Odisha Elections 2024

ଢେଙ୍କାନାଳ

୫ କେଜି ସୁନା, ୧୧.୫୫ ଲକ୍ଷ ଟଙ୍କା ଜବତ

ରାସୋଳ, ୧୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଦୀର୍ଘ ୫ ଦିନର ତନାଘନା ପରେ ପୋଲିସ ଏଥିରେ ସମ୍ପୃକ୍ତ ୧୧ଜଣଙ୍କ ମଧ୍ୟରୁ ୯...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି କରାଯାଇଥିବା ଉଦୟଭାନୁ ଦାସ ଅଭିଯୋଗ ଆଣିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରିବା ସହିତ...

ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା

ପରଜଙ୍ଗ, ୧୭।୧(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ବିଟ୍‌ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇ ବିଚରଣ କରୁଥିବା ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା କରାଯାଇଛି। କପିଳାସର ଡାକ୍ତର ଅସିତ୍‌...

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ।...

ଆସିଛନ୍ତି ୫,୨୨୮ ଅତିଥି ପକ୍ଷୀ

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ୨୦୨୨ରେ ଜିଲାକୁ ଦେଶବିଦେଶରୁ ୫,୨୨୮ ପ୍ରବାସୀ ପକ୍ଷୀଙ୍କ ସମାଗମ ହୋଇଛି। ପରଜଙ୍ଗ ବ୍ଲକର ଦଦରାଘାଟି ଜଳଭଣ୍ଡାର, ବ୍ରାହ୍ମଣୀ ନଦୀକୂଳ, ସଦର ବ୍ଲକ ବଡ଼ ନାଗେନା ଅଞ୍ଚଳକୁ ଅଧିକ ସଂଖ୍ୟାରେ ବ୍ରାହ୍ମିନୀ ଡକ୍‌ଙ୍କ...

‘ବିକାଶରେ ସାମିଲ ହୁଅ’

ଢେଙ୍କାନାଳ ଅଫିସ,୧୫ା୧ ଓଡ଼ିଶା କ୍ରୀଡ଼ା ଓ ଯୁବ ବିକାଶ ପରିଷଦ ଢେଙ୍କାନାଳ ଶାଖା ପକ୍ଷରୁ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସୌମ୍ୟବ୍ରତ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ସାମାଜିକ କର୍ମୀ ବିରଞ୍ଚତ୍ ନାରାୟଣ...

ଗିରଫଦାରି ଚିତ୍ର ଅସ୍ପଷ୍ଟ

ଢେଙ୍କାନାଳ ଅଫିସ୍‌/ ରାସୋଳ(ଡି.ଏନ୍‌.ଏ.), ୧୫ା୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାକୁ ଶୁକ୍ରବାର ୩ଦିନ ବିତିଥିବାବେଳେ ଗିରଫଦାରି ସମ୍ପର୍କରେ ପୋଲିସ ସ୍ପଷ୍ଟ ସୂଚନା ଦେଉନାହିଁ। ଏହି ଘଟଣାର ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା...

ଆରମ୍ଭ ହେଲାଣି ଅଙ୍କକଷା

ଢେଙ୍କାନାଳ ଅଫିସ, ୧୫ା୧ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ଢେଙ୍କାନାଳ। ରାଜ୍ୟ ରାଜନୀତିର ଅନ୍ୟତମ ପାଓ୍ବାର କରିଡର କୁହାଯାଉଥିବା ଏହି ଶିଳ୍ପ ଜିଲାରେ ଗତ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ବିଜେଡି-ଭାଜପା ମଧ୍ୟରେ ହୋଇଥିଲା...

୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ପାରାମେଡିକ୍ସ, ସଫେଇ କର୍ମଚାରୀ, ଡାକ୍ତର...

ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍‌.ଏ.),୧୪।୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାରେ ଗୁରୁବାର ଆରମ୍ଭ ହୋଇଛି ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ। ଥାନାଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀ ଏଥିରେ ସହାୟତା କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌...

ଜନତା ବିନା ଜାନୁୟାରୀ ୨୬

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ (ଜାନୁୟାରୀ ୨୬) ବିନା ଜନତାରେ ପାଳନ ହେବ। ପରେଡ୍‌ରେ କେବଳ ପୋଲିସ ବାହିନୀ, ଓଏସ୍‌ଏପି ପ୍ରଥମ ବାଟାଲିୟନ ଏବଂ ପୋଲିସ ବ୍ୟାଣ୍ଡ ଦଳ ସାମିଲ ହେବେ। ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କୁ...

ବ୍ୟାଙ୍କ ଲକରରୁ ଲୁଟିନେଲେ କୋଟିଏ ଟଙ୍କାର ସୁନାଗହଣା

ରାସୋଳ,୧୨ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କ ଲକରରୁ ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ସମେତ ୧୧ ଲକ୍ଷରୁ ଊର୍ଦ୍ଧ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri