ଢେଙ୍କାନାଳ

‘ସଙ୍କୋଚ କରନାହିଁ, ନାପ୍‌କିନ୍‌ ମାଗ’

କାମାକ୍ଷାନଗର, ୨୯।୫(ଡି.ଏନ୍‌.ଏ.): ଋତୁସ୍ରାବ ଏକ ଜୈବିକ ପ୍ରକ୍ରିୟା। ଏହା ଲଜ୍ଜାକର ବିଷୟ ନୁହେଁ, ବରଂ ଜଣେ ନାରୀ ପାଇଁ ଜରୁରୀ। ଏହା ବିନା ଜଣେ ମହିଳା ମା’ ହେବା ଅସମ୍ଭବ। ହେଲେ ଆଜି ବି ମାସିକ ଋତୁଚକ୍ର ସମ୍ପର୍କରେ ଖୋଲା ଆଲୋଚନା…

କାରାଗାରରେ ଖୁନ୍ଦାଖୁନ୍ଦି କଏଦୀ

କାମାକ୍ଷାନଗର, ୨୯।୫(ଡି.ଏନ୍‌.ଏ.): ବ୍ରିଟିଶ ଶାସନ ଅମଳର କାମାକ୍ଷାନଗର ଉପକାରାଗାରରେ ସ୍ଥାନ ଅଭାବରୁ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏଠାରେ କ୍ଷମତା ତୁଳନାରେ ପ୍ରାୟ ଦେଢ଼ଗୁଣା ଅଧିକ କଏଦୀ ଖୁନ୍ଦାଖୁନ୍ଦି ହୋଇ ରହୁଛନ୍ତି। ଆବଶ୍ୟକ ଅର୍ଥ ଥିଲେ ମଧ୍ୟ ଉପଯୁକ୍ତ ଜମି ମିଳୁ ନ…

ଟାର୍ଗେଟରେ ମଦ ଦୋକାନ

ଭୁବନ, ୨୮।୫(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରାଜପଥରେ ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଥିବାବେଳେ ବାଇକ୍‌ ଆରୋହୀ ଛିନ୍‌ତାଇ ଗୋଷ୍ଠୀ ସହରବାସୀଙ୍କ ନିଦ ହଜାଇଛନ୍ତି। ପୂର୍ବରୁ ଛୋଟବଡ଼ ଆପରାଧିକ କାର୍ଯ୍ୟ ଘଟାଉଥିବା ଦୁର୍ବୃତ୍ତମାନେ ଏବେ ଲାଇସେନ୍ସପ୍ରାପ୍ତ…

ଜଳାଶୟ ଏବେ ଜଙ୍ଗଲ

ଭୁବନ, ୨୮।୫ କେବେ ଏଠାରେ ଲହଡ଼ି ଖେଳୁଥିଲା କାଚକେନ୍ଦୁ ଭଳି ପାଣି। କେବଳ ଗାଧୁଆପାଧୁଆ ଭଳି ଦୈନନ୍ଦିନ କାର୍ଯ୍ୟ ନୁହେଁ, ସ୍ଥାନୀୟ ବାସିନ୍ଦାଙ୍କ ଜଳକଷ୍ଟ ମଧ୍ୟ ମେଣ୍ଟୁଥିଲା। ଜାନିଯାତ୍ରା, ମେଳା, ମହୋତ୍ସବ, ବିବାହ ବ୍ରତ ଭଳି କାର୍ଯ୍ୟରେ ଜଳାଶୟ ଉପରେ ନିର୍ଭର…

ୱାଚ୍‌ ଟାୱାର ଉପରୁ ରଖାଯିବ ନଜର

ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ ପ୍ରାଣୀଙ୍କ ଜୀବନ। ବିଶେଷ କରି ହାତୀ ଚଲାପଥ ଦେଇ ବିଛାଯାଇଥିବା ରେଳ ଧାରଣା ଗଜରାଜଙ୍କ…

ବଦଳିବ ୪୦୦୦ ପୋଖରୀ କଳେବର

ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ଜିଲାର ପୁରାତନ ପୋଖରୀଗୁଡ଼ିକ ମଧ୍ୟରୁ ଅଧିକାଂଶ ପରିତ୍ୟକ୍ତ ହୋଇପଡ଼ିଛି। କେଉଁଠି ପାଣି ନାହିଁ ତ ଆଉ କେଉଁଠି ପଡ଼ିଆର ଭ୍ରମ ସୃଷ୍ଟି କରୁଛି। ଜିଲାରେ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଥିବାବେଳେ ଖରାଦିନେ ଉତ୍କଟ ଜଳ ସମସ୍ୟା…

