ମନ୍ଦିର ପରିସରରୁ କାଟିନେଲେ ଚନ୍ଦନ ଗଛ
ପରଜଙ୍ଗ, ୯।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାନ୍ତୋର ଗ୍ରାମର ପ୍ରସିଦ୍ଧ ଶୈବପୀଠ ଶ୍ରୀକନକେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରୁ ଏକ ଚନ୍ଦନ ଗଛ ଚୋରି ହୋଇଛି। ଶନିବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ କଟର ମେଶିନ ସହାୟତାରେ ଗଛ କାଟି...
ନୂଆପଡ଼ା ଘାଟରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଛାତ୍ର: ୨ ଉଦ୍ଧାର; ଜଣଙ୍କର ପତ୍ତା ମିଳୁନି
ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲା ସଦର ବ୍ଲକ ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି ରାଧାଦେଇପୁର ପଞ୍ଚାୟତର ବ୍ରାହ୍ମଣୀ ନଦୀର ନୂଆପଡ଼ା ଘାଟରେ ରବିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ୩ ଜଣ ସ୍କୁଲ ଛାତ୍ର ନଦୀରେ ବୁଡ଼ି ଯାଇଛନ୍ତି। ସେମାନଙ୍କ...
ଜୁ’ରେ ମିଳିବ ଜଙ୍ଗଲୀ ମହୁ
ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲାର ପ୍ରସିଦ୍ଧ କପିଳାସ ପ୍ରାଣୀ ଉଦ୍ୟାନରେ ମିଳିବ ଜଙ୍ଗଲୀ ବାଘୁଆ ମହୁ। ଗ୍ରାହକମାନେ ଗୁଣାତ୍ମକମାନର ଏହି ଜଙ୍ଗଲଜାତ ଦ୍ରବ୍ୟ ସୁବିଧାରେ ଏଠାରୁ କିଣିପାରିବେ। ମହୁ ସଂଗ୍ରହ କରୁଥିବା ମହ୍ଲାର ସମ୍ପ୍ରଦାୟର ଜୀବନଜୀବିକାରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ...
ଦୋଷୀ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଢେଙ୍କାନାଳ ଅଫିସ, ୮।୫: ବନ ବିଭାଗର ବିନା ଅନୁମତିରେ ରଥ ନିର୍ମାଣ ପାଇଁ କପିଳାସ ସଂରକ୍ଷିତ ଅଭୟାରଣ୍ୟରୁ ଧଉରା ଗଛ କାଟି ଅଡୁଆରେ ପଡ଼ିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ଅମାନିଆ ଚାଳକ ଛାନିଆଁ
ଢେଙ୍କାନାଳ ଅଫିସ, ୮।୫: ଦ୍ରୁତଗତିରେ ବାଇକ୍ ଚଳାଇ ସହରର ଗଳିକନ୍ଦିରେ ଆତଙ୍କ ସୃଷ୍ଟି କରୁଥିବା ଅମାନିଆ ଚାଳକଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ। ଆଇନ ଉଲ୍ଲଂଘନ କରି ଗାଡ଼ିଚାଳନା କରୁଥିବା ଏଭଳି ବାଇକ୍ ଚାଳକଙ୍କ ବିରୋଧରେ କଡ଼ା...
ବ୍ଲେଡ୍ରେ ଶିଶୁ ନାହି କାଟିଥିଲେ ମହିଳା
କାମାକ୍ଷାନଗର, ୭ା୫(ଡି.ଏନ୍.ଏ.) ଗର୍ଭ ଯନ୍ତ୍ରଣାରେ ଘଣ୍ଟାଏ କାଳ ଛଟପଟ ହେଲେ। ଖୋଲା ଆକାଶ ତଳେ ପ୍ରସବ କଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବାଠାରୁ ଆରମ୍ଭ କରି ପ୍ରସବ ପର୍ଯ୍ୟନ୍ତ ନା ମିଳିଲା କର୍ମଚାରୀଙ୍କ ଦେଖା ନା ଖୋଲାଗଲା ଡାକ୍ତରଖାନା ଦ୍ୱାର। ଫଳରେ ଅନ୍ୟ...
ଆଶ୍ୱସ୍ତି ଆଣିଲା ଅଦିନିଆ ବର୍ଷା
ଢେଙ୍କାନାଳ ଅଫିସ, ୬ା୫ ପାଖାପାଖି ୧୫ଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେଉଥିବା ଢେଙ୍କାନାଳ ଜିଲାବାସୀଙ୍କୁ ଗୁରୁବାର ମିଳିଛି ସାମାନ୍ୟ ଆଶ୍ୱସ୍ତି। କାଳବୈଶାଖୀ ପ୍ରଭାବରେ ଅପରାହ୍ନରେ ପ୍ରାୟ ୩ଘଣ୍ଟା ଧରି ହୋଇଥିବା ପ୍ରବଳ ଝଡ଼ବର୍ଷା ପରିବେଶକୁ ଶୀତଳ କରିଛି। ତା’ସାଙ୍ଗକୁ...
ବିପଦରେ ବନ୍ୟଜୀବନ
ଢେଙ୍କାନାଳ ଅଫିସ୍, ୬ା୫ କପିଳାସ ଅଭୟାରଣ୍ୟ। ଏକଦା ଏହି ସଂରକ୍ଷିତ ଜଙ୍ଗଲ ଭର୍ତ୍ତି ହୋଇଥିଲା ନଭଶ୍ଚୁମ୍ବୀ ଦ୍ରୁମରେ। ପଡୁ ନ ଥିଲା ସୂର୍ଯ୍ୟକିରଣ। ଏଠାକାର ଥଣ୍ଡା ପରିବେଶ ପାଲଟିଥିଲା ବନ୍ୟପ୍ରାଣୀଙ୍କ ପାଇଁ ଭୂସ୍ବର୍ଗ। ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ଯାଏ ପକ୍ଷୀଙ୍କ କଳରବରେ...
କୃଷି ବିଭାଗ କୋମାରେ
ସାତମାଇଲ, ୬ା୫ ଅକ୍ଷୟତୃତୀୟାରେ ସରିଛି ଅଖିମୁଠି ଅନୁକୂଳ। ବିହନ ବୁଣି ଚାଷ ପାଇଁ ପାଗ ଭିଡ଼ିଲେଣି ଚାଷୀ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ବୋଲି ପାଣିପାଗ ବିଭାଗ କରିଥିବା ଅନୁମାନ ସେମାନଙ୍କ ମଧ୍ୟରେ ଖେଳାଇ ଦେଇଛି ଉଲ୍ଲାସ।...
ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ
କାମାକ୍ଷାନଗର,୫।୫(ଡି.ଏନ୍.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା, ଭିଣୋଇଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଆଁଳ ପଞ୍ଚାୟତ...
୮ଜଣଙ୍କୁ ବାନ୍ଧିଲା ପୋଲିସ
ଢେଙ୍କାନାଳ ଅଫିସ, ୫।୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ଇନ୍ଦିପୁର ଗୁଣ୍ଡୁରାପଶି ପଥର ଖଣିରେ ଚଢ଼ାଉ ବେଳେ ପ୍ରଶାସନିକ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ୮ଜଣ ବନ୍ଧା ହୋଇଛନ୍ତି।...
ପ୍ରଶାସନିକ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ
ଢେଙ୍କାନାଳ ଅଫିସ, ୪।୫: କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣି ଆରମ୍ଭ ହୋଇଛି ପଥର ମାଫିଆଙ୍କ ଦୌରାତ୍ମ୍ୟ। ଓଡ଼ାପଡ଼ା ତହସିଲ ଇନ୍ଦିପୁର-ଗୁଣ୍ଡୁରାପଶି ଖଣିରୁ ଚୋରା ଚାଲାଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିବାବେଳେ...
Archives


