ଢେଙ୍କାନାଳ

ପାରୋଲରେ ଆସିଥିବା କଏଦୀଙ୍କୁ ଗୁଳି

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଏକ ହତ୍ୟା ଅଭିଯୋଗରେ ୧୦ବର୍ଷ ଜେଲ୍‌ରେ ସଜାକାଟି ପାରୋଲରେ ଆସିଥିବା ଜଣେ କଏଦୀଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଆଖିବୁଜା ଗୁଳିଚାଳନା କରିଛନ୍ତି। କଏଦୀଙ୍କ ଶରୀରରେ ୩ଟି ଗୁଳି ବାଜିଛି। ଢେଙ୍କାନାଳ ଜିଲା ପରଜଙ୍ଗ…

ଧାରଣା ପରେ ଶିକ୍ଷକଙ୍କ ବଦଳି ବାତିଲ

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କଟୁମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀ, ଛାତ୍ରୀଛାତ୍ର ଏବଂ ଅଭିଭାବକ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଧାରଣା…

୫ ଲକ୍ଷ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍‌ ସ୍କାର୍ଡ ଟିମ୍‌ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ କରି ୪୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏହି ଘଟଣାରେ ଭକ୍ତ…

ଭମରଙ୍କୁ କଚାଡିଲା ଦନ୍ତା

ଢେଙ୍କାନାଳ ଅଫିସ,୬।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ କର୍ଣ୍ଣପୁର ଗ୍ରାମରେ ବୁଧବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଭ୍ରମରବର ବେହେରା। ଭ୍ରମର ବାଡି ପଟକୁ ଶୌଚ ହେବା ପାଇଁ ଯାଇଥିଲା ବେଳେ…

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି ବନବିଭାଗ…

ଶିରୀ ହରାଇଛି ଶିଶୁଉଦ୍ୟାନ

ଢେଙ୍କାନାଳ ଅଫିସ,୪ା୭: ପାଠ୍ୟପୁସ୍ତକରେ ସବୁ ଜ୍ଞାନ ନ ଥାଏ। ବହିବସ୍ତାନି ଚାପରୁ ମୁକ୍ତି ପାଇଁ କୋମଳମତି ଶିଶୁଙ୍କୁ ପରିବେଶ ସହିତ ପରିଚିତ ହେବାକୁ ପଡ଼ିବ। ଆଖପାଖ ଅଞ୍ଚଳରେ ଘଟୁଥିବା ଘଟଣାବଳୀ, ପାରିପାର୍ଶ୍ୱିକସ୍ଥିତି ବିଷୟରେ ଜାଣିବାକୁ ହେବ। ପାଠପଢ଼ା ସାଙ୍ଗକୁ ଶାରୀରିକ ସୁସ୍ଥତା…

ସୌଭାଗ୍ୟ ସ୍ବାଇଁଙ୍କୁ ଭୁବନ ଥାନା ଦାୟିତ୍ୱ

ଭୁବନ, ୪ା୭(ଡି.ଏନ୍‌.ଏ.): ଭୁବନ ଥାନାର ନୂତନ ଅଧିକାରୀ ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ସୌଭାଗ୍ୟ ସ୍ବାଇଁ। ଏଥିପୂର୍ବରୁ ସେ ପରଜଙ୍ଗ ଥାନାଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଅପରାଧ ଦମନ, ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।…

ଜାତୀୟ ସ୍କେଟିଂରେ ଦେବାଂଶଙ୍କୁ ସ୍ବର୍ଣ୍ଣ

ଢେଙ୍କାନାଳ ଅଫିସ, ୪ା୭: ଜାତୀୟ ଦ୍ୱିତୀୟ ର଼୍ୟାଙ୍କିଙ୍ଗ୍‌ ରୋଲର ସ୍କେଟିଂ ପ୍ରତିଯୋଗିତାର ସବ୍‌ଜୁନିୟର ବର୍ଗ (୧୧ରୁ ୧୪ବର୍ଷ)ରେ ସ୍ବର୍ଣ୍ଣପଦକ ଜିତି ଢେଙ୍କାନାଳର ଗୌରବ ବଢ଼ାଇଛନ୍ତି ଏ.ଆର୍‌. ଦେବାଂଶ। ଗତ ଜୁନ୍‌ ୧୭ରୁ ୧୯ ତାରିଖ ଯାଏ ରାୟପୁର ସାରୋନାସ୍ଥିତ କ୍ରିଷ୍ଣା ପବ୍ଲିକ…

୨୭ ଶାଳଗଣ୍ଡି ଜବତ

କାମାକ୍ଷାନଗର, ୪ା୭(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ୍‌ ମୁକ୍ତାପଶି ଫରେଷ୍ଟ ସେକ୍ସନ୍‌ର କଙ୍କିଳି ବିଟ୍‌ ଜରିତଇଲା ସାହି ନିକଟରୁ ରବିବାର ୨୭ଟି ଶାଳଗଣ୍ଡି ଜବତ କରାଯାଇଛି। ସମ୍ପୃକ୍ତ ଅଞ୍ଚଳର କେତେଜଣ ବ୍ୟକ୍ତି ନିକଟ ଜଙ୍ଗଲରୁ କାଠ କାଟି ମାଫିଆଙ୍କୁ ବିକ୍ରି…

ବୃକ୍ଷରାଜିରେ ଭରିବ ବୁଦୁବୁଦିଆ ଜଙ୍ଗଲ

ଭୁବନ, ୩।୭(ଡି.ଏନ୍‌.ଏ.): କାୟା ମେଲାଉଛି କଂକ୍ରିଟ୍‌ ଜଙ୍ଗଲ। ଉଜୁଡୁଛି ସବୁଜିମା। ଘନ ସଂରକ୍ଷିତ ଜଙ୍ଗଲ ପତଳା ହେଲାଣି। ସବୁଜବନାନୀ ଏବେ ଶ୍ରୀହୀନ। ବୃକ୍ଷହୀନ ଲଣ୍ଡା ପାହାଡ଼ ସୀମିତ ହୋଇଗଲାଣି ଲଟାବୁଦାରେ। ପାହାଡ଼ ତଳି ଅଞ୍ଚଳରେ ଅବାଧ ଗଛକଟା ଜୈବ ବିବିଧତାକୁ ବିପନ୍ନ…

ହତ୍ୟା ଅଭିଯୁକ୍ତ ଶିକ୍ଷକଙ୍କ ବଦଳି ଦାବି

ପରଜଙ୍ଗ, ୩।୭(ଡି.ଏନ୍‌.ଏ.): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗ୍ରାମରେ ଶୁକ୍ରବାର ୨ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ବୈକୁଣ୍ଠ ସାହୁ (୬୫) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ମୃତକଙ୍କ ପୁଅ…

୨୦ ପଇସାରେ ଗଡ଼ିବ ୧ କି.ମି.

ଢେଙ୍କାନାଳ ଅଫିସ, ୩।୭: ମାତ୍ର ୨୦ ପଇସା ଖର୍ଚ୍ଚ କଲେ ବାଇକ୍‌ ଗଡ଼ିବ ୧ କିଲୋମିଟର। ନା ପକାଇବାକୁ ପଡ଼ିବ ପେଟ୍ରୋଲ ନା ରହିବ ପ୍ରଦୂଷଣ ଚିନ୍ତା। ପରିବେଶ ଅନୁକୂଳ ଏଭଳି ଏକ ଇ-ବାଇକ୍‌ ନିର୍ମାଣ କରି ପ୍ରଶଂସା ସାଉଁଟୁଛନ୍ତି ଢେଙ୍କାନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?