ଭାରିଯାନ ବଢ଼ାଉଛି ପ୍ରଦୂଷଣ
ଭୁବନ, ୧୧।୬(ଡି.ଏନ୍.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକ କାନଖାଇ ଗ୍ରାମଦେଇ ଦୈନିକ ଶତାଧିକ କ୍ରୋମାଇଟ୍ ବୋଝେଇ ଭାରିଯାନ ଚଳାଚଳ କରୁଛି। ଫଳରେ ପ୍ରଦୂଷଣ ଏବଂ ଦୁର୍ଘଟଣା ବଢୁଛି। ଗ୍ରାମ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଲାଣି। ଏହାର ପ୍ରତିବାଦରେ ଦୀର୍ଘଦିନ ଧରି କୁହୁଳିଥିବା ପୁଞ୍ଜୀଭୂତ…
ପର୍ଯ୍ୟଟନସ୍ଥଳୀରେ ହେଉ ହସ୍ତଶିଳ୍ପ ପ୍ରଦର୍ଶନ ବଜାର
ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳର ଇତିହାସ ଅନନ୍ୟ। ଗଡ଼ଜାତ ଆନ୍ଦୋଳନରେ ଏହି ଜିଲା ଦେଶବାସୀଙ୍କୁ ଆନ୍ଦୋଳିତ କରିଥିଲା। ଏଠାରେ ପର୍ଯ୍ୟଟନର ବିକାଶ ପାଇଁ ବ୍ୟାପକ ଭିତ୍ତିଭୂମି ରହିଛି। ଏଥି ପାଇଁ ମୁଖ୍ୟମନ୍ତ୍ରୀ ୫୦ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଏହି…
ସ୍ବାସ୍ଥ୍ୟକେନ୍ଦ୍ର କ୍ୱାର୍ଟର୍ସ କାମ ସରୁନି
ଭୁବନ, ୧୧।୬(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଏବଂ କର୍ମଚାରୀଙ୍କ ରହିବା ଲାଗି ୨୦୧୪ରୁ ଆରମ୍ଭ ହୋଇଥିଲା କ୍ୱାର୍ଟର୍ସ ନିର୍ମାଣ କାର୍ଯ୍ୟ। ଏଥିଲାଗି ବ୍ୟୟ ଅଟକଳ ହୋଇଥିଲା ପ୍ରାୟ କୋଟିଏ ଟଙ୍କା। ଇତିମଧ୍ୟରେ ବିତିଗଲାଣି ଦୀର୍ଘ ୮ବର୍ଷ।…
୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ
ଢେଙ୍କାନାଳ ଅଫିସ,୧୦।୬: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍ ୭୦୦ ମିଲିଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ନଗଦ ୪୦ ହଜାର…
ଆଜିଠାରୁ ପ୍ରଥମ ସପ୍ତଶଯ୍ୟା ମହୋତ୍ସବ
ଢେଙ୍କାନାଳ ଅଫିସ, ୧୦।୬ ଢେଙ୍କାନାଳ ଜିଲା କଳାକୃତି ଗ୍ରାମ ସଦେଇବେରେଣୀରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ପ୍ରଥମ ସପ୍ତଶଯ୍ୟା ହସ୍ତଶିଳ୍ପ ଓ ସାଂସ୍କୃତିକ ମହୋତ୍ସବ। ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ, ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ…
ଘରେ ଝୁଲୁଛି ମୃତଦେହ, ଚଟାଣରେ ଲେଖାହୋଇଛି ଆମେ ବିଷ ପିଇଛୁ
ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ପରସ୍ପର ଏକାଠି ପ୍ରଥମେ ବିଷ ପିଇବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡୁଛି। ଢେଙ୍କାନାଳ ଜିଲା ସଦରଥାନା…
ଐତିହ୍ୟକୁ ଅଣଦେଖା
ଢେଙ୍କାନାଳ ଅଫିସ, ୯।୬: ସୌଧ ଉପରେ ଶାଖାପ୍ରଶାଖା ମେଲାଇଛି ବିରାଟକାୟ ବରଗଛ। କୋଠା ଫଟାଇ ଗହୀରକୁ ମାଡ଼ିଯାଇଛି ଚେର। କେଉଁଠି ପଲସ୍ତରା ଛାଡ଼ି ଗଲାଣି ତ ଆଉ କେଉଁଠି ଇଟାକାନ୍ଥ ଫାଟି ଅଁା କରିଛି। ଲଟାବୁଦାରେ ପରିପୂର୍ଣ୍ଣ ହୋଇ ଅରଣ୍ୟର ଭ୍ରମ…
‘ତମ୍ବୁ ତଳେ ରହୁଛି, ଘର ଦିଅ’
ଢେଙ୍କାନାଳ ଅଫିସ, ୯।୬: ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ପ୍ରଶାସନ ନିକଟକୁ ଧାଇଁ ଧାଇଁ ଥକି ପଡ଼ିଥିବା ଜଣେ ମହିଳା ବୁଧବାର ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଠିକ୍ ସମୟରେ ପୋଲିସ ପହଞ୍ଚତ୍ୟିବାରୁ ଏକ ବଡ଼…
ଗୁପ୍ଚୁପ୍ ଖାଇ ଟଙ୍କା ନ ଦେବାରୁ ତଣ୍ଟି କାଟିଦେଲେ ଦୋକାନୀ
ପରଜଙ୍ଗ, ୯।୬(ଡି.ଏନ୍.ଏ.): ଗୁପ୍ଚୁପ୍ ଖାଇ ଟଙ୍କା ନ ଦେବାରୁ ପିଆଜକଟା ଛୁରିରେ ଗ୍ରାହକଙ୍କ ତଣ୍ଟି କାଟିଦେଲେ ଦୋକାନୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ ପାଳସାହି ଗ୍ରାମରେ ବୁଧବାର ରାତିରେ ଘଟିଛି ଏଭଳି ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ। ମୃତକ ହେଲେ…
୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ
ଢେଙ୍କାନାଳ ଅଫିସ,୭।୬ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ସପ୍ତାହ ବ୍ୟାପୀ ଅଭିଯାନ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ କାରଖାନା ମଧ୍ୟରେ ୭୦୦ରୁ ଊର୍ଦ୍ଧ୍ୱ ଚାରା…
ଢେଙ୍କାନାଳ ବିରାଶାଳ ଏୟାରଷ୍ଟ୍ରିପ୍ରେ ବିମାନ ଦୁର୍ଘଟଣା
କାମାକ୍ଷାନଗର,୬।୬(ଡି.ଏନ୍.ଏ.): ଢେଙ୍କାନାଳ ବିରାଶାଳ ଏୟାରଷ୍ଟ୍ରିପରେ ପୁଣି ବିମାନ ଦୁର୍ଘଟଣା ଘଟିଛିି । ପ୍ରଶିକ୍ଷଣ ବେଳେ ୧୫ ଫୁଟରୁ ବିମାନଟି ଖସି ପଡିଥିବା ଜଣାପଡ଼ିଛି । ଦୁର୍ଘଟଣା ଫଳରେ ଜଣେ ପ୍ରଶିକ୍ଷାର୍ଥୀ ସାମାନ୍ୟ ଆହତ ହୋଇଛନ୍ତି । ଆହତ ପ୍ରଶିକ୍ଷାର୍ଥୀ ଜଣକ ହେଲେ…
ପରମ୍ପରା ବଞ୍ଚାଇବାକୁ ପ୍ରୟାସ
କାମାକ୍ଷାନଗର, ୬।୬ ମହାମାରୀ କରୋନା ପାଇଁ ଅଟକି ଯାଇଥିଲା ମଣିଷ। ଜିଇବାକୁ ଚାଲିଥିବା ଯୁଦ୍ଧରେ ମଳିନ ପଡ଼ିଯାଇଥିଲା କଳାସଂସ୍କୃତି। କେବଳ ପରମ୍ପରା ବଞ୍ଚାଇ ରଖିବାକୁ କାମଚଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାବେଳେ ରଙ୍ଗହୀନ ହୋଇପଡ଼ିଥିଲା ମେଳା, ମହୋତ୍ସବ, ଯାନିଯାତ୍ରା। ଏବେ ଭୂତାଣୁ ଭୟ…
Archives


