ଯାତ୍ରୀ ଭୋଗୁଛନ୍ତି ଯନ୍ତ୍ରଣା
ପରଜଙ୍ଗ, ୨୨।୬(ଡି.ଏନ୍.ଏ.) – ଅଣଓସାରିଆ ସେତୁରେ ବାରମ୍ବାର ଘଟୁଥିଲା ଦୁର୍ଘଟଣା। ଅକାଳରେ ଝରିପଡୁଥିଲା ଜୀବନ। ପୁରୁଣାକାଳିଆ ଢଙ୍ଗରେ ତିଆରି ହୋଇଥିବାରୁ ସାମାନ୍ୟ ବର୍ଷା ହେଲେ ବ୍ରିଜ୍ ଉପରେ ଲହଡ଼ି ଭାଙ୍ଗୁଥିଲା ପାଣି। ଯାତାୟାତ ବାଧାପ୍ରାପ୍ତ ହେଉଥିଲା। ଏହି ସମସ୍ୟାର ସମାଧାନ ପାଇଁ…
ସାହାରା ଖୋଜୁଛନ୍ତି ଅନାଥ ଭଉଣୀଭାଇ
ଢେଙ୍କାନାଳ ଅଫିସ,୨୧।୬, ୨ ବର୍ଷ ତଳୁ ମା’ ବାପାଙ୍କ ମୃତ୍ୟୁ ହୋଇଯାଇଛି। ଜେଜେମା ଓ ଜେଜେ ମଧ୍ୟ ନାହାନ୍ତି। ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଦାଦା ସେମାନଙ୍କ ଲାଳନପାଳନ ନିମନ୍ତେ ସକ୍ଷମ ହୋଇପାରୁ ନାହାନ୍ତି। ତେଣୁ ଜିଲା ପ୍ରଶାସନ ସହାୟ ହେଲେ…
ସ୍ବାବଲମ୍ବୀ ହେବାକୁ ସଂକଳ୍ପ
କାମାକ୍ଷାନଗର, ୨୦।୬: ‘କୋଇ ଧନ୍ଦା ଛୋଟା ନହିଁ ହୋତା, ଔର ଧନ୍ଦା ସେ ବଡ଼ା କୋଇ ଧର୍ମ ନହିଁ ହୋତା’। ବଲିଉଡ୍ ବାଦ୍ଶାହ ଶାହରୁଖ୍ ଖାନ୍ଙ୍କ ଏହି ଚର୍ଚ୍ଚିତ ଡାଏଲଗ୍ ଶୁଣିବାକୁ ମିଳିଥିଲା ତାଙ୍କ ସୁପରହିଟ୍ ସିନେମା ‘ରଇସ୍’ରେ। ୨୦୧୭ରେ ଦର୍ଶକଙ୍କ…
କାର୍ରେ ଢେଙ୍କାନାଳରୁ ଲଦାଖ
ଢେଙ୍କାନାଳ ଅଫିସ, ୧୯ ।୬: କାର୍ରେ ଢେଙ୍କାନାଳରୁ ଲଦାଖ। ଲଦାଖରୁ ପୁଣି ଢେଙ୍କାନାଳ। ମୋଟ ୪,୭୫୦ କିଲୋମିଟରର ଯାତ୍ରା। ବରଫାବୃତ୍ତ ପାହାଡ଼, ସଂକୀର୍ଣ୍ଣ ରାସ୍ତା, ଅକ୍ସିଜେନ ସମସ୍ୟା ମଧ୍ୟରେ ପାଦେ ପାଦେ ମୃତ୍ୟୁର ଭୟ। ଏଭଳି ଏକ ଦୁଃସାହସିକ ଯାତ୍ରା କରି ସୁରକ୍ଷିତ…
ସରିଲା ଆଳତୁମା ରଜ ମହୋତ୍ସବ
କାମାକ୍ଷାନଗର, ୧୮।୬(ଡି.ଏନ୍.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସି ଆଳତୁମା ଆମ୍ବତୋଟାରେ ୩ଦିନ ଧରି ଚାଲିଥିବା ଦ୍ୱାଦଶ ରଜ ମହୋତ୍ସବ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ରଜ ମହୋତ୍ସବ କମିଟି ସଭାପତି ବାଳକୃଷ୍ଣ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାଂସ୍କୃତିକ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ…
ଅଧିକାରୀ କରୁଛନ୍ତି ପକ୍ଷପାତିତା
ଭୁବନ, ୧୮।୬(ଡି.ଏନ୍.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଏହାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଥିଲା। ବିଡିଓ ଆଶୀର୍ବାଦ ବେହେରା ଅଭିଯୋଗର ଅନୁଧ୍ୟାନ କରି…
ଆୟ ତୁଳନାରେ ଅଧିକ ବ୍ୟୟ
ଢେଙ୍କାନାଳ ଅଫିସ, ୧୭ା୬ ଆୟ ତୁଳନାରେ ବଢ଼ିବାରେ ଲାଗିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗର ବ୍ୟୟ। ତଥାପି ଖର୍ଚ୍ଚ ପରିଚାଳନା ଲାଗି ନାହିଁ କୌଣସି ଯୋଜନା। ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ପ୍ରସ୍ତୁତି…
ଦୁଇବର୍ଷରେ ଦୟନୀୟ
ଭୁବନ, ୧୭ା୬(ଡି.ଏନ୍.ଏ.) କେଉଁଠି ଭାଙ୍ଗିପଡ଼ିଛି କଳକବ୍ଜା ତ ଆଉ କେଉଁଠି ଚୋରି ହୋଇଗଲାଣି ଯନ୍ତ୍ରାଂଶ। ଦୁଇବର୍ଷ ତଳେ ଯେଉଁ ବ୍ୟାୟାମଶାଳାରେ ସକାଳେ ସଞ୍ଜରେ ଅସମ୍ଭବ ଭିଡ଼ ହେଉଥିଲା, ଏବେ ସେହି ସ୍ଥାନ ଖଁା ଖଁା। ହାତଗଣତି ଲୋକ ଆସୁଛନ୍ତି। ଯେଉଁମାନେ ଆସୁଛନ୍ତି,…
ଢେଙ୍କାନାଳରେ ଆମେରିକା ପ୍ରତିନିଧି ଦଳ
ଢେଙ୍କାନାଳ ଅଫିସ, ୧୬।୬ – ଆମେରିକାର ବିଲ୍ ଆଣ୍ଡ୍ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନ (ବିଏମ୍ଜିଏଫ୍)ର ଏକ ପ୍ରତିନିଧି ଦଳ ବୁଧବାର ଢେଙ୍କାନାଳ ଜିଲା ପରିଦର୍ଶନରେ ଆସିଛନ୍ତି। ବିଏମ୍ଜିଏଫ୍ର ବ୍ରିଆନ୍ ଆର୍ବୋଗାଷ୍ଟଙ୍କ ନେତୃତ୍ୱରେ ରୋଶନ ଶ୍ରୋଷ୍ଠା, ଅର୍ଚ୍ଚନା ବ୍ୟାସ, ସଫି ଗୁଡୱାନୀ ପ୍ରମୁଖ…
ରେଲୱେ ପରୀକ୍ଷାର୍ଥୀ ହନ୍ତସନ୍ତ
ଢେଙ୍କାନାଳ ଅଫିସ୍, ୧୬।୬ – ରେଲୱେ ପରୀକ୍ଷା ଦେବା ଲାଗି ଢେଙ୍କାନାଳ ଆସିଥିବା ପରୀକ୍ଷାର୍ଥୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ରହିବା ପାଇଁ ଘର କି ଖାଦ୍ୟ ମିଳୁନାହିଁ। ପରୀକ୍ଷା ପରିଚାଳନାରେ ଏଭଳି ତ୍ରୁଟିକୁ ନେଇ ଉଦ୍ବେଗ…
ରଜ ପାନ ବିନା ମଉଜ ଅଧା
କାମାକ୍ଷାନଗର, ୧୬।୬(ଡି.ଏନ୍.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ହନୁମାନ ଛକରେ ପାନ ଦୋକାନ କରିଥିବା ସଦାନନ୍ଦ ନାଥଙ୍କୁ ଏବେ ଫୁରସତ୍ ନାହିଁ। ସକାଳ ୭ଟାରୁ ରାତି ୧୦ଟା ଯାଏ ତାଙ୍କ ଦୋକାନରେ ଅସମ୍ଭବ ଭିଡ଼। କୌଣସି ଜଣେ ବି ଗ୍ରାହକ ଯେପରି ଅସନ୍ତୁଷ୍ଟ…
ବଖାଣିଲେ ରାହୁଲ ଉଦ୍ଧାର ଅନୁଭୂତି
ଢେଙ୍କାନାଳ ଅଫିସ, ୧୬।୬: ସେପଟେ ଜଗିଥିଲା ମୃତ୍ୟୁ। ଏପଟେ ମୃତ୍ୟୁ ପଞ୍ଝାରୁ ଜୀବନକୁ ଛଡ଼ାଇ ଆଣିବାକୁ ଚାଲିଥିଲା ସଂଘର୍ଷ। ୧୦୬ ଘଣ୍ଟାର କଷ୍ଟକର ସମୟ। ଛତିଶଗଡ଼ ସରକାର, ମାଇନିଂ ଏକ୍ସପର୍ଟ, ଏନ୍ଡିଆର୍ଏଫ୍, ଏସ୍ଡିଆର୍ଏଫ୍, ସେନା ଯବାନ, ସ୍ଥାନୀୟ ପୋଲିସଙ୍କ ସମେତ ୫୦୦ରୁ…
Archives


