ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ
କାମାକ୍ଷାନଗର, ୪।୫(ଡି.ଏନ୍.ଏ.):ସାମାନ୍ୟ ଅର୍ଥ ଲୋଭରେ ପଡ଼ି ଭୁଲି ଯାଇଥିଲେ ହିତାହିତ ଜ୍ଞାନ। ରକ୍ତ ସମ୍ପର୍କୀୟ ନାବାଳକ ଭାଇକୁ ଅପହରଣ କରିବା ପରେ ବେକକୁ ରଶିରେ ଭିଡ଼ି ଶ୍ୱାସରୁଦ୍ଧ କରି ଅତି ନିର୍ମମ ଭାବେ କରିଥିଲେ ହତ୍ୟା। ଏଭଳି ଏକ ସମ୍ବେଦନଶୀଳ...
ଧରାପଡ଼ିଲା ସାଇବର ଠକଙ୍କୁ ସିମ୍ ଦେଉଥିବା ର଼୍ୟାକେଟ
ଭୁବନେଶ୍ୱର,(ବ୍ୟୁରୋ)/ଢେଙ୍କାନାଳ ଅଫିସ,୩।୫: ବିଭିନ୍ନ ଟେଲିକମ୍ କମ୍ପାନୀର ସିମ୍ କାର୍ଡକୁ ପ୍ରି-ଆକ୍ଟିଭେଟ୍ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର ମାଷ୍ଟରମାଇଣ୍ଡଙ୍କ ସମେତ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍ ଢ଼େଙ୍କାନାଳରୁ...
ସଡ଼କ ସୁରକ୍ଷା ଦିଗରେ ଟାଟାଷ୍ଟିଲର ପଦକ୍ଷେପ
ଢେଙ୍କାନାଳ ଅଫିସ,୩।୫ ଢେଙ୍କାନାଳ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କାରଖାନା ଭିତରକୁ ଆସୁଥିବା ଟ୍ରକ୍ଗୁଡିକୁ ପାର୍କିଂସ୍ଥାନ ଯୋଗାଇଦେବା ନିମନ୍ତେ ୩ଟି ନୂତନ ପାର୍କିଂ ୟାର୍ଡ ବ୍ୟବସ୍ଥା କରାଯାଇଛି। ୫୫ନଂ. ଜାତୀୟ ରାଜପଥରେ ଟ୍ରାଫିକ୍...
ଅଫିସରେ ତାଲା, ଏସ୍ଡିଓଙ୍କୁ ଘେରାଉ
ଢେଙ୍କାନାଳ ଅଫିସ,୩।୫ଢେଙ୍କାନାଳ ସଦର ବ୍ଲକ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ନିକଟରୁ ସହରକୁ ପାନୀୟଜଳ ଯୋଗାଣ ହେଉଥିବା ମୁଖ୍ୟ ପାଇପ୍ ଫାଟି ଯାଇଥିବାରୁ ୧୦ ଦିନ ହେବ ଜଳଯୋଗାଣ ବ୍ୟାହତ ହୋଇଛି। ଫଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମୟରେ ପାଣି ନ ପାଇ...
ବିଦ୍ୟୁତ୍ ବିଭ୍ରାଟ ଅସହ୍ୟ
ଢେଙ୍କାନାଳ ଅଫିସ, ୧।୫ ଉପରମୁହାଁ ହୋଇଛି ପାରଦ। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ସରକାର ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଢେଙ୍କାନାଳ ସହରରେ ଏହାକୁ ମାନୁନି ବିଦ୍ୟୁତ୍ ବିତରଣ କମ୍ପାନୀ।...
ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍କୁ ଧକ୍କାଦେଲା ଆମ୍ବୁଲାନ୍ସ
କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସହ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପରଜଙ୍ଗ ଥାନା...
ଏପ୍ରିଲ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ୫୫ନଂ. ଏନ୍ଏଚ୍
ଢେଙ୍କାନାଳ ଅଫିସ, ୨୯ ।୪ ଢେଙ୍କାନାଳ ଜିଲାର ଜୀବନରେଖା କୁହାଯାଉଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ବର୍ଷ ଏପ୍ରିଲ୍ ସୁଦ୍ଧା ଶେଷ ହେବ। ପ୍ରଥମ ପର୍ଯ୍ୟାୟରେ କଟକରୁ ଢେଙ୍କାନାଳ ଯାଏ ୨ଲେନ୍ ବିଶିଷ୍ଟ ରାସ୍ତା କାମକୁ ଜୁନ୍...
ପିଲାଙ୍କ ଭିତରେ ଉତ୍ସାହ
ଢେଙ୍କାନାଳ ଅଫିସ୍, ୨୯ ।୪ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଦୀର୍ଘ ୨ବର୍ଷ ପରେ କରୋନା ପରିସ୍ଥିତି ସ୍ବାଭାବିକ ହୋଇଥିବାବେଳେ ଅଫ୍ଲାଇନ୍ରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ପ୍ରଥମ ଦିନ କଳା ଏବଂ ବାଣିଜ୍ୟ ବିଭାଗରେ ମାତୃଭାଷା ଓଡ଼ିଆ...
୪୧,୮୭୫ ନମୁନାରୁ ଜଣେ ଚିହ୍ନଟ
ଢେଙ୍କାନାଳ ଅଫିସ, ୨୬।୪ ଏକଦା ମ୍ୟାଲେରିଆପ୍ରବଣ ଭାବେ ଦୁର୍ନାମ ମୁଣ୍ଡାଇଥିଲା ଶିଳ୍ପ ଜିଲା ଢେଙ୍କାନାଳ। ତେବେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ଅନବରତ ପ୍ରୟାସ ପରେ ଏହି ମାରାତ୍ମକ ଜ୍ୱର ଏବେ ନିୟନ୍ତ୍ରଣକୁ ଆସିପାରିଛି। ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା...
ପାଣି ପାଇଁ ରାସ୍ତାରେ ମହିଳା
ପରଜଙ୍ଗ, ୨୬।୪(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ଦଳିତ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପାଣି ମୁନ୍ଦାଏ ପାଇଁ ସାହିବାସୀ ଡହଳବିକଳ ହେଉଥିବାବେଳେ ଏହାକୁ ନେଇ ଲାଗି ରହିଥିବା ପୁଞ୍ଜୀଭୂତ...
ବିଦ୍ୟୁତ୍ ବିଭ୍ରାଟରୁ ସ୍ଥିତି ବିଷମ
ଢେଙ୍କାନାଳ ଅଫିସ, ୨୬।୪ ଖରାରେ ସିଝୁଛି ଗାଁଠାରୁ ସହର। ଆକାଶରୁ ହେଉଛି ଅଗ୍ନିବର୍ଷା। ପ୍ରଚଣ୍ଡ ତାତିରେ ଜଳିପୋଡ଼ିଯାଉଛି ଦେହମୁଣ୍ଡ। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଗ୍ରୀଷ୍ମପ୍ରବାହ। ଅପରାହ୍ନ ୫ଟା ଯାଏ ଏଥିରୁ ମିଳୁନି ନିସ୍ତାର। ଆଭ୍ୟନ୍ତରୀଣ ଓଡ଼ିଶାରୁ ଉପକୂଳ। ଦକ୍ଷିଣରୁ...
କ୍ରଶର ବିରୋଧରେ ମେଳି
ଢେଙ୍କାନାଳ ଅଫିସ, ୨୫।୪: ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ପଞ୍ଚାୟତର କଷ୍ଟିପାଳ ଗ୍ରାମରେ ବେଆଇନ ଖଣି ଏବଂ କ୍ରଶର ବିରୋଧରେ ମେଳି ବାନ୍ଧିଛନ୍ତି ସ୍ଥାନୀୟ ଅଞ୍ଚଳର ଆଦିବାସୀ। ସରକାର ପ୍ରଦାନ କରିଥିବା ଗୁଣ୍ଠିକିଆ ଜମି ହଡ଼ପ କରି ସେଠାରେ ବେଆଇନ...
Archives


