ମୁରବିବିହୀନ ମହାବିରୋଡ ରେଞ୍ଜ
ପରଜଙ୍ଗ, ୧୮।୫(ଡି.ଏନ୍.ଏ.) – ସ୍ଥାୟୀ ରେଞ୍ଜ୍ ଅଧିକାରୀ ନ ଥିବାରୁ ମୁରବିବିହୀନ ହୋଇପଡ଼ିଛି ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍। ମୁକୁଳା ଜଙ୍ଗଲରେ କାଠ ମାଫିଆଙ୍କ ପତିଆରା ବଢୁଥିବାବେଳେ କାର୍ଯ୍ୟାଳୟରେ କର୍ମଚାରୀମାନେ ମଉଜ କରୁଥିବା ଅଭିଯୋଗ ହେଉଛି। ମହାବିରୋଡ ଭଳି ଜିଲାର ଏକ…
ଟ୍ରାକ୍କୁ ଫେରୁଛି ଭଲିବଲ୍
ଢେଙ୍କାନାଳ ଅଫିସ,୧୮।୫ – ପ୍ରତିଭାବାନ୍ ଖେଳାଳିଙ୍କୁ ଉତ୍ତମ ପ୍ରଶିକ୍ଷଣ ଦେବା, ସେମାନେ ଯେପରି ରାଜ୍ୟ ଓ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ଆଣିବେ ସେଥିଲାଗି ୨୦୧୯ରୁ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଆରମ୍ଭ ହୋଇଥିଲା ଉଦ୍ୟମ। କମ୍ପାନୀ…
‘ସନ୍ଥକବିଙ୍କ ଲେଖା ମାନବବାଦର ବାର୍ତ୍ତାବହ’: ମହିମାଗାଦିରେ ଭୀମ ଭୋଇ ଜୟନ୍ତୀ
ଢେଙ୍କାନାଳ ଅଫିସ, ୧୮।୫ – ମହିମା ଧର୍ମର ନିଗୂଢ଼ ତତ୍ତ୍ୱକୁ ନିଜ ଲେଖା ମାଧ୍ୟମରେ ବିଶ୍ୱରେ ପରିଚିତ କରାଇଥିଲେ ସନ୍ଥକବି ଭୀମ ଭୋଇ। ଏଥିରେ ବହୁ ସଂସ୍କାରଧର୍ମୀ କଥା ରହିଛି। ମାନବବାଦର ବାର୍ତ୍ତା ପ୍ରତିଫଳିତ ହୋଇଛି। ବିଶ୍ୱଶାନ୍ତି ପ୍ରତିଷ୍ଠା ପାଇଁ ଭୀମ…
ମିଳିମିଶି କାମକଲେ ରୋଗ ରୋକିପାରିବା
ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ ଜିଲାରେ…
ଗୁରୁ ଯାମିନୀ ରଞ୍ଜନଙ୍କୁ ‘ନୃତ୍ୟାଙ୍ଗନା ସମ୍ମାନ’
ଢେଙ୍କାନାଳ ଅଫିସ୍, ୧୬।୫: ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟାଙ୍ଗନା’ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ୍ ହଲ ପରିସରରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି ୭ମ ‘ନୃତ୍ୟାଙ୍ଗନା ସମ୍ମାନ ଉତ୍ସବ’। ଉଦ୍ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ,…
ଫାଣ୍ଡି ନିକଟରେ ଚୋରା କୋଇଲା ଡିପୋ
ପରଜଙ୍ଗ, ୧୬।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଅଞ୍ଚଳରେ ବେଆଇନ ଚୋରା କୋଇଲା ଡିପୋ ସଂଖ୍ୟା ବଢ଼ିବାରେ ଲାଗିଛି। ପୋଲିସ ଫାଣ୍ଡିଠାରୁ ଅନତି ଦୂରରେ ଏଭଳି କାର୍ଯ୍ୟ ଦୀର୍ଘଦିନ ହେଲା ଚାଲିଥିବାବେଳେ ଚଢ଼ାଉ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି…
ସୋମ ଅଟୋ: ପ୍ରତିଦିନ ନୂଆ ଅଭିଜ୍ଞତା
ଢେଙ୍କାନାଳ ରାଜ ପରିବାର ସଦସ୍ୟ ହର୍ଷବର୍ଦ୍ଧନ ସିଂହଦେଓ। ଉଚ୍ଚଶିକ୍ଷା ସମାପ୍ତ କରି ପରିବାରର ପରାମର୍ଶକ୍ରମେ ସେ ବ୍ୟବସାୟ କ୍ଷେତ୍ରରେ ମନୋନିବେଶ କରିଥିଲେ। ଜଣେ ଭ୍ରମଣପ୍ରିୟ ମଣିଷ ହୋଇଥିବାରୁ ମନରେ ଗାଡ଼ି ବ୍ୟବସାୟ ପ୍ରତି ଆଗ୍ରହ ଜନ୍ମିଥିଲା। ଲୋକଙ୍କୁ ଚାକିରି ଯୋଗାଇଦେବା ଲକ୍ଷ୍ୟରେ…
୫୩ନଂ. ଜାତୀୟ ରାଜପଥ ଠପ୍
କାମାକ୍ଷାନଗର, ୧୫।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହେବା ପରେ ତାତିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଏହାର ପ୍ରତିବାଦରେ ଶନିବାର ସକାଳୁ ସେମାନେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଗୁରୁତର…
ଘୋଷଣାରେ ସୀମିତ ପ୍ରକଳ୍ପ
ଢେଙ୍କାନାଳ ଅଫିସ, ୧୪।୫ ଢେଙ୍କାନାଳ ଜିଲାବାସୀଙ୍କ ପାଇଁ ପ୍ରସ୍ତାବିତ ଜନହିତକର ପ୍ରକଳ୍ପ କେବଳ ଘୋଷଣାରେ ସୀମିତ ରହିଯାଉଛି। ଏହାକୁ ନେଇ ଉଦ୍ବେଗ ବ୍ୟକ୍ତ କରିଛି ସଚେତନ ନାଗରିକ ଫୋରମ୍। ଏହାର ପ୍ରତିବାଦରେ ଶୁକ୍ରବାର ଜିଲାପାଳଙ୍କୁ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି।…
ମଷ୍ଟର ରୋଲ୍ରେ ଦାଦନଙ୍କ ନାଁ
କାମାକ୍ଷାନଗର, ୧୪।୫ (ଡି.ଏନ୍.ଏ.) ତେଲଙ୍ଗାନାରେ ଖଟୁଛନ୍ତି ଦାଦନ। ଦୀର୍ଘଦିନ ହେଲା ଗଁାରେ ନାହାନ୍ତି। ଅଥଚ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ମଷ୍ଟର ରୋଲ୍ରେ ତାଲିକାଭୁକ୍ତ ହୋଇଛି ନଁା। କେବଳ ଏତିକି ନୁହେଁ, ଏହି…
ଟ୍ରକ୍ ଧକ୍କାରେ ଯୁବକ ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
କାମାକ୍ଷାନଗର,୧୪।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଟ୍ରକ୍-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍ ଆରୋହୀ ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ(୨୧)ଗୁରୁତର ଆହତ ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର…
ଖୋଲୁନି ମୂର୍ତ୍ତି ଚୋରି ରହସ୍ୟ
ଢେଙ୍କାନାଳ ଅଫିସ, ୧୨।୫: ରାଜ୍ୟର ପ୍ରସିଦ୍ଧ ଶୈବପୀଠ ତଥା ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ବିଜେସ୍ଥଳୀ କପିଳାସରୁ ୨୦୧୬ରେ ଚୋରି ହୋଇଯାଇଥିଲା ଦ୍ୱାଦଶ ଶତାବ୍ଦୀର ୩ ଦେବଦେବୀଙ୍କ ବିରଳ ମୂର୍ତ୍ତି। ଇତିମଧ୍ୟରେ ଏହି ଘଟଣାକୁ ଦୀର୍ଘ ୬ବର୍ଷ ବିତିଗଲାଣି। ହେଲେ ମୂର୍ତ୍ତି ଚୋରି ସମ୍ପର୍କିତ ରହସ୍ୟ…
Archives


