ଢେଙ୍କାନାଳ

ଓଡ଼ିଆ ସିନେ ପରଦାରେ ଢେଙ୍କାନାଳ ମାଟିର ମହକ

ଢେଙ୍କାନାଳ କଳା ସଂସ୍କୃତିର ଜିଲା ଭାବେ କେବଳ ରାଜ୍ୟ କାହିଁକି ଜାତୀୟସ୍ତରରେ ମଧ୍ୟ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଢେଙ୍କାନାଳର ପ୍ରତିଭାବାନ କଳାକାରମାନେ କେବଳ ଶାସ୍ତ୍ରୀୟ ନୃତ୍ୟ କାହିଁକି, ମଞ୍ଚ ଅଭିନୟ ଏବଂ ଚଳଚ୍ଚିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇ...

ବ୍ରିଜ ଉପରେ ରିଲ୍ସ କରିବା ପଡ଼ିଲା ମହଙ୍ଗା: ନଦୀକୁ ଖସି ପଡ଼ିଲେ ଯୁବତୀ

ଢେଙ୍କାନାଳ,୧୪।୨: ମୋବାଇଲ ଫୋନରେ ରିଲ୍ସ କରିବା କାଳ ହୋଇଛି। ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀକୁ ଖସି ପଡିଛନ୍ତି ଜଣେ ଯୁବତୀ। ସ୍ଥାନୀୟ ଲୋକେ ଯୁବତୀଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ଜଳିବ ଝାଡ଼ଦୀପ

ଢେଙ୍କାନାଳ,୧୧ା୨(ରତନ ନାୟାର):ମହିମାଧର୍ମର ବିଶ୍ୱ ପ୍ରସିଦ୍ଧ ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ମଙ୍ଗଳବାର ଠାରୁ ୩ଦିନ ବ୍ୟାପୀ ଅନୁଷ୍ଠିତ ହେବ। ଏଥିପାଇଁ ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ ସମାଗମରେ ମହିମାଗାଦି ଯୋରନ୍ଦା ଚଳଚଞ୍ଚଳ ହୋଇଉଠିଛି। ସନ୍ଧ୍ୟା ୫ଟା...

ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ

ରେଢାଖୋଲ ୧୦।୨(ଅଚ୍ୟୁତାନନ୍ଦ ପୁରୋହିତ): ୫୫ନଂ ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବଡହିନ୍ଦୋଳ ଛକରେ ସୋମବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡହିନ୍ଦୋଳ ଗ୍ରାମର ଯାଦବ ମୁଣ୍ଡା(୭୦)। ଘଟଣାକୁ ନେଇ ଗ୍ରାମବାସୀଙ୍କ...

ବିଲରେ ଉପାଡୁଥିଲେ ଚିନାବାଦାମ: ପଛରୁ ହାତୀ ଆସି…

ଭୁବନ,୪।୦୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ଚାଷୀ ଗୁରୁତର ହୋଇଛନ୍ତି। ସେ ହେଲେ ଭୂଷଳ ପଞ୍ଚାୟତ ଅସୁରନ୍ଧ ପାଟଣା ନରେନ୍ଦ୍ର ସାହୁ (୫୮)। ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର...

ଘର ଭାଙ୍ଗିଲେ ହାତୀପଲ, ଉଜାଡ଼ିଲେ ଫସଲ

ଭୁବନ,୧ା୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନାଞ୍ଚଳ ଅଧୀନର ବିସ୍ତୀର୍ଣ୍ଣ ସ୍ଥାନରେ ଶୁକ୍ରବାର ରାତିରେ ୧୧ ଟିକିଆ ହାତୀପଲ ଆତଙ୍କ ଖେଳାଇଛନ୍ତି। ବିଳମ୍ବିତ ରାତିରେ ମଠକରଗୋଳା ଅଞ୍ଚଳରୁ ୧୧ଟିକିଆ ହାତୀପଲ ଓଡ଼ିଶା ପଞ୍ଚାୟତ ବେଲପାଳ ଗ୍ରାମରେ ତିନୋଟି ଘର...

ଘରେ ପଶି ୬ ବର୍ଷର ଶିଶୁକନ୍ୟାକୁ ଦଳିଦେଲା ଦନ୍ତା, ପ୍ରତିବାଦରେ ରାସ୍ତାରୋକୋ

ଢେଙ୍କାନାଳ,୩୦ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା ହିନ୍ଦୋଳ ରୋଡ୍‌ ଫାଣ୍ଡି ବଦାଳୁ ହାଣ୍ଡିଫୁଟା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୬ ବର୍ଷର ଶିଶୁକନ୍ୟା ପିହୁ ନାୟକଙ୍କ ମୃତ୍ୟୁ ଘଟିଛି। ଦନ୍ତାହାତୀଟି ରାତିରେ...

ମହିଳାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର

ଢେଙ୍କାନାଳ,୧୯।୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ନିକଟସ୍ଥ ରଣପଶି ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କୁ ଘର ଭିତରେ ଛୁରି ଦେଖାଇ ହାତଗୋଡ଼ ବାନ୍ଧି ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ...

ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ଢେଙ୍କାନାଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ-୨୦୨୫’ର ଦ୍ୱିତୀୟ...

ଗାଁ ପଣାଖୁଣ୍ଟିରେ ବଳିଦେବା ଘଟଣା: ଖବରଦାତା ସମ୍ମିଳନୀରେ ଏସ୍‌ପି ଦେଲେ ଚାଞ୍ଚଲ୍ୟକର ବୟାନ

ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଗାଁରେ ନୂଆବର୍ଷରେ ବହୁଚର୍ଚ୍ଚିତ ବୀଭତ୍ସ ହତ୍ୟାକାଣ୍ଡର ପରଜଙ୍ଗ ପୋଲିସ ପର୍ଦ୍ଦାଫାଶ କରିଛି । ଲୋମଟାଙ୍କୁରା ବୀଭତ୍ସ ହତ୍ୟାକାଣ୍ଡକୁ ନେଇ ଢେଙ୍କାନାଳ ଏସ୍‌ପି ଅଭିନବ ସୋନକର ରବିବାର ପରଜଙ୍ଗ ଥାନାରେ ପ୍ରେସମିଟ୍‌ ମାଧ୍ୟମରେ...

ଜମିବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ, ୨ ଗୁରୁତର

ପରଜଙ୍ଗ୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁରେ ଜମି ବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଦମ୍ପତି ହେଉଛନ୍ତି ସିଆରିମାଳିଆ ଗାଁର ଗୁରୁ ନାଏକ ଏବଂ...

ଗାଁ ଦାଣ୍ଡରେ ଗଡ଼ୁଥିଲା ମୃତଦେହର ଖଣ୍ଡଖଣ୍ଡ ଅଂଶ: ସିନ୍‌ରିକ୍ରିଏଶନ କଲା ପୋଲିସ

ପରଜଙ୍ଗ,୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁର ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ସରୋଜ ବିଶ୍ୱାଳ ଓରଫ ମକୁଙ୍କୁ ଗିରଫ କରି ପୋଲିସ ସିନ୍‌ରିକ୍ରିଏଶନ କରାଇଛି। ନୂଆବର୍ଷର ମଧ୍ୟାହ୍ନରେ ବସୋଇ ଗାଁର ରାକେଶ ସେଠିଙ୍କୁ ନିର୍ମମ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri