ଢେଙ୍କାନାଳ

ଧରାପଡ଼ିଲା ବାଇକ୍‌ ଚୋରି ର଼୍ୟାକେଟ୍‌

ଢେଙ୍କାନାଳ ଅଫିସ, ୧୩।୭ – ସହରରେ ଘୂରି ବୁଲୁଥିଲେ। ସାମାନ୍ୟ ସୁବିଧା ମିଳିଲେ ମାଷ୍ଟର କି’ ସହାୟତାରେ ଚୋରି କରି ନେଇଯାଉଥିଲେ ବହୁ ମୂଲ୍ୟ ଟଙ୍କାର ବାଇକ୍‌। ଜାଲ୍‌ ନମ୍ବର ପ୍ଲେଟ୍‌ ଲଗାଇ ଏହାକୁ ଶାଗମାଛ ଦରରେ ବିକ୍ରି କରିଦେଉଥିଲେ। ଏଭଳି…

ଜଙ୍ଗଲ ଜମିରେ ଅମୃତ ସରୋବର ପୋଖରୀ

କାମାକ୍ଷାନଗର, ୧୩।୭(ଡି.ଏନ୍‌.ଏ) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କଣ୍ଟାପାଳ ପଞ୍ଚାୟତ ପକ୍ଷରୁ ଅମୃତ ସରୋବର ଯୋଜନାରେ ଖୋଳାଯାଇଥିବା ପୋଖରୀକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶ୍ରମିକ ସହାୟତାରେ ଏହି ଜଳାଶୟ ଖନନ ନିୟମ ରହିଥିଲେ ମଧ୍ୟ ମେଶିନରେ କାମ କରାଯାଇଛି।…

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ ମରାମତି କାର୍ଯ୍ୟ ଓ ସଂପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ରାସ୍ତା ବିପଦ ସଙ୍କୁଳ…

ସହକାରୀ ଯନ୍ତ୍ରୀଙ୍କ ୨୮ ପ୍ଲଟ୍‌, ୩ କୋଠା ଠାବ

ଢେଙ୍କାନାଳ ଅଫିସ,୧୨।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍‌ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇଥିଲା। ଏହି ଚଢାଉ ବେଳେ ଏଯାବତ୍‌ ସହକାରୀ ଯନ୍ତ୍ରୀଙ୍କ ବିପୁଳ…

ରନ୍ଧନ ଗ୍ୟାସ, ଦରବୃଦ୍ଧିର ପ୍ରତିବାଦ

ଢେଙ୍କାନାଳ ଅଫିସ,୧୨।୭ ହୁ ହୁ ହୋଇ ବଢ଼ି ଚାଲିଥିବା ରନ୍ଧନ ଗ୍ୟାସ୍‌ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଢେଙ୍କାନାଳ ମହିଳା କଂଗ୍ରେସ। ଏହାର ପ୍ରତିବାଦରେ ସଭାନେତ୍ରୀ ସ୍ମିତାରାଣୀ ସାମଲଙ୍କ ନେତୃତ୍ୱରେ ଜିଲା କାର୍ଯ୍ୟାଳୟ ସମ୍ମୁଖରେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ,୧୨।୭: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନିମାପଡ଼ା ସବ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଢ଼େଙ୍କାନାଳସ୍ଥିତ ମୋଟଙ୍ଗା ଥାନା ଅନ୍ତର୍ଗତ…

ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ ନିର୍ଦ୍ଦେଶନାମାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ ଉଠିବା ପରେ ନିଷ୍ପତ୍ତି ବଦଳିଛି। କଙ୍କଡ଼ାହାଡ଼ ବ୍ଲକ…

ବିକାଶ ଦେଖୁଛି ପୁଟିପାଳ

ଢେଙ୍କାନାଳ ଅଫିସ, ୧୦।୭: ଜୁଆଙ୍ଗ ଗାଁରେ ପଡ଼ିଛି ବିକାଶର କିରଣ। ଉଦୟ ହୋଇଛି ଅନ୍ଧାରରେ ବୁଡ଼ିଥିବା ଆଦିବାସୀ ପଡ଼ାର ଭାଗ୍ୟ। ପ୍ରଶାସନର ଶୁଭଦୃଷ୍ଟି ପଡ଼ିବା ପରେ ବିଚ୍ଛିନ୍ନ ଜୀବନ ବିତାଉଥିବା ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ପୁଟିପାଳ ଗ୍ରାମର ଚିତ୍ର…

କ୍ଷତି ଭରଣା ପାଇଁ ୫୩ ଲକ୍ଷ ଦାଖଲ ନିର୍ଦ୍ଦେଶ

ପରଜଙ୍ଗ, ୧୦।୭(ଡି.ଏନ୍‌.ଏ.): ପରିବେଶକୁ କ୍ଷତି ପହଞ୍ଚାଇ ବେଆଇନ ଭାବେ ମୋରମ ଖନନ କରିବା କୁନାଲ ଷ୍ଟ୍ରକ୍ଚର୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଠିକାସଂସ୍ଥା ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏ ସଂକ୍ରାନ୍ତ ଏକ ମାମଲା ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) ନିକଟରେ କରାଯାଇଥିବାବେଳେ…

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି ଉପଲକ୍ଷେ ସେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଆଦିବାସୀ ମହିଳାଙ୍କ ସହ ନୃତ୍ୟ ପରିବେଷଣ…

ବିଧବାଙ୍କୁ ସଜାଇଥିଲେ ସଧବା

ଢେଙ୍କାନାଳ ଅଫିସ, ୯ା୭ ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡ଼ ଷାଠିଏବାଟିଆ ଅଞ୍ଚଳରେ ଏକ ବଡ଼ଧରଣର ଜମି କେଳେଙ୍କାରୀ ମାମଲାର ରହସ୍ୟ ଉନ୍ମୋଚିତ ହୋଇଛି। ଦଲାଲମାନେ ଜଣେ ବିଧବା ମହିଳାଙ୍କୁ ସଧବା ସଜାଇ ପ୍ରକୃତ ଜମି…

୧୮ରୁ ଶ୍ରାବଣ କାଉଡ଼ିଯାତ୍ରା

ଢେଙ୍କାନାଳ ଅଫିସ, ୮ା୭ ଆସନ୍ତା ଜୁଲାଇ ୧୮ରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଶ୍ରାବଣ କାଉଡ଼ି ଯାତ୍ରା। ଏହା ଅଗଷ୍ଟ ୮ ତାରିଖ (ଚତୁର୍ଥ ପାଳି ସୋମବାର)ରେ ଶେଷ ହେବ। ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠକୁ ପ୍ରତିବର୍ଷ ଲକ୍ଷାଧିକ କାଉଡ଼ିଆଙ୍କ ସମାଗମ ହୋଇଥାଏ। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?