ଅମଲାପଡ଼ା ଟୁଙ୍ଗିରେ ମହିମା ମେଳା: ଖଞ୍ଜଣି ଭଜନରେ କମ୍ପିଲା ପରିବେଶ

ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ସହର ବସଷ୍ଟାଣ୍ଡ୍‌ ଅମଲାପଡ଼ାସ୍ଥିତ ୧୧୦ ବର୍ଷ ପ୍ରାଚୀନ ମହିମା ଟୁଙ୍ଗିରେ ସୋମବାର ମହାସମାରୋହରେ ମହିମା ମେଳା ପାଳିତ ହୋଇଯାଇଛି। ଅନୁଗାମୀ ପ୍ରସନ୍ନା ମହାପାତ୍ରଙ୍କ ବିୟୋଗର ମାସପୂର୍ତ୍ତି ଅବସରରେ ଏହାର ଆୟୋଜନ କରାଯାଇଥିଲା। ଖଞ୍ଜଣି ଭଜନରେ ଟୁଙ୍ଗି…

ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କାମାକ୍ଷାନଗର, ୨୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜାଳିଦେଇଛନ୍ତି। ଏହି ଘଟଣାକୁ ନେଇ…

ବର୍ଷା ହେଲେ ବଢୁଛି ଭୟ

ଢେଙ୍କାନାଳ ଅଫିସ, ୨୫।୫ ଢେଙ୍କାନାଳ ସହରରେ ଜଳ ନିଷ୍କାସନ ବ୍ୟବସ୍ଥା ସ୍ଥାଣୁ ପାଲଟିଛି। ସାମାନ୍ୟ ବର୍ଷା ହେଲେ ସହର ତଳି ଅଞ୍ଚଳରେ ଥିବା ଘରେ ପାଣି ପଶୁଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ପୌର ପ୍ରଶାସନ ଏହାର ସମାଧାନ କରାଯାଉନାହିଁ। ଆଗକୁ…

‘କ’ଣ ମରିବା ପରେ ଆବାସ ଦେବ’

ସାତମାଇଲ୍‌, ୨୫।୫(ଡି.ଏନ୍‌.ଏ.) ଭଙ୍ଗା ଦଦରା ଘର। କେଇ ଖଣ୍ଡ ବାଉଁଶ ଭରସାରେ ଛିଡ଼ା ହୋଇଛି। ଉପରେ ପଡ଼ିଛି ଚିରାକୋତରା ଜରିପାଲ। ଦିନରେ ସୂର୍ଯ୍ୟ, ରାତିରେ ଆତଜାତ ହେଉଛି ଜହ୍ନ। ସାମାନ୍ୟ ବର୍ଷା ହେଲେ ଘରେ ଲହଡ଼ି ଖେଳୁଛି ପାଣି। ବତୁରି ଯାଉଛି…

୫୪ ଶିକ୍ଷକ, କର୍ମଚାରୀଙ୍କ ଦରମା ବନ୍ଦ

ଢେଙ୍କାନାଳ ଅଫିସ,୨୪।୫ ନିର୍ଦ୍ଧାରିତ ସମୟ ଅନୁଯାୟୀ ସ୍କୁଲରେ ପହଞ୍ଚି ନ ଥିବାରୁ ଢେଙ୍କାନାଳ ଜିଲାର ୫୪ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଶିକ୍ଷକ ଓ କର୍ମଚାରୀ ମହଲରେ ଛନକା ପଶିଯାଇଛି। ପ୍ରକାଶ ଯେ,…

ମଦବିକ୍ରି ବନ୍ଦ କରିବାରୁ ଗାଳି, ଅସଦାଚରଣ ଅଭିଯୋଗ

ଢେଙ୍କାନାଳ ଅଫିସ,୨୪।୫ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବରଦା, କୁଶିଦା, ସୋଗରଦିଆଣୀ ଗ୍ରାମର ମା’ ଦୁର୍ଗତିନାଶିନୀ ନିଶା ନିବାରଣ ମହିଳା ସଂଘ ନ୍ୟାୟ ପାଇଁ ସୋମବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛି। ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି, ଗ୍ରାମରେ ଦେଶୀ ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?