ଢେଙ୍କାନାଳ

ଆଜି ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ, ୨୨ା୭: ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଛି। ବର୍ଷାରେ ରାସ୍ତା ମରଣଯନ୍ତା ପାଲଟିଥିବାବେଳେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହାର ପ୍ରତିବାଦରେ ଜିଲା ଓକିଲ ସଂଘର ଆହ୍ବାନକ୍ରମେ ଶୁକ୍ରବାର ସକାଳ ୬ଟାରୁ ସନ୍ଧ୍ୟା…

ଠିକାସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଏମ୍‌ପି

ଢେଙ୍କାନାଳ ଅଫିସ,୨୧ା୭: ୫୫ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଥିବା ଏବଂ ବାରମ୍ବାର ଦୃଷ୍ଟି ଆକର୍ଷଣ କରିବା ପରେ କାର୍ଯ୍ୟକାରୀ ନ ହେବାରୁ ରାଜପଥ ମରଣଯନ୍ତାରେ ପରିଣତ ହୋଇଛି। ଏହାକୁ ନେଇ ଏମ୍‌ପି ମହେଶ ସାହୁ ଗୁରୁବାର…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଡାକ୍ତର,ଆଜି ହେଲେ ଗିରଫ

ଢେଙ୍କାନାଳ ଅଫିସ,୨୦।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ବୁଧବାର ଗିରଫ ହୋଇଛନ୍ତି। ମଙ୍ଗଳବାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସୂଚନାନୁସାରେ, ଜୀବନବୀମା କାଗଜପତ୍ରରେ ଦସ୍ତଗତ କରିବା ଲାଗି ଜଣେ ବୀମା ଏଜେଣ୍ଟଙ୍କଠାରୁ ୧୧ହଜାର…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର

ଢେଙ୍କାନାଳ ଅଫିସ,୧୯।୭: ଭିଜିଲାନ୍ସ ହାତରେ ଧରାପଡିଲେ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ। ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ ପାଇଁ ୧୧ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେତିକି ବେଳେ ଭିଜିଲାନ୍ସ ହାତରେ ଧରାପଡିଯାଇଥିଲେ। ଡାକ୍ତର ଜଣଙ୍କ…

ସ୍ଥିରତା ପାଇଁ ଫେରୁ ‘ସବୁଜ ପତ୍ରିକା’

ଆଠମଲ୍ଲିକ,୧୯।୭ (ଡି.ଏନ.ଏ.) ଜନସଂଖ୍ୟାରେ ଦେଖାଦେଲାଣି ବିସ୍ଫୋରକ ପରିସ୍ଥିତି। ଖୁବ୍‌ଶୀଘ୍ର ଭାରତ ବିଶ୍ୱ ଜନସଂଖ୍ୟା ବହୁଳ ଦେଶ ତାଲିକାର ଶୀର୍ଷ ସ୍ଥାନକୁ ଯିବ। ଏହାର ପ୍ରତିକୂଳ ପ୍ରଭାବକୁ ନେଇ ଏବେ ତଥ୍ୟାଭିଜ୍ଞମହଲରେ ଚିନ୍ତାର ରେଖା ଦେଖାଦେଇଛି। ହୁ ହୁ ହୋଇ ବଢ଼ୁଥିବା ଦେଶର…

୨ ଅଭିଯୁ୍‌କ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ,୧୯।୭ ୨୦୨୦ ସେପ୍ଟେମ୍ବରରେ ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମବାହାଳି ଛକରେ ରହୁଥିବା ଜରି ଗୋଟାଳି ରାଜୁ ଓରଫ୍‌ ବିଜୁଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଜିଲା ଦୌରାଜଜ୍‌ ଘଟଣାର ୨…

ବ୍ରାହ୍ମଣୀ କଇଁଛଙ୍କୁ ପ୍ରଦୂଷଣ ବିପତ୍ତି

ଢେଙ୍କାନାଳ ଅଫିସ, ୧୮।୭ – ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ‘ବ୍ରାହ୍ମଣୀ’ ବିପଦରେ। ନଦୀ ତଟବର୍ତ୍ତୀ ଅଞ୍ଚଳରେ ଗଢ଼ି ଉଠିଥିବା କଳକାରଖାନାର ବର୍ଜ୍ୟଜଳ ଏହାର ପାଣିକୁ ଅତିମାତ୍ରାରେ ପ୍ରଦୂଷିତ କରିଦେଇଛି। ପ୍ରଦୂଷଣ ପ୍ରଭାବ ଏତେ ବଢ଼ିଗଲାଣି ଯେ, ଦୀର୍ଘ ଆୟୁବିଶିଷ୍ଟ କଇଁଛ…

ହାତୀ ଆକ୍ରମଣରେ ନାବାଳକଙ୍କ ଜୀବନ ଗଲା

ଢେଙ୍କାନାଳ ଅଫିସ,୧୮ା୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜର କଲା ଗ୍ରାମରେ ରବିବାର ରାତିରେ ଦନ୍ତାହାତୀ ଆକ୍ରମଣରେ ଗ୍ରାମର ଶିବୁନ ମହାପାତ୍ର (୧୩)ଙ୍କର ମୃତ୍ୟୁ ଘଟିଛି। ଶିବୁନ ନବମ ଶ୍ରେଣୀରେ ପଢୁଥିବା ବେଳେ ସେ ଗ୍ରାମର ଜୁଆଙ୍ଗ ମହାପାତ୍ରଙ୍କ ପୁଅ ବୋଲି ଜଣାପଡ଼ିଛି।…

ଏକୁଲ-ସେକୁଲରେ ପୁଣି ଜନନୀ ଯନ୍ତ୍ରଣା

କାମାକ୍ଷାନଗର,୧୮ା୭(ଡି.ଏନ୍‌.ଏ.): ଉପାନ୍ତରୁ ଉପକୂଳ। ଆଦିବାସୀବହୁଳ ଇଲାକାରୁ ଶିଳ୍ପସମୃଦ୍ଧ ଅଞ୍ଚଳ। ସ୍ବାସ୍ଥ୍ୟସେବାକୁ ନେଇ ସବୁଠି ତିକ୍ତ ଓ ନକାରାତ୍ମକ ଅନୁଭୂତି। ଦୁର୍ଗମ ଇଲାକାରେ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁ ନ ଥିବାରୁ ରୋଗୀ କାନ୍ଧରେ ବୁହାହେଉଛନ୍ତି ତ ଗର୍ଭବତୀଙ୍କୁ ମେଡିକାଲ ଆଣିବା ପାଇଁ ଉଛୁଳା…

ବର୍ଷା ଆସିଲେ ସ୍ଥିତି ବିଷମ

ଢେଙ୍କାନାଳ ଅଫିସ୍‌, ୧୬ା୭ କାଦୁଅ ପଚପଚ ରାସ୍ତା। ଆବର୍ଜନାରେ ଭର୍ତ୍ତି ହୋଇଛି ନର୍ଦ୍ଦମା। ଡ୍ରେନ୍‌ ଉଛୁଳି ପଚା ପାଣି ମାଡୁଛି ରାସ୍ତାରେ। ଗାଡ଼ିମୋଟରରେ ଯିବା ତ ଦୂରର କଥା, ପାଦରେ ଚାଲିକରି ଯିବା ମଧ୍ୟ କଷ୍ଟକର ହୋଇପଡୁଛି। ତଳି ଅଞ୍ଚଳର ଦୁର୍ଦ୍ଦଶା…

ସ୍ତ୍ରୀଙ୍କୁ ହାଣି ମୁଣ୍ଡ ଗଣ୍ଡି ଅଲଗା କରିଦେଲେ ସ୍ବାମୀ

ଢେଙ୍କାନାଳ ଅଫିସ,୧୫ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଚନ୍ଦ୍ରଶେଖରପୁର ଗ୍ରାମରେ ନାକଫୋଡ଼ି ମାଝି ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀ ସଚଳାଙ୍କୁ ଶୁକ୍ରବାର ସକାଳେ କଟୁରିରେ ହାଣିଦେଇଛନ୍ତି। ଶରୀରରୁ ମୁଣ୍ଡକୁ ଅଲଗା କରି କଟାମୁଣ୍ଡ ଏବଂ କଟୁରି ଧରି ଗ୍ରାମଠାରୁ ୧୨ କିଲୋମିଟର…

ବିଶ୍ରାମାଗାର ନିର୍ମାଣରେ ଦୂରଦୃଷ୍ଟି ଅଭାବ

ପରଜଙ୍ଗ, ୧୩।୭(ଡି.ଏନ.ଏ.) – ବିଶ୍ରାମାଗାର ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଦୂରଦୃଷ୍ଟିର ଅଭାବ ପ୍ରତିବାଦରେ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମବାସୀ। ସେମାନେ ପୂର୍ବାହ୍ନ ୯ଟାରୁ ଦୁଇଘଣ୍ଟା ଧରି ପଥରଖମ୍ବ ଛକ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?