ୍ଚାୟତର ଡୋକ୍ରା ହସ୍ତଶିଳ୍ପ ଗ୍ରାମ ସଦେଇବେରେଣୀ ନବଜୀବନପୁରଠାରେ ନିର୍ମାଣ ହୋଇଥିବା କଳାକୃତି ଗ୍ରାମକୁ ଢେଙ୍କାନାଳ ଜିଲାର ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ କରାଯିବ। ଶୁକ୍ରବାର ଜିଲାପାଳ ସରୋଜ କୁମାର…

ଘରେ ବ୍ରାଉନସୁଗାର ବିକୁଥିଲେ ବୃଦ୍ଧା, ଗ୍ରାହକ ସାଜି ଧରିଲା ଅବକାରୀ ବିଭାଗ

ଢେଙ୍କାନାଳ ଅଫିସ,୩୦ା୯: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆ ଆଳୁତୁମା ଗ୍ରାମରୁ ଅବକାରୀ ବିଭାଗ ଶୁକ୍ରବାର ୩୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘରେ ବ୍ରାଉନସୁଗାର ବିକ୍ରି କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଧିକାରୀ ଓ…

ଉନ୍ନତି କରିବ ଉପାନ୍ତ ଗାଁ

ଢେଙ୍କାନାଳ ଅଫିସ, ୩୦।୯: ଦୁର୍ଗମ ଗାଁକୁ ଫିଟିବ ରାସ୍ତା। ଅପହଞ୍ଚ ଅଞ୍ଚଳରେ ପହଞ୍ଚତ୍ବ ବିକାଶ। ଗୁରୁବାର ଢେଙ୍କାନାଳ ଗସ୍ତରେ ଆସିଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଡ. ସୁରେଶ ଚନ୍ଦ୍ର ଦଳାଇ ଶିଳ୍ପ ଜିଲାର ୩୨ ଅପହଞ୍ଚ ଗ୍ରାମକୁ ୬ମାସ ମଧ୍ୟରେ…

୪ବର୍ଷ ହେଲା ଖୋଲିନାହିଁ ଚାବି

ରାସୋଳ, ୩୦।୯(ଡି.ଏନ୍‌.ଏ.): ଚାଷୀଙ୍କୁ ଦିଆଯିବ କୃଷି ସମ୍ପର୍କିତ ପରାମର୍ଶ। ଫସଲରେ ରୋଗପୋକ ବ୍ୟାପିଲେ ଏଥିରୁ ମୁକୁଳିବାର ବାଟ ବତାଇବେ ଅଧିକାରୀ। ସରକାରଙ୍କ ଚାଷଭିତ୍ତିକ ଯୋଜନାର ପ୍ରଚାର ପ୍ରସାର ଏବଂ ଏହାର ଲାଭ ଯେପରି ପ୍ରକୃତ ହିତାଧିକାରୀ ପାଇବେ ତାହାକୁ ଦୃଷ୍ଟିରେ ରଖି…

ଢେଙ୍କାନାଳ ଗସ୍ତରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର

ଢେଙ୍କାନାଳ ଅଫିସ,୨୯ା୯: ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳେଇ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗ ଓ ଓ୍ବାର୍ଡ…

ଜଗତପୁରରେ ଆତଙ୍କ ଖେଳାଉଥିବା ହାତୀ ଢେଙ୍କାନାଳରେ

ଢେଙ୍କାନାଳ ଅଫିସ, ୨୯।୯: କଟକ ଜିଲା ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ମାଈ ହାତୀକୁ ଢେଙ୍କାନାଳ ଜିଲା କପିଳାସ ପ୍ରାଣି ଉଦ୍ୟାନ ପରିସରରେ ଥିବା ହାତୀ ଉଦ୍ଧାର କେନ୍ଦ୍ରକୁ ନିଆଯାଇଛି। ହାତୀଟିକୁ ଟ୍ରାଙ୍କୁଲାଇଜର କରି ଏକ ଟ୍ରକ୍‌ ସାହାର୍ଯ୍ୟରେ ଉଦ୍ୟାନ ଅଣାଯାଇଥିଲା।…

ଘରୋଇ ଜମିରେ ଆଶ୍ରମ ବିଦ୍ୟାଳୟ: ଅଡୁଆରେ ଢେଙ୍କାନାଳ ଜିଲା ଏସ୍‌ସି/ଏସ୍‌ଟି ବିଭାଗ

ଢେଙ୍କାନାଳ ଅଫିସ, ୨୯।୯: ଏକ ଘରୋଇ ଜମିରେ ଶିକ୍ଷାନୁଷ୍ଠାନ ଏବଂ ଛାତ୍ରାବାସ ନିର୍ମାଣ କରିବା ଢେଙ୍କାନାଳ ଜିଲା ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି/ଏସ୍‌ଟି) ବିଭାଗର ଅଡୁଆ ବଢ଼ାଇଛି। ଉକ୍ତ ନିର୍ମାଣକୁ ଅବୈଧ ଦର୍ଶାଇ ହାଇକୋର୍ଟ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଜାରି…

୫୦ବର୍ଷ ପରେ ପୁନର୍ମିଳନ: ଯୋଡ଼ିହୋଇଛି ଭଙ୍ଗା ମନ

ଭୁବନ, ୨୯।୯(ଡି.ଏନ୍‌.ଏ.): ପେଟପାଟଣା କଥା ବୁଝୁଥିଲେ ବଳଦ। ଚାଷବାସଠାରୁ ଆରମ୍ଭ କରି ବ୍ୟବସାୟ ଯାଏ ସେମାନେ ଯୋଡ଼ି ହୋଇରହିଥିଲେ ମାଲିକଙ୍କ ସହିତ। ଉଭୟଙ୍କ ମଧ୍ୟରେ ଗଢ଼ି ଉଠିଥିବା ମଧୁର ସମ୍ପର୍କର ସ୍ମୃତି ରୋମନ୍ଥନ କରିବାକୁ ଆରମ୍ଭ ହୋଇଥିଲା ଐତିହାସିକ ବଳଦଯାତ୍ରା। କେଉଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri