ଢେଙ୍କାନାଳ

ଜନପ୍ରତିନିଧି ନେବେ କମ୍ପ୍ୟୁଟର ଶିକ୍ଷା

ଢେଙ୍କାନାଳ ଅଫିସ, ୧୧।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସ ହଲରେ ମଙ୍ଗଳବାର ଜିଲାର ଉନ୍ନୟନମୂଳକ କାର୍ଯ୍ୟ ଏବଂ କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚିତ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧି ପାଇଁ ଜିଲାର ସମସ୍ତ ୮…

ଡେଷ୍ଟିନି ୧୨୫-ଏକ୍ସଟେକ୍‌ ବଜାର ପ୍ରବେଶ

ଢେଙ୍କାନାଳ/ ଅନୁଗୋଳ ଅଫିସ,୧୦।୫ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ହିରୋ ମୋଟୋକର୍ପର ଅଧିକୃତ ବିକ୍ରେତା ସୋମ୍‌ ଅଟୋ ପକ୍ଷରୁ ସୋମବାର ଡେଷ୍ଟିନି ୧୨୫ ଏକ୍ସଟେକ୍‌ ସ୍କୁଟରର ବଜାର ପ୍ରବେଶ କରାଯାଇଛି। ଏହି ଉପଲକ୍ଷେ ସୋମ୍‌ ଅଟୋ ଶୋ’ରୁମ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ…

ମନ୍ଦିର ପରିସରରୁ କାଟିନେଲେ ଚନ୍ଦନ ଗଛ

ପରଜଙ୍ଗ, ୯।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାନ୍ତୋର ଗ୍ରାମର ପ୍ରସିଦ୍ଧ ଶୈବପୀଠ ଶ୍ରୀକନକେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରୁ ଏକ ଚନ୍ଦନ ଗଛ ଚୋରି ହୋଇଛି। ଶନିବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ କଟର ମେଶିନ ସହାୟତାରେ ଗଛ କାଟି ନେଇଥିବା…

ନୂଆପଡ଼ା ଘାଟରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଛାତ୍ର: ୨ ଉଦ୍ଧାର; ଜଣଙ୍କର ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲା ସଦର ବ୍ଲକ ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି ରାଧାଦେଇପୁର ପଞ୍ଚାୟତର ବ୍ରାହ୍ମଣୀ ନଦୀର ନୂଆପଡ଼ା ଘାଟରେ ରବିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ୩ ଜଣ ସ୍କୁଲ ଛାତ୍ର ନଦୀରେ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଜୁ’ରେ ମିଳିବ ଜଙ୍ଗଲୀ ମହୁ

ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲାର ପ୍ରସିଦ୍ଧ କପିଳାସ ପ୍ରାଣୀ ଉଦ୍ୟାନରେ ମିଳିବ ଜଙ୍ଗଲୀ ବାଘୁଆ ମହୁ। ଗ୍ରାହକମାନେ ଗୁଣାତ୍ମକମାନର ଏହି ଜଙ୍ଗଲଜାତ ଦ୍ରବ୍ୟ ସୁବିଧାରେ ଏଠାରୁ କିଣିପାରିବେ। ମହୁ ସଂଗ୍ରହ କରୁଥିବା ମହ୍ଲାର ସମ୍ପ୍ରଦାୟର ଜୀବନଜୀବିକାରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ ବନ…

ଦୋଷୀ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୮।୫: ବନ ବିଭାଗର ବିନା ଅନୁମତିରେ ରଥ ନିର୍ମାଣ ପାଇଁ କପିଳାସ ସଂରକ୍ଷିତ ଅଭୟାରଣ୍ୟରୁ ଧଉରା ଗଛ କାଟି ଅଡୁଆରେ ପଡ଼ିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ଅମାନିଆ ଚାଳକ ଛାନିଆଁ

ଢେଙ୍କାନାଳ ଅଫିସ, ୮।୫: ଦ୍ରୁତଗତିରେ ବାଇକ୍‌ ଚଳାଇ ସହରର ଗଳିକନ୍ଦିରେ ଆତଙ୍କ ସୃଷ୍ଟି କରୁଥିବା ଅମାନିଆ ଚାଳକଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ। ଆଇନ ଉଲ୍ଲଂଘନ କରି ଗାଡ଼ିଚାଳନା କରୁଥିବା ଏଭଳି ବାଇକ୍‌ ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ…

ବ୍ଲେଡ୍‌ରେ ଶିଶୁ ନାହି କାଟିଥିଲେ ମହିଳା

କାମାକ୍ଷାନଗର, ୭ା୫(ଡି.ଏନ୍‌.ଏ.) ଗର୍ଭ ଯନ୍ତ୍ରଣାରେ ଘଣ୍ଟାଏ କାଳ ଛଟପଟ ହେଲେ। ଖୋଲା ଆକାଶ ତଳେ ପ୍ରସବ କଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବାଠାରୁ ଆରମ୍ଭ କରି ପ୍ରସବ ପର୍ଯ୍ୟନ୍ତ ନା ମିଳିଲା କର୍ମଚାରୀଙ୍କ ଦେଖା ନା ଖୋଲାଗଲା ଡାକ୍ତରଖାନା ଦ୍ୱାର। ଫଳରେ ଅନ୍ୟ ଉପାୟ…

ଆଶ୍ୱସ୍ତି ଆଣିଲା ଅଦିନିଆ ବର୍ଷା

ଢେଙ୍କାନାଳ ଅଫିସ, ୬ା୫ ପାଖାପାଖି ୧୫ଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେଉଥିବା ଢେଙ୍କାନାଳ ଜିଲାବାସୀଙ୍କୁ ଗୁରୁବାର ମିଳିଛି ସାମାନ୍ୟ ଆଶ୍ୱସ୍ତି। କାଳବୈଶାଖୀ ପ୍ରଭାବରେ ଅପରାହ୍ନରେ ପ୍ରାୟ ୩ଘଣ୍ଟା ଧରି ହୋଇଥିବା ପ୍ରବଳ ଝଡ଼ବର୍ଷା ପରିବେଶକୁ ଶୀତଳ କରିଛି। ତା’ସାଙ୍ଗକୁ ତାପମାତ୍ରାରେ…

ବିପଦରେ ବନ୍ୟଜୀବନ

ଢେଙ୍କାନାଳ ଅଫିସ୍‌, ୬ା୫ କପିଳାସ ଅଭୟାରଣ୍ୟ। ଏକଦା ଏହି ସଂରକ୍ଷିତ ଜଙ୍ଗଲ ଭର୍ତ୍ତି ହୋଇଥିଲା ନଭଶ୍ଚୁମ୍ବୀ ଦ୍ରୁମରେ। ପଡୁ ନ ଥିଲା ସୂର୍ଯ୍ୟକିରଣ। ଏଠାକାର ଥଣ୍ଡା ପରିବେଶ ପାଲଟିଥିଲା ବନ୍ୟପ୍ରାଣୀଙ୍କ ପାଇଁ ଭୂସ୍ବର୍ଗ। ସୂର୍ଯ୍ୟୋଦୟରୁ ସୂର୍ଯ୍ୟାସ୍ତ ଯାଏ ପକ୍ଷୀଙ୍କ କଳରବରେ ମୁଖରିତ…

କୃଷି ବିଭାଗ କୋମାରେ

ସାତମାଇଲ, ୬ା୫ ଅକ୍ଷୟତୃତୀୟାରେ ସରିଛି ଅଖିମୁଠି ଅନୁକୂଳ। ବିହନ ବୁଣି ଚାଷ ପାଇଁ ପାଗ ଭିଡ଼ିଲେଣି ଚାଷୀ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ ବୋଲି ପାଣିପାଗ ବିଭାଗ କରିଥିବା ଅନୁମାନ ସେମାନଙ୍କ ମଧ୍ୟରେ ଖେଳାଇ ଦେଇଛି ଉଲ୍ଲାସ। କରୋନା…

ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା, ଭିଣୋଇଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଆଁଳ ପଞ୍ଚାୟତ ଚକାପାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri