ଢେଙ୍କାନାଳ

ଜେଲ୍‌ ଗଲେ ହିନ୍ଦୋଳ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ,୨।୬: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ୩୦ହଜାର ଟଙ୍କା ଲାଞ୍ଚ ନେଇ ବୁଧବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ ମଳୟ କିଶୋର ନାୟକଙ୍କୁ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି।…

ରସିଦ ନକଲ କରି ବାଲିଚାଲାଣ

କାମାକ୍ଷାନଗର, ୨।୬(ଡି.ଏନ୍‌.ଏ.): ତହସିଲ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ରସିଦ ବହି (ଓ୍ବାଇ-ଫର୍ମ) ନକଲ କରି ବାଲିଘାଟରୁ ବାଲି ଚାଲାଣ କରିବା ମହଙ୍ଗା ପଡ଼ିଛି। ଏଭଳି ବାଲି ଚାଲାଣ କରୁଥିବା ଦୁଇଟି ଟ୍ରକ୍‌ (ନଂ. ଓଆର୍‌ ୦୪ ଇ ୦୦୯୭ ଏବଂ ଓଆର୍‌…

କମ୍ପାନୀ କ୍ୱାର୍ଟର୍ସରୁ ସୁପରଭାଇଜରଙ୍କ ମୃତଦେହ ଠାବ

କାମାକ୍ଷାନଗର, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା କାନପୁରା ଗ୍ରାମସ୍ଥିତ ମିଶ୍ରିଲାଲ କମ୍ପାନୀ କ୍ୱାର୍ଟର୍ସରୁ ଜଣେ ସୁପରଭାଇଜରଙ୍କ ଝୁଲନ୍ତା ମୃତଦେହ ବୁଧବାର ପୂର୍ବାହ୍ନରେ ଠାବ କରାଯାଇଛି। ମୃତକ ହେଲେ ଖୁଣ୍ଟୁଣୀ ଥାନା ମହାକାଳବସ୍ତ ଗ୍ରାମର ଅମିତ ପୁହାଣ। ଅମିତଙ୍କୁ କେହି ହତ୍ୟା କରି…

ଭିଜିଲାନ୍ସ ହାତରେ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ,୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ ମଳୟ ନାୟକ ବୁଧବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଏସ୍‌ସିଏସ୍‌ଟି ମାମଲାରେ ନାଁ ରଫାଦଫା କରିବାକୁ ୩୦ ହଜାର ଲାଞ୍ଚ ନେବା ବେଳେ ସେ କାରନ୍ଦା ଛକରୁ ଧରାପଡ଼ିଛନ୍ତି। ପଥର ଗାଡ଼ି ପାସ କରାଇବା…

ପାର୍ଟି ଅଫିସ୍‌ରେ ଏମ୍‌ପିଙ୍କୁ ଜାଗା ମିଳିଲାନି

ଢେଙ୍କାନାଳ ଅଫିସ, ୧ା୬: ଯେତେ ତାଳି ପକାଇଲେ ମଧ୍ୟ ଢେଙ୍କାନାଳ ଜିଲାରେ ବିଜେଡି କନ୍ଦଳ ଦାଣ୍ଡରେ ପଡ଼ି ହାଟରେ ଗଡୁଛି। ଏମ୍‌ପି ମହେଶ ସାହୁ ଏବଂ ସଦର ବିଧାୟକ ଗୋଷ୍ଠୀ ମଧ୍ୟରେ ସବୁକିଛି ଠିକ୍‌ ନ ଥିବା ଚର୍ଚ୍ଚା ହେଉଛି। ପୌର…

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ, ୩୧ା୫ ଢେଙ୍କାନାଳ ସହର ୯ନଂ. ୱାର୍ଡ କଣ୍ଟାନାଳୀ ବାଇପାସ୍‌ ନିକଟ ହିମାଳୟ ବସ୍ତିରେ ରହୁଥିବା କିନ୍ନରମାନେ ସୋମବାର ସାବିତ୍ରୀ ବ୍ରତକୁ ମହାସମାରୋହରେ ପାଳନ କରିଛନ୍ତି। ନୂଆବସ୍ତ୍ର, ଅଳତା, ଚୁଡ଼ି ପିନ୍ଧି ସେମାନେ ବୃନ୍ଦାବତୀଙ୍କ ନିକଟରେ ଗୁରୁ ଓ…

ଢେଙ୍କାନାଳରେ ସିରିଜ୍‌ ଚୋରି

ଢେଙ୍କାନାଳ ଅଫିସ୍‌, ୩୧ା୫ ସାବିତ୍ରୀ ଓଷା ଅବ୍ୟବହିତ ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲା କଲେଜ ବାଇପାସ୍‌ ଅଞ୍ଚଳରୁ ସିରିଜ୍‌ ଚୋରି ହୋଇଛି। ଦୁର୍ବୃତ୍ତମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକକାଳୀନ ୭ ଦୋକାନର ତାଲା କାଟି ଲକ୍ଷାଧିକ ଟଙ୍କା…

କାଠକଣ୍ଢେଇ କାରିଗର କୋଣଠେସା

ସାତମାଇଲ, ୩୧ା୫ ଏକଦା ଓଡ଼ିଶାର ଦ୍ୱିତୀୟ ରଘୁରାଜପୁର ତଥା କାଠ କଣ୍ଢେଇର ଗଁା ଭାବେ ପ୍ରସିଦ୍ଧି ଅର୍ଜନ କରିଥିଲା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ କନ୍ତିମିଲି ପଞ୍ଚାୟତର ଝାରବେଡ଼ା। ଏଠାକାର ଶିଳ୍ପୀ ନିର୍ଜୀବ କାଠ ଦେହରେ ସଞ୍ଚାର କରୁଥିଲେ ଜୀବନ। ଚତୁର୍ଦ୍ଧାମୂର୍ତ୍ତିଙ୍କଠାରୁ…

ଗୋଟିଏ ରାତିରେ ୭ ଦୋକାନରୁ ଚୋରି

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳ ସହର କଲେଜ ବାଇପାସ ଛକରୁ ରବିବାର ବିଳମ୍ବିତ ରାତିରେ ୭ଟି ଦୋକାନରୁ ଦୁର୍ବୃତ୍ତମାନେ ସଟର ଭାଙ୍ଗି ଚୋରି କରିନେଇଛନ୍ତି। ମିଠା ଦୋକାନରୁ ମିଠା, ନଗଦ ୫୦୦୦ ଟଙ୍କା, ଫଳ ଦୋକାନରୁ କଦଳୀ କାନ୍ଧି ସହ ବିଭିନ୍ନ ପ୍ରକାର…

ଦୃଷ୍ଟି ଆକର୍ଷଣ କରୁଛି ମଧୁବନୀ ଚିତ୍ରକଳା

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା କରାଯାଇଥିବା ପ୍ରାଚୀର ଚିତ୍ର ଆକର୍ଷଣୀୟ ହୋଇଥିବା ବେଳେ ମଧୁବନୀ ଚିତ୍ରକଳା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଛାତ୍ରୀଛାତ୍ର, ଅଧ୍ୟାପକମାନେ ଚିତ୍ରକଳାକୁ ଉପଭୋଗ କରୁଛନ୍ତି। ହରିଣ, ହାତୀ, ଚଢେଇ, ଗଛଲତା ଆଦିର…

‘ସଙ୍କୋଚ କରନାହିଁ, ନାପ୍‌କିନ୍‌ ମାଗ’

କାମାକ୍ଷାନଗର, ୨୯।୫(ଡି.ଏନ୍‌.ଏ.): ଋତୁସ୍ରାବ ଏକ ଜୈବିକ ପ୍ରକ୍ରିୟା। ଏହା ଲଜ୍ଜାକର ବିଷୟ ନୁହେଁ, ବରଂ ଜଣେ ନାରୀ ପାଇଁ ଜରୁରୀ। ଏହା ବିନା ଜଣେ ମହିଳା ମା’ ହେବା ଅସମ୍ଭବ। ହେଲେ ଆଜି ବି ମାସିକ ଋତୁଚକ୍ର ସମ୍ପର୍କରେ ଖୋଲା ଆଲୋଚନା…

କାରାଗାରରେ ଖୁନ୍ଦାଖୁନ୍ଦି କଏଦୀ

କାମାକ୍ଷାନଗର, ୨୯।୫(ଡି.ଏନ୍‌.ଏ.): ବ୍ରିଟିଶ ଶାସନ ଅମଳର କାମାକ୍ଷାନଗର ଉପକାରାଗାରରେ ସ୍ଥାନ ଅଭାବରୁ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏଠାରେ କ୍ଷମତା ତୁଳନାରେ ପ୍ରାୟ ଦେଢ଼ଗୁଣା ଅଧିକ କଏଦୀ ଖୁନ୍ଦାଖୁନ୍ଦି ହୋଇ ରହୁଛନ୍ତି। ଆବଶ୍ୟକ ଅର୍ଥ ଥିଲେ ମଧ୍ୟ ଉପଯୁକ୍ତ ଜମି ମିଳୁ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri