ଢେଙ୍କାନାଳ

ଦେବେନ୍ଦ୍ର ଶତପଥୀଙ୍କ ସ୍ମୃତିଚାରଣ

ଭାପୁର, ୯।୯(ଡି.ଏନ.ଏ): ଢେଙ୍କାନାଳ ସଦର ବ୍ଲକ ଛଦେଶସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଦେବେନ୍ଦ୍ର ଶତପଥୀ ସ୍ମାରକୀ ଡିଗ୍ରୀ ମହାବିଦ୍ୟାଳୟରେ ଗୁରୁବାର ପୂର୍ବତନ ଏମ୍‌ପି ତଥା ବିଶିଷ୍ଟ ସାମାଜିକ କର୍ମୀ ଦେବେନ୍ଦ୍ର ଶତପଥୀଙ୍କ ୯୪ତମ ଜୟନ୍ତୀ ପାଳିତ…

ଆରମ୍ଭରୁ ପଶିଲା କେଁ

ଢେଙ୍କାନାଳ ଅଫିସ,୯।୯: ଢେଙ୍କାନାଳର ଗଣପର୍ବ ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ସୁନିଆରେ ଉଠିଛି ଶୁଭମାଟି। ପରମ୍ପରା ଅନୁଯାୟୀ ମାଟି ଅନୁକୂଳ ପରଦିନ ମିଳିତ ବଜାର ଲକ୍ଷ୍ମୀପୂଜା କିମିଟିର ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆରମ୍ଭରୁ ପଶିଛି କେଁ। ନୂତନ ସଭାପତି ଚୟନରେ ରାଜନୀତିକରଣକୁ କେନ୍ଦ୍ରକରି…

ବାହୁଡ଼ିଲେ ବିଦ୍ୟାଦାତା

ଭୁବନ, ୭ା୯(ଡି.ଏନ.ଏ)-ଦୁଲୁଦୁଲି, ଢୋଲ, ଚାଙ୍ଗୁରେ କମ୍ପୁଥିଲା ପରିବେଶ। ଆଧୁନିକ, ପୁରାତନ ଗୀତର ତାଳେତାଳେ ଗୋଟିଏ ପରେ ଗୋଟିଏ ମନଛୁଅଁା ସଙ୍ଗୀତ ପରିବେଷଣ କରୁଥିଲେ ରାଜ୍ୟ ବାହାରୁ ଆସିଥିବା ବ୍ରାସ୍‌ ବ୍ୟାଣ୍ଡ ଦଳର ବାଦ୍ୟକାର। କେଉଁଠି ଚିତ୍ତାକର୍ଷକ ଅଙ୍ଗଭଙ୍ଗୀରେ ଶିଳ୍ପୀମାନେ ଗୋଟିପୁଅ ନୃତ୍ୟ…

ଢେଙ୍କାନାଳରେ ଲକ୍ଷ୍ମୀ ପୂଜା: ଉଠିଲା ମାଟି

ଢେଙ୍କାନାଳ ଅଫିସ, ୭।୯: ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଉପଲକ୍ଷେ ବୁଧବାର ସୁନିଆ ପର୍ବରେ ପୂଜା ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ମା’ ଲକ୍ଷ୍ମୀଙ୍କର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ପାଇଁ ବ୍ରାହ୍ମଣୀ ନଦୀରୁ ପୂଜାର୍ଚ୍ଚନା କରି ମାଟି ଅନୁକୂଳ କରାଯାଇଛି । ପରେ ଅନୁକୂଳ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳିଲାନି ନିଃଶୁଳ୍କ ଔଷଧ

ଢେଙ୍କାନାଳ ଅଫିସ, ୭।୯: ସରକାରୀ ଡାକ୍ତରଖାନାରେ ଯୋଗାଇ ଦିଆଯାଉଛି ନିଃଶୁଳ୍କ ଔଷଧ। ସାଧାରଣ ଥଣ୍ଡା, ଜ୍ୱରଠାରୁ ଆରମ୍ଭ କରି ଦୁର୍ଘଟଣାଗ୍ରସ୍ତ ରୋଗୀ ଯେପରି ଉତ୍ତମ ଚିକିତ୍ସା ସୁବିଧା ପାଆନ୍ତି, ସେଥିଲାଗି କରାଯାଇଛି ସମସ୍ତ ବ୍ୟବସ୍ଥା। ହେଲେ ଗ୍ରାମଞ୍ଚଳର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ…

ଗଣେଶ ଭସାଣି ଉତ୍ସବ: ନିଲାମ ହେଲା ଗଣେଶଙ୍କ ଆଜ୍ଞା ଲଡୁ

ଢେଙ୍କାନାଳ ଅଫିସ,୬।୯: ଢେଙ୍କାନାଳ ସହରରେ ଗତ ୩୧ ତାରିଖରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ୩୯ଟି ପୂଜା ପ୍ରତିଷ୍ଠାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ଭସାଣି ଉତ୍ସବ ଆରମ୍ଭ ହୋଇଯାଇଛି। ସକାଳ ୮ଟା ସୁଦ୍ଧା ୩୩ ପୂଜା ପ୍ରତିଷ୍ଠାନର…

ଶିଷ୍ୟ ବିନା ଶିକ୍ଷକ ଅସ୍ତିତ୍ୱହୀନ

‘ଗୁରୁଙ୍କୁ ନ ମଣିବ ନର, ଗୁରୁ ଯେ ସାକ୍ଷାତ୍‌ ଈଶ୍ୱର’। ଶିକ୍ଷକ ସମାଜ ଉଦ୍ଦେଶ୍ୟରେ ଉଲ୍ଲେଖଥିବା ଏହି ଆପ୍ତବାକ୍ୟ ହିଁ ସେମାନଙ୍କ ଦାୟିତ୍ୱ, କର୍ତ୍ତବ୍ୟ ଏବଂ ସ୍ଥାନକୁ ସମାଜରେ ପ୍ରତିପାଦିତ କରେ। ଅଜ୍ଞାନରୂପକ ଅନ୍ଧାରରୁ ଜ୍ଞାନର ଆଲୋକ ମାର୍ଗ ଦେଖାଇଥିବା ଗୁରୁଙ୍କ…

ଭାଷା ଅଡୁଆରୁ ବୃଦ୍ଧାଶ୍ରମରେ ମାସେ

ଢେଙ୍କାନାଳ ଅଫିସ, ୫।୯:ଶ୍ରୀକ୍ଷେତ୍ର ପୁରୀରେ ରହୁଥିବା ବନ୍ଧୁ ଘରକୁ ଆସିଥିଲେ ସୁଦୂର ଚେନ୍ନାଇରୁ। ଘରକୁ ଫେରିବା ବେଳେ ହୋଇଗଲା ବଡ଼ ଗଡ଼ବଡ଼। ଭୁଲ୍‌ ଟ୍ରେନ୍‌ରେ ଚଢ଼ିଗଲେ ୬୪ ବର୍ଷୀୟ ସୁବ୍ରମଣ୍ୟମ୍‌। ଟ୍ରେନ୍‌ ଭିତରେ ଏହା ଜଣାପଡ଼ିବା ପରେ କେତେଜଣ ସହଯାତ୍ରୀ ତାଙ୍କୁ…

ପୁଣି ବିଦ୍ୟୁତ୍‌ ଫାଶରେ ହାତୀ

ଢେଙ୍କାନାଳ ଅଫିସ୍‌/ ସାତମାଇଲ(ଡି.ଏନ୍‌.ଏ.), ୪।୯: ବନ୍ୟପ୍ରାଣୀ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ପୁଣି ଏକ ମାଈ ହାତୀର ଜୀବନ ଯାଇଛି। ଏକ ବାର୍‌ହା ମଧ୍ୟ ମରିଛି। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ବାଘଧରିଆ ଗ୍ରାମ ନିକଟ ଶାଳ ଜଙ୍ଗଲରେ…

ପାଳି ଅପେକ୍ଷାରେ ଓଳିଏ

କାମାକ୍ଷାନଗର, ୩ା୯(ଡି.ଏନ୍‌.ଏ.): ଡାକ୍ତରଙ୍କୁ ଜଣାଇବେ ସ୍ବାସ୍ଥ୍ୟ ସମସ୍ୟା। ଏହି ଆଶାରେ ରାତି ନ ପାହୁଣୁ ଡାକ୍ତରଖାନାକୁ ଛୁଟୁଛନ୍ତି ରୋଗୀ। ଡାକ୍ତରଙ୍କ ଚ୍ୟାମ୍ବର ପାଖରୁ ସ୍ବାସ୍ଥ୍ୟକେନ୍ଦ୍ର ବାହାର ଯାଏ ଲମ୍ବୁଛି ଲାଇନ୍‌। ଧାଡ଼ିରୁ ବାହାରିଗଲେ ସେହି ଜାଗା କାଳେ ଆଉ କିଏ ମାଡ଼ି…

ଢେଙ୍କାନାଳ ପୌରସଂସ୍ଥାରେ ଅଚଳାବସ୍ଥା

ଢେଙ୍କାନାଳ ଅଫିସ, ୩ା୯: ଢେଙ୍କାନାଳ ପୌର କାର୍ଯ୍ୟାଳୟରେ ପହଞ୍ଚତ୍ଛି ବିଜେଡି-ଭାଜପା କଳି। ସ୍ବାୟତ୍ତ ଶାସନ ଦିବସର ସାନ୍ଧ୍ୟ କାର୍ଯ୍ୟକ୍ରମ ବାତିଲ ଓ ଭାଜପା କାଉନ୍‌ସିଲର ସୂର୍ଯ୍ୟପ୍ରତାପ ରାଉତଙ୍କ ଅଯୋଗ୍ୟ ମନ୍ତବ୍ୟ ପ୍ରତିବାଦରେ ଶୁକ୍ରବାର ନିର୍ବାହୀ ଅଧିକାରୀ, ଯନ୍ତ୍ରୀ ଏବଂ କର୍ମଚାରୀ କଲମଛାଡ଼…

ପୌର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ଢେଙ୍କାନାଳ ଅଫିସ,୨ା୯: ଢେଙ୍କାନାଳ ପୌର ସଂସ୍ଥା ନିର୍ବାହୀ ଅଧିକାରୀ, ଯନ୍ତ୍ରୀ, ଅଧିକାରୀ ଓ କର୍ମଚାରୀମାନେ ଶୁକ୍ରବାର କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଓ କଲମଛାଡ଼ ଆନ୍ଦୋଳନ କରିଛନ୍ତି। ସ୍ବାୟତ୍ତ ଶାସନ ସନ୍ଧ୍ୟା ଉତ୍ସବକୁ ବାତିଲ କରାଯିବା ଓ ଏହାକୁ ନେଇ ନିର୍ବାହୀ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